Posted inଫୁରସତ

ଦୀପିକାଙ୍କ ନାଁରେ ତିଆରି ହେଲା ଜୋତା

ଫ୍ରାନ୍ସର ଫ୍ୟାଶନ୍‌ ଡିଜାଇନର ଖ୍ରୀଷ୍ଟିଆନ୍‌ ଲୁକୋଟିନ୍‌ ଏବେ ବଲିଉଡ୍‌ କୁଇନ୍‌ ଦୀପିକା ପାଦୁକୋନଙ୍କ ନାଁ ଅନୁସାରେ ତିଆରି କରିଛନ୍ତି ଏକ ହାଇହିଲ୍‌। ଏହା ଦେଖିବାକୁ ଯେତିକି ସୁନ୍ଦର ଏହା ଦାମ୍‌ ମଧ୍ୟ ସେତିକି ଅଧିକ। ଏବେ ଦୀପିକା କାନ୍ସ ଫିଲ୍ମ ପେଷ୍ଟିଭାଲରେ ଚର୍ଚ୍ଚିତ ଚେହେରା ହୋଇଥିବା ବେଳେ ଅନେକ ସମୟରେ ସେ ଷ୍ଟାଇଲିସ୍‌ ଜୋତା, ପର୍ସ ଆଦି କ୍ୟାରି କରିବାକୁ ଭଲ ପାଆନ୍ତି। ସେ ଅନେକ ଥର ଖ୍ରୀଷ୍ଟିଆନ୍‌ ଲୁକୋଟିନ୍‌ଙ୍କ ଡିଜାଇନ୍‌ ହୋଇଥିବା ଜୋତା ମଧ୍ୟ ପିନ୍ଧିଥିବା ଦେଖିବାକୁ ମିଳିଛି। ଦୀପିକାଙ୍କର ଏହି ରୁଚିକୁ ଦେଖି ଖ୍ରୀଷ୍ଟିଆନ୍‌ ଲୁକୋଟିନ୍‌ ତାଙ୍କ ନାଁରେ ଏବେ ଏମିତି ଏକ ହାଇହିଲ୍‌ ତିଆରି କରିଛନ୍ତି ଯାହା ବେଶ୍‌ ଆକର୍ଷଣୀୟ ହୋଇଛି। କଳା ରଙ୍ଗର ଏହି ହାଇ ହିଲ୍‌ଟି ସାଧାରଣ ହାଇହିଲ୍‌ ଠାରୁ ଟିକେ ଭିନ୍ନ। ଅନ୍ୟସବୁର ହିଲ୍‌ ସିଧା ହୋଇଥିବା ବେଳେ ଦୀପିକାଙ୍କ ନାଁରେ ତିଆରି ହୋଇଥିବା ବ୍ଲାକ କଲରର ଏହି ହିଲ୍‌ କିନ୍ତୁ ଅଙ୍କାବଙ୍କା। ଯାହା ଦେଖିବାକୁ ଖୁବ୍‌ ସୁନ୍ଦର ହୋଇଛି। ତେବେ ଏହି ହିଲ୍‌ର ଦାମ୍‌ ରହିଛି ପାଖାପାଖି ୯୯୫ ଡଲାର ବା ୭୦ ହଜାର ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୃଶ୍ୟ: ଟ୍ରେନ୍‌ ଟ୍ରାକ୍‌ରେ ପଶିଗଲା କାର୍‌, ଆଉ ତା’ ପରେ…

ଆପଣ ନିଶ୍ଚିତ ଭାବରେ ଟ୍ରେନ୍‌ କିମ୍ବା ସଡ଼କ ଦୁର୍ଘଟଣାର ଅନେକ ଭିଡିଓ ଦେଖିଥିବେ। କିନ୍ତୁ ଆଜି ଏମିତି ଏକ ଭିଡିଓ ଦେଖାଇବୁ ଯାହା ଦେଖି ଆଶ୍ଚର୍ଯ୍ୟ...

ପ୍ରେମରେ ପଡ଼ିଲେ ବଢେ ଶରୀରର ଓଜନ

ଅଷ୍ଟ୍ରେଲିଆର ସେଣ୍ଟ୍ରାଲ୍‌ କୁଇନ୍ସ ଲ୍ୟାଣ୍ଡ ୟୁନିଭର୍ସିଟିରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି ପ୍ରେମରେ ପଡିବା ପରେ ଉଭୟେ ଝିଅ ଓ ପୁଅଙ୍କ ଶରୀରର ଓଜନ ବୃଦ୍ଧି...

