ଦୀପିକାଙ୍କୁ ପରିଚୟପତ୍ର ମାଗିଲେ ଏୟାରପୋର୍ଟ ସିକ୍ୟୁରିଟି

ମୁମ୍ବାଇ: ବିମାନବନ୍ଦର ପ୍ରବେଶପଥରେ ଜଣେ ନିରାପତ୍ତା କର୍ମଚାରୀ ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ଙ୍କୁ ପରିଚୟ ପତ୍ର ଦେଖାଇବାକୁ କହି ଧାର୍ଯ୍ୟ ବିଧି ବ୍ୟବସ୍ଥାର ଅନୁସରଣ କରିଥିବା ପ୍ରମାଣିତ ହୋଇଛି। ଏ ସମ୍ପର୍କିତ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଦୀପିକା ବିମାନ ବନ୍ଦରରେ ପ୍ରବେଶ କରୁଥିବା ବେଳେ ଜଣେ ନିରାପତ୍ତା କର୍ମଚାରୀ ତାଙ୍କୁ ଅଟକାଇ ପରିଚୟପତ୍ର ଦେଖାଇବାକୁ କହିଥିଲେ। ଦୀପିକା ମଧ୍ୟ କାଳବିଳମ୍ବ ନ କରି ନିଜ ବ୍ୟାଗ୍‌ରୁ ପରିଚୟପତ୍ର ବାହାର କରି ସମ୍ପୃକ୍ତ କର୍ମଚାରୀଙ୍କୁ ଦେଖାଇଥିଲେ। ଦୀପିକାଙ୍କର ଏପରି ସକାରାତ୍ମକ ଆଚରଣ ଦେଖି ଅନେକ ସୋସିଆଲ ମିଡିଆ ବ୍ୟବହାରକାରୀ ତାଙ୍କ ପାଖକୁ ଚାଲି ଆସିଥିଲେ।

ଏହି ଦୃଶ୍ୟ ଦେଖି ଜଣେ ବ୍ୟକ୍ତି ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟ କରିଛନ୍ତି, ‘ଦୀପିକା ଆଇଡି ଦେଖାଉଥିବାର ଦୃଶ୍ୟ ପସନ୍ଦ ଲାଗିଲା।’ ଆଉ ଜଣେ ସୋସିଆଲ ମିଡିଆ ବ୍ୟବହାରକାରୀ ଲେଖିଛନ୍ତି, ‘ଉଭୟ ନିରାପତ୍ତା କର୍ମଚାରୀ ଏବଂ ଦୀପିକା ପାଦୁକୋନ୍‌ ନୀତିନିୟମ ଅନୁଯାୟୀ କାର୍ଯ୍ୟ କରିଛନ୍ତି।’

ଦୀପିକା ବର୍ତ୍ତମାନ ମେଘ୍‌ନା ଗୁଲ୍‌ଜାରଙ୍କ ‘ଛପକ୍‌’ ଶୁଟିଂରେ ବ୍ୟସ୍ତ ଅଛନ୍ତି। ବାହାଘର ପରେ ପ୍ରଥମଥର ପାଇଁ ତାଙ୍କୁ ସ୍ବାମୀ ରଣବୀର ସିଂଙ୍କ ସହିତ ‘୮୩’ ଫିଲ୍ମରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଟେଲିଭିଜନ୍‌ରେ କାହିଁକି ବାରମ୍ବାର ପ୍ରସାରିତ ହୋଇଥାଏ ‘ସୂର୍ଯ୍ୟବଂଶମ’? ଅମିତାଭ ରଖିଲେ ଉତ୍ତର

ମୁମ୍ବାଇ: ବିଗ୍‌ ବି ଅମିତାଭଙ୍କ ସବୁଠାରୁ ଲୋକପ୍ରିୟ ଫିଲ୍ମ ମଧ୍ୟରୁ ଗୋଟିଏ ହେଉଛି ‘ସୂର୍ଯ୍ୟବଂଶମ’। ଏହାକୁ କିଛି ଟେଲିଭିଜନ ଚ୍ୟାନେଲରେ ବାରମ୍ବାର ପ୍ରସାରିତ କରାଯାଇଥାଏ। ତେବେ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ୍‌!

