ଦୀର୍ଘାୟୁ ହେବାପାଇଁ ପିଅନ୍ତୁ ୮କପ୍‌ କଫି

ନିୟମିତ ଦିନକୁ ୮ କପ୍‌ କଫି ପିଇଲେ ଜଣେ ଦୀର୍ଘାୟୁ ହେବ ବୋଲି ଜଣାପଡିଛି। ବ୍ରିଟେନର କଫି ପିଉଥିବା ପ୍ରାୟ ଏକ ମିଲିୟନ୍‌ ବ୍ୟକ୍ତିଙ୍କୁ ନେଇ କରାଯାଇଥିବା ଏକ ଗବେଷଣାରୁ ଏହା ଜଣାପଡିଛି। ହେଲେ ଗର୍ଭାବସ୍ଥାରେ କଫି ପିଇବା କ୍ଷତିକାରକ ବୋଲି କୁହାଯାଇଛି। ବ୍ରିଟେନର ନ୍ୟାଶନାଲ କ୍ୟାନସର ଇନଷ୍ଟିଚ୍ୟୁଟ(ଏନ୍‌ସିଆଇ)ରେ ଏହି ଗବେଷଣା କରାଯାଇଛି। କଫି ପିଉଥିବା ଲୋକଙ୍କର ରକ୍ତ ପରୀକ୍ଷା ହେବା ସହ ଏମାନଙ୍କ ନିତିଦିନିଆ ଜୀବନଶୈଳୀକୁ ଅନୁଧ୍ୟାନ କରାଯିବା ପରେ ଏହି ତଥ୍ୟ ସାମ୍ନାକୁ ଆସିଛି। କଫି ପିଉଥିବା ଲୋକଙ୍କ କ୍ଷେତ୍ରରେ ଇନସୁଲିନର ପରିମାଣ ଠିକ୍‌ ରହୁଥିବାରୁ ଏମାନଙ୍କୁ ଡାଇବେଟିସ୍‌ ହେବାର ସମ୍ଭାବନା କମ୍‌ ରହିଥାଏ। ଗତବର୍ଷ ୟୁକେର ସାଉଥମ୍ପଟନ୍‌ ବିଶ୍ୱବିଦ୍ୟାଳୟରେ କରାଯାଇଥିବା ଗବେଷଣା ଅନୁଯାୟୀ, ଯେଉଁମାନେ ଦିନକୁ ୪ରୁ ୫ କପ୍‌ କଫି ପିଇଥାଆନ୍ତି ସେମାନଙ୍କ ଆୟୁ ବୃଦ୍ଧି ହୋଇଥାଏ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚାତାପ କରୁଛନ୍ତି ମୋଦିଙ୍କୁ ଝାଲମୁଢି ଖୁଆଇଥିବା ଦୋକାନୀ: ଦୁଃଖରେ କହିଲେ, ବଡ଼ ଭୁଲ୍‌ କରିଦେଲି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

କୋଲକାତା,୨୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ମୋଦି ଝାରଗ୍ରାମରେ ‘ଝାଲମୁଢି’ ଖାଇବା ପାଇଁ ଅଟକିଥିବାର ଫଟୋ ଏବଂ ଭିଡିଓ ଏବେ ଘୂରି ବୁଲୁଛି। କିନ୍ତୁ…

ବିମାନ ଦୁର୍ଘଟଣା ମାମଲାରେ ନୂଆ ଟୁଇଷ୍ଟ: ଦୁର୍ଘଟଣା ଖବରକୁ ଖଣ୍ଡନ କଲେ ରାଜ୍ୟ ସରକାର, କହିଲେ…

ରାୟପୁର,୨୦।୪: ଛତିଶଗଡ଼ର ଜଶପୁର ଜିଲାର ନାରାୟଣପୁର ପାହାଡ଼ ନିକଟରେ ବିମାନ ଦୁର୍ଘଟଣାର ଖବରକୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭ୍ରାମକ ବୋଲି କହି ଏହାକୁ ଅସ୍ବୀକାର କରିଛନ୍ତି। କଲେକ୍ଟର…

ସ୍ବର୍ଗତ ଚାଷୀଙ୍କ ସ୍ତ୍ରୀଙ୍କୁ ସହାୟତାର ହାତ ବଢାଇଲେ ବରିଷ୍ଠ ଆଇନଜୀବୀ, ଦେଲେ ଏତିକି ଲକ୍ଷ ଟଙ୍କା

ଦେବଗଡ,୨୦।୪(ଶଶାଙ୍କ ଶେଖର ଝାଙ୍କର): କୃଷକଙ୍କ ଦୁର୍ଘଟଣା ଜନିତ ମୃତ୍ୟୁରେ ୨ ଲକ୍ଷ ଟଙ୍କା ପ୍ରଦାନ କଲେ ବରିଷ୍ଠ ଆଇନଜୀବୀ। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲାର ସମାଜ…

କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…

ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ…

ଯୁଦ୍ଧକୁ ଡେଇଁଲା ଚାଇନା, ଇରାନୀ ଜାହାଜ ଜବତ ଉପରେ ଖୋଲାଖୋଲି ଭାବେ କଲା ମୁକାବିଲା

ଓ୍ବାଶିଂଟନ୍‌,୨୦।୪: ଇରାନ-ଆମେରିକା ବିବାଦର ