ଦୀପିକାଙ୍କୁ ସମ୍ମାନୀତ କରିବେ କମଳ ନାଥ ସରକାର

ଭୋପାଳ,୧୧।୧: ମଧ୍ୟପ୍ରଦେଶ ସରକାର ବଲିଉଡ୍‌ ମୁଭି ‘ଛପାକ’କୁ ଟ୍ୟାକ୍ସ ଫ୍ରି କରିବା ପରେ ଏବେ ଏହାର ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ସମ୍ମାନୀତ କରିବେ ବୋଲି କହିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଇନ୍ଦୋରରେ ଆୟୋଜିତ ହେବାକୁ ଥିବା , ଅନ୍ତରାଷ୍ଟ୍ରୀୟ ଭାରତୀୟ ଫିଲ୍ମ ଏକାଡେମୀ ପୁରସ୍କାର(ଆଇଫା ଆଓ୍ବାର୍ଡ)କାର୍ଯ୍ୟକ୍ରମରେ ତାଙ୍କୁ ସମ୍ମାନୀତ କରାଯିବ। ଅନ୍ୟପଟେ ଏହାକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ କଥା କଟାକଟି ଚାଲିଛି। ଏହାକୁ ନେଇ କମଳ ନାଥ ଟୁଇଟ୍‌ କରିଛନ୍ତି। ସେ କହିଛନ୍ତି, ଫିଲ୍ମ ଓ କଳାକାରଙ୍କୁ ଦଳ, ବିଚାରଧାରାରେ ବାଣ୍ଟିବା ଓ ରାଜନୀତିରେ ଯୋଡିବା ଭୁଲ୍‌ ପରମ୍ପରା। ଦେଶରେ କାହାର ଅଧିକାର ନାହିଁ ଯେ ସେ କେଉଁ ଫିଲ୍ମ ଦେଖିଲେ ଅବା ନ ଦେଖିଲେ ତାକୁ ନେଇ ପ୍ରଶ୍ନ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ କାନ୍ଦିଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୪।୭: ମହାରାଷ୍ଟ୍ର ବିଧାନସଭାରେ ଗୁରୁବାର ଅନୁଷ୍ଠିତ ବହୁ ପ୍ରତୀକ୍ଷିତ ଫ୍ଲୋର ଟେଷ୍ଟରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ବିଜୟ ହାସଲ କରିଛନ୍ତି। ୧୬୪ ଜଣ ବିଧାୟକ ଏକନାଥ...

୬ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର

ନୂଆଦିଲ୍ଲୀ,୨୩।୧୦: ରାଜଧାନୀର ରଞ୍ଜିତ ନଗର ଅଞ୍ଚଳରେ ଜଣେ ୬ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ରାମ ମନୋହର ଲୋହିଆ ହସ୍ପିଟାଲରେ ପୀଡ଼ିତାଙ୍କ...

ନଦୀରେ ମୃତଦେହ ଫିଙ୍ଗିବା ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ବଳରାମପୁର,୩୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କେତେକ ଲୋକ ଆକ୍ରାନ୍ତଙ୍କ ମୃତଦେହ ନଦୀରେ ଫିଙ୍ଗୁଥିବାରୁ ସ୍ଥିତି ଅଧିକ ଜଟିଳ...

ବାପା ହେବାକୁ ଯାଉଛନ୍ତି ଅଭିନେତା ଅପାରଶକ୍ତି, ବିବାହର ୭ ବର୍ଷ ପରେ…

ବମ୍ବେ: ବାପା ହେବାକୁ ଯାଉଛନ୍ତି ବଲିଉଡ୍‌ ଅଭିନେତା ତଥା ଆୟୁଷ୍ମାନ ଖୁରାନ୍ନାଙ୍କ ଭାଇ ଅପାରଶକ୍ତି। ଖୁବ୍‌ଶୀଘ୍ର ତାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛି। ବିବାହର...

ବିବାଦ ପିଛା ଛାଡୁନି: ଏବେ ଇଡି ପଞ୍ଝାରେ…

ମୁମ୍ବାଇ: ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ରାଜ୍‌ କୁନ୍ଦ୍ରାଙ୍କ ପିଛା ଛାଡୁନି ବିବାଦ। ପୂର୍ବରୁ ଅଶ୍ଳୀଳ ଫିଲ୍ମ ତିଆରି କରି ଗିରଫ ହୋଇଥିବା ରାଜ୍‌ ଏବେ ଆଉ...

ରାମ ମନ୍ଦିର ପରିସରରୁ ମାଙ୍କଡ ଘଉଡାଇବା ପାଇଁ ୧ ହଜାର କର୍ମଚାରୀ ନିୟୋଜିତ

ଅଯୋଧ୍ୟା,୫।୮: ରାମ ଜନ୍ମଭୂମି ପରିସରରେ ମାଙ୍କଡମାନଙ୍କୁ ଘଉଡାଇବା ପାଇଁ ପାଖାପାଖି ୧ ହଜାର କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମି ପୂଜନ...

ଶାହରୁଖଙ୍କ ପାଇଁ ଚିଠିରେ ଏଭଳି ଲେଖିଥିଲେ ରାହୁଲ

ନୂଆଦିଲ୍ଲୀ,୩।୧୧: କ୍ରୁଜ୍‌ ଡ୍ରଗ୍ସ ପାର୍ଟି ମାମଲାରେ ପୁଅ ଆର୍ୟନ ଖାନ୍‌ ଗିରଫ ହୋଇ ମୁମ୍ବାଇର ଆର୍ଥର ରୋଡ୍‌ ଜେଲରେ ଥିବା ବେଳେ ଅକ୍ଟୋବର ୧୪ରେ ବଲିଉଡ୍‌...

କେନ୍ଦ୍ର,ଆସାମ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ନୋଟିସ ଜାରି…

ନୂଆଦିଲ୍ଲୀ,୨୩।୫ : ସୁପ୍ରିମକୋର୍ଟ କେନ୍ଦ୍ର ସରକାର ଏବଂ ଆସାମ ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ପରିବେଶ କାର୍ଯ୍ୟକର୍ତ୍ତା ରୋହିତ ଚୌଧୁରୀଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ...

Advertisement
Archives

Model This Week