ମୁମ୍ବାଇ: ପ୍ରଥମଥର ପାଇଁ ରିୟା ଚକ୍ରବର୍ତ୍ତୀ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁର ଯାଞ୍ଚ ପାଇଁ ସିବିଆଇ ତଦନ୍ତ ଦାବି କରିଛନ୍ତି। ଠିକ୍‌ ଏହି ସମୟରେ ରିୟାଙ୍କ...

ମୋ ଆଚରଣ ସ୍ବାଭାବିକ: ଅନନ୍ୟା ପାଣ୍ଡେ

ମୁମ୍ବାଇ: ପ୍ରଯୋଜକ କରନ ଜୋହରଙ୍କ ‘ଷ୍ଟୁଡେଣ୍ଟ ଅଫ୍‌ ଦି ୟର୍‌ ଟୁ’ରେ ଅଭିନୟ ସହ ବଲିଉଡ଼ରେ ପଦାର୍ପଣ କରିଛନ୍ତି ଅଭିନେତ୍ରୀ ଅନନ୍ୟା ପାଣ୍ଡେ। ଏହାଦ୍ୱାରା ତାଙ୍କ...

ପୁଣି ରାମ ଚରିତ୍ରରେ ଆସିବେ ଅରୁଣ ଗୋଭିଲ

ମୁମ୍ବାଇ,୧୮।୧୦: ପୁଣି ରାମ ଚରିତ୍ରରେ ନଜର ଆଲିବେ ଲୋକପ୍ରିୟ କଳାକାର ଅରୁଣ ଗୋଭିଲ। ରାମଙ୍କ ଭୂମିକାରେ ଅଭିନୟ କରି ସେ ଅନେକ ସଫଳତା ପାଇଲେ। ବଲିଉଡ୍‌ର...

ଏଲିଟ୍‌ କ୍ଲବ୍‌ରେ ଶାହିଦ୍‌ କପୁର

ମୁମ୍ବାଇ: ଆମିର, ସଲମାନ୍‌ ଓ ଶାହରୁଖଙ୍କ ଭଳି ଶାହିଦ୍‌ କପୁର ଏବେ ଏଲିଟ୍‌ କ୍ଲବ୍‌ରେ ସ୍ଥାନ ପାଇଛନ୍ତି। ବିଶେଷକରି ‘କବିର ସିଂ’ ଫିଲ୍ମର ସଫଳତା ତାଙ୍କୁ...

ମୁମ୍ବାଇରେ ରହିବା ପାଇଁ ହେଲେ ଗଣପତି ଜୀଙ୍କ ଅନୁମତି ଆବଶ୍ୟକ: କଙ୍ଗନା

ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ସିଦ୍ଧିବିନାୟକ ମନ୍ଦିର ଦର୍ଶନ ପାଇଁ ଯାଇଛନ୍ତି। ମରାଠୀ ଲୁକ୍‌ରେ ସେ ଗଣପତିଙ୍କ ଦର୍ଶନ ପାଇଁ ପହଞ୍ଚିଥିଲେ। କଙ୍ଗନାଙ୍କ ମରାଠୀ ଲୁକ୍‌ର...

ଡିସେମ୍ବରରେ ବିବାହ ବନ୍ଧନରେ ବାନ୍ଧି ହେବେ ଆଦିତ୍ୟ

ମୁମ୍ବାଇ: କଣ୍ଠଶିଳ୍ପୀ ଉଦିତ୍‌ ନାରାୟଣଙ୍କ ପୁଅ ତଥା କଣ୍ଠଶିଳ୍ପୀ ଆଦିତ୍ୟ ନାରାୟଣ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଡିସେମ୍ବରରେ ଅଭିନେତ୍ରୀ ଶ୍ୱେତା ଅଗ୍ରଓ୍ବାଲଙ୍କୁ...

ଏହି ଅଭିନେତ୍ରୀଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମାମାଳିନୀଙ୍କ ଝିଅ

ବଲିଉଡରେ ଅଭିନେତା ଏବଂ ଅଭିନେତ୍ରୀମାନଙ୍କ ମଧ୍ୟରେ ଝଗଡା ହେବା ସାଧାରଣ କଥା। ଏପରି ଝଗଡା ହୋଇଥାଏ ଯେ ସେମାନେ ପରସ୍ପର ସହିତ ଚଳଚ୍ଚିତ୍ରରେ କାମ କରିବାକୁ...

Advertisement
Archives

Model This Week