ଝିଅ ପାଇଁ ସ୍ବତନ୍ତ୍ର ଗଜରା ତିଆରି କଲେ ମା’, ଛୁଟୁଛି ପ୍ରଶଂସାର ସୁଅ

ସାଧାରଣତଃ ମହିଳାମାନେ ମୁଣ୍ଡରେ ଗଜରା ବାନ୍ଧିବାକୁ ବହୁତ ପସନ୍ଦ କରିଥାନ୍ତି। ଜଣେ ମା ନିଜ ଝିଅ ପାଇଁ ଏକ ସ୍ବତନ୍ତ୍ର ଗଜରା ତିଆରି କରିଛନ୍ତି ଯାହାକୁ...

ମାଙ୍କଡ଼କୁ ଚିଡ଼ାଉଥିଲେ ଯୁବତୀ, କେଶ ଧରି ଭିଡ଼ିନେଲା; ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଭିଡିଓ ଭାଇରାଲ ହୋଇଥାଏ। ଏହି ଭିଡିଓଗୁଡ଼ିକ ମଧ୍ୟରୁ କେତେକ ମଜାଳିଆ ହୋଇଥିବା ବେଳେ ଆଉ କେତେକ ଅତ୍ୟନ୍ତ ସ୍ପର୍ଶକାତର ହୋଇଥାଏ।...

ହିସାରରେ ମିଳିବ ଗଧ କ୍ଷୀର: ୧ ଲିଟରର ଦାମ ୭ ହଜାର ଟଙ୍କା!

ହିସାର,୨୩।୮: ଆମେ ସମସ୍ତେ ଗାଈ, ମଇଁଷି ଅବା ଛେଳି କ୍ଷୀରର ବ୍ୟବହାର ବିଷୟରେ ଜାଣିଛେ। ହେଲେ ଗଧ କ୍ଷୀର କଥା ଶୁଣିଲେ ସାମାନ୍ୟ ଭ୍ରୁକୁଞ୍ଚନ ସୃଷ୍ଟି...

ମଣିଷଙ୍କ ପରି ବେଲୁନ୍‌ ଖେଳୁଛନ୍ତି କୁକୁର, ଭିଡିଓ ଦେଖିଲେ…

ପ୍ରତିଦିନ ସୋସିଆଲ ମିଡିଆରେ ପଶୁପକ୍ଷୀଙ୍କର କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ ଅନେକ ଭିଡିଓ ଲୋକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇଥାଏ। ଏବେ ସେମିତି...

ଲାଲୁଙ୍କ ଝିଅଙ୍କୁ ବିବାହ କରିବା ଲାଗି ଚାର୍ଟର ବିମାନ ନେଇ ପହଞ୍ଚିଥିଲେ ଅଖିଳେଶଙ୍କ ଭଣଜା: ଅତିଥି ଭାବେ ମୋଦି ବି ହୋଇଥିଲେ ସାମିଲ

ଲାଲୁ ପ୍ରସାଦ ଯାଦବଙ୍କ ୯ ସନ୍ତାନଙ୍କ ମଧ୍ୟରୁ ସବୁଠାରୁ ସାନ ହେଉଛନ୍ତି ରାଜଲକ୍ଷ୍ମୀ ଯାଦବ। ତାଙ୍କ ବିବାହ ଉତ୍ତରପ୍ରଦେଶର ପୂର୍ବ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ...

ଓଲଟା ବହୁଛି ଝରଣା

ସୁଉଚ୍ଚ ପାହାଡ ଉପରୁ ଝରଣା ତଳକୁ ପ୍ରବାହିତ ହୋଇଥାଏ। ପୃଥିବୀର ମାଧ୍ୟାକର୍ଷଣ ବଳ ପ୍ରଭାବରେ ଝରଣାଗୁଡିକ ଏଭଳି ଭାବେ ପ୍ରବାହିତ ହୁଏ। କିନ୍ତୁ ମହାରାଷ୍ଟ୍ରର ନାନେଘାଟ...

Advertisement
Archives

Model This Week