ଦୀପିକାଙ୍କ ଫଟୋ ଦେଖି କ’ଣ କହୁଛନ୍ତି ଦର୍ଶକ

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ଦୀପିକା ପାଦୁକୋନ ଓ ରଣବୀର ସିଂ ବିବାହ କରିବା ପରେ ଅଧିକାଂଶ ସମୟ ରହୁଛନ୍ତି ଚର୍ଚ୍ଚାରେ। ଉଭୟ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ ଥିବା ବେଳେ ଅନେକ ସମୟରେ ଦୀପିକାଙ୍କର କିଛି କ୍ୟୁଟ ଫଟୋ ମଧ୍ୟ ଦେଖିବାକୁ ମିଳିଥାଏ। ହେଲେ ଏବେ ଏମିତି ଏକ ଫଟୋ ଦୀପିକା ସୋସିଆଲ ମିଡିଆରେ ଅପଲୋଡ କରିଛନ୍ତି ଯାହାକୁ ଦେଖିବା ପରେ ସେ ଗର୍ଭବତୀ ଥିବା ଅନେକ ଲୋକ ଅନୁମାନ କରୁଛନ୍ତି। ଏହି ଫଟୋସହ ଲେଖାଯାଇଥିବା କ୍ୟାପଶନ ମଧ୍ୟ ଦର୍ଶକଙ୍କୁ ଅଡୁଆରେ ପକାଉଛି। କାରଣ ଏଥିରେ ଲେଖାଯାଇଛି,‘ହାୟ ଡାଡି’। ଏହାକୁ ନେଇ ରଣବୀର ମଧ୍ୟ ତାଙ୍କର କମେଣ୍ଟ ଲେଖିଛନ୍ତି। ଆଉ ତାଙ୍କ କମେଣ୍ଟରୁ ଅନୁମାନ ଲଗାଯାଉଛି କି ନିକଟ ଭବିଷ୍ୟତରେ ଦୀପିକା ବୋଧହୁଏ ମା’ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାରେ ବିଲରେ ହଳ କରୁଛନ୍ତି ଏହି ପ୍ରସିଦ୍ଧ ଅଭିନେତା

କରୋନା ଯୋଗୁ ଏବେ ଫିଲ୍ମ ଶୁଟିଂ ବନ୍ଦ ରହିଛି। ଫଳରେ ଅଭିନେତ୍ରୀ ଅଭିନେତାମାନେ ପରିବାର ସହ ସମୟ ବିତାଉଛନ୍ତି। କିଏ ସୋସିଆଲ ମିଡିଆରେ ନିଜକୁ ଆକ୍ଟିଭ୍‌...

ନା ଖାନ୍‌, ନା ଖିଲାଡ଼ି କିଙ୍ଗ: ତଥାପି ଆଗାମୀ ବର୍ଷ ପାଇଁ ପଙ୍କଜଙ୍କ ହାତରେ ରହିଛି ୯ ଫିଲ୍ମ

ବମ୍ବେ: ବଲିଉଡ୍‌ରେ ନାମ କମାଇବା ସହଜ କଥା ନୁହେଁ। ଖ୍ୟାତନାମା କଳାକାରଙ୍କ ପରିବାରରୁ ଆସିଥିଲେ ସୁଦ୍ଧା ଅନେକ ଏଠାରେ ନିଜକୁ ପ୍ରତିଷ୍ଠିତ କରାଇପାରନ୍ତି ନାହିଁ। ଏବେ...

ପ୍ରେମରେ ପଡ଼ିଛନ୍ତି ତମନ୍ନା

ଓଡ଼ିଆ ଅଭିନେତ୍ରୀ ତମନ୍ନା ଏବେ ପ୍ରେମରେ ଉବୁଟୁବୁ। ପୁଣି ସେ ଏପରି ଯୁବକଙ୍କ ପ୍ରେମରେ ପଡିଛନ୍ତି ଯିଏ ଏକ ଅଦ୍ଭୁତ ଶକ୍ତିର ଅଧିକାରୀ। ସେହି ଶକ୍ତି...

ଫିଲ୍ମ ‘ରାଧେ’ରେ ଏମିତି ରହିବ ସଲମାନଙ୍କ ଲୁକ୍‌

ବଲିଉଡ୍‌ର ଭାଇଜାନ ସଲମାନ ଖାନଙ୍କ ଆଗାମୀ ଫିଲ୍ମ ‘ରାଧେ’ର ଟିଜର ଇତିମଧ୍ୟରେ ଲଞ୍ଚ ହୋଇଯାଇଛି। ଦବଙ୍ଗ ୩ର ଶୁଟିଂ ଶେଷ ହେବାପରେ ସଲ୍ଲୁ ଏହି ଫିଲ୍ମ...

ରିୟାଙ୍କ ନାମରେ ଏତଲା ପରେ ଏଭଳି ପୋଷ୍ଟ କଲେ ସୁଶାନ୍ତଙ୍କ ପୂର୍ବ ପ୍ରେମିକା ଅଙ୍କିତା, ଲେଖିଲେ..

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବେଳକୁ ବେଳ ନୂଆ ମୋଡ ଆସିଛି। ଘଟଣାର ଦେଢ଼ ମାସ ପରେ ଅଭିନେତାଙ୍କ ବାପା...

ଛବିର ମଣିଷ କାଳୀପ୍ରସାଦ

ଭଲ ମଣିଷ ଭିତରେ ଯେଉଁମାନଙ୍କ ପାଖରେ ସୃଜନଶୀଳତା ଥାଏ ସେମାନେ ସଂସାର ଭିତରେ କମ୍‌ ସମୟ ରହିଥାଆନ୍ତି। ତାଙ୍କର ସୀମିତ ପରିସୀମା ମଧ୍ୟରେ ସେମାନଙ୍କର ସୃଜନଶୀଳତାକୁ...

୫୦ କୋଟିର ଘର, ୩.୨୯ କୋଟିର କାର, ୬୮ ଲକ୍ଷର ଜୋତା ଏବଂ ୩୦୭ କୋଟି ସମ୍ପତ୍ତିର ମାଲିକ ହେଉଛନ୍ତି ଏହି ଅଭିନେତା

ବର୍ତ୍ତମାନ ସମୟରେ ବଲିଉଡ୍‌ର ଆଗଧାଡିର ଅଭିନେତାଙ୍କ ମଧ୍ୟରେ ଜଣେ ରଣବୀର ସିଂ। ଗତ କିଛି ବର୍ଷ ମଧ୍ୟରେ ସେ ଅନେକ ହିଟ୍‌ ଫିଲ୍ମରେ କାମ କରିସାରିଛନ୍ତି।...

ପେସା ଡାକ୍ତର, ନିଶା ସଙ୍ଗୀତ

ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହକି ୱାଲର୍‌ଡକପ ଅବସରରେ ହକି ଆନ୍ଥେମ ‘ଜୟ ହୋ ହକି’ରେ କଣ୍ଠଦାନ କରି କିପରି ଅନୁଭବ କରୁଛନ୍ତି ?...

Coronavirus Update


Archives

Model This Week

Why Dharitri