ଦୀପିକା ଜଣେ ଭଲ ଅଭିନେତ୍ରୀ: ମାଧୁରୀ

ମୁମ୍ବାଇ: ବଲିଉଡ୍‌ର ଧକ୍‌ ଧକ୍‌ ଗର୍ଲ ମାଧୁରୀ ଦିକ୍ଷିତ ଅଭିନୟରେ ଯେମିତି ପାରଙ୍ଗମ ନୃତ୍ୟରେ ବି ସେମିତି ପାରଙ୍ଗମ। ନିକଟରେ କିନ୍ତୁ ମାଧୁରୀ କହିଛନ୍ତି ଏବେ ବଲିଉଡ୍‌ରେ ଆଗଧାଡିର ନାୟିକାଙ୍କ ମଧ୍ୟରେ ଦୀପିକା ଜଣେ ଭଲ ଅଭିନେତ୍ରୀ। ନିକଟରେ ଦେଇଥିବା ଏକ ସାକ୍ଷାତ୍‌କାରରେ ମାଧୁରୀ ଏମିତି କହିଛନ୍ତି। ତାଙ୍କ ମତରେ ଦୀପିକା ଯେଉଁ ଚରିତ୍ରରେ ଅଭିନୟ କରନ୍ତି ସେଥିରେ ସେ ସମ୍ପୂର୍ଣ୍ଣ ଭାବେ ବୁଡି ଯାଆନ୍ତି। ଏହାସହ ସବୁ ବଡ ବଡ ଚରିତ୍ରକୁ ମଧ୍ୟ ଦୀପିକା ବେଶ୍‌ ଭଲ ଢଙ୍ଗରେ ଫୁଟାଇ ପାରନ୍ତି। ଏବେ ମାଧୁରୀ ବଲିଉଡ୍‌ ପରଦାରେ ନଜର ଆସୁ ନ ଥିଲେ ମଧ୍ୟ ଟେଲିଭିଜନ ଶୋ’ର ବିଚାରକ ମଣ୍ଡଳୀରେ ଦେଖାଯାଉଛନ୍ତି। ଅନ୍ୟପଟେ ଦୀପିକା ଖୁବଶୀଘ୍ର ଫିଲ୍ମ ‘୮୩’ରେ ନଜର ଆସିବେ। ଯାହାକୁ ଦର୍ଶକେ ଏବେ ଅପେକ୍ଷା ରଖିଛନ୍ତି। କରୋନା ମାହାମାରୀ ପାଇଁ ଏବେ ସିନେମା ହଲ୍‌ ବନ୍ଦ ଥିବାରୁ କିଛି ଫିଲ୍ମ ରିଲିଜ ଅପେକ୍ଷାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଲୁକରେ ନଜର ଆସିଲେ କାର୍ତ୍ତିକ ଆର୍ଯ୍ୟନ

ମୁମ୍ବାଇ,୨୧।୧୨-ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ନୂଆ ଲୁକରେ ନଜର ଆସିଛନ୍ତି। ଏହି ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଫଟୋରେ କାର୍ତ୍ତିକ ଲମ୍ବା...

ଆର୍ୟନଙ୍କ ଫୋନରୁ ମିଳିଲା ଆପତ୍ତିଜନକ ଫଟୋ

ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଶନିବାର ମୁମ୍ବାଇରେ ଚାଲିଥିବା ଏକ ହାଇ ପ୍ରୋଫାଇଲ ରେଭ ପାର୍ଟି ଉପରେ ଚଢାଉ କରି ୮ ଜଣଙ୍କୁ ଗିରଫ କରିଥିଲା।...

ସରୋଜିନୀ ନାଇଡୁଙ୍କ ଭୂମିକାରେ ନଜର ଆସିବେ ରାମାୟଣର ସୀତା, ମିଳିଛି ବାୟୋପିକ୍‌ର ଅଫର୍‌

ବମ୍ବେ: ଭାରତର ବୁଲ୍‌ବୁଲ୍‌ ସରୋଜିନୀ ନାଇଡୁଙ୍କ ଜୀବନ କାହାଣୀ ଉପରେ ନିର୍ମାଣ ହେବ ବାୟୋପିକ୍‌। ଏଥିରେ ପ୍ରମୁଖ ଭୂମିକାରେ ନଜର ଆସିପାରନ୍ତି ରାମାୟଣର ସୀତା ଦୀପିକା...

କାରଗିଲ ବିଜୟ ଦିବସ ପାଇଁ ପୁଣି ଥରେ ରିଲଜ୍‌ ହେବ ‘ଉରି ଦ ସର୍ଜିକାଲ ଷ୍ଟ୍ରାଇକ୍‌’

ମୁମ୍ବାଇ: କାରଗିଲ ବିଜୟ ଦିବସ ଅର୍ଥାତ୍‌ ୨୬ ଜୁଲାଇରେ ମହାରାଷ୍ଟ୍ରରେ ରିଲିଜ୍‌ ହେବ ‘ଉରି ଦ ସର୍ଜିକାଲ ଷ୍ଟ୍ରାଇକ୍‌’। ଏଥିରେ ମୁଖ୍ୟ ଭୂମିକାରେ ବିବେକ କୌଶଲ...

୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ...

ସୈଫ୍‌ଙ୍କ ଅବିକଳ ଦିଶୁଛନ୍ତି ତୈମୁର, କରିନା ଶେୟାର କଲେ ଫଟୋ

ବମ୍ବେ: ପିଲାଟି ଦିନୁ ଚର୍ଚ୍ଚାରେ ରହିଆସୁଥିବା ତୈମୁର ଅଲ୍ଲୀ ଖାଁ କୌଣସି ଷ୍ଟାରଠାରୁ କମ୍‌ ନୁହନ୍ତି। ସବୁବେଳେ ତାଙ୍କର କ୍ୟୁଟ୍‌ ଫଟୋ ସୋସିଆଲ ମିଡିଆରେ ଭାଇରାଲ...

୧୨ ଦିନ ଗାଧୋଇ ନ ଥିଲେ ଅମିର ଖାଁ, କାରଣ ଜାଣିଲେ…

ବଲିଉଡର କଳାକାରମାନେ ସେମାନଙ୍କ ଚରିତ୍ରକୁ ସଫଳ କରିବା ପାଇଁ କଠିନ ପରିଶ୍ରମ କରିଥାନ୍ତି। ଏଥିମଧ୍ୟରୁ ଅମିର ଖାଁ ଅନ୍ୟତମ। ‘ଥ୍ରି ଇଡିଅଟ୍ସ’, ‘ଦଙ୍ଗଲ’ ଭଳି ଅନେକ...

‘ଦ କଶ୍ମୀର ଫାଇଲ୍ସ’: ୭୦୦ରୁ ଅଧିକ ପୀଡ଼ିତ ପରିବାରଙ୍କ କାହାଣୀ..

ମୁମ୍ବାଇ,୧୦।୩ : ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ଦ କଶ୍ମୀର ଫାଇଲ୍ସ ଫିଲ୍ମ ଏବେ ବେଶ୍‌ ଚର୍ଚ୍ଚାରେ ରହିଛି। ଏହା ପଛର କାରଣ ହେଉଛି ଚଳଚ୍ଚିତ୍ରର ବିଷୟବସ୍ତୁ।...

Advertisement
Archives

Model This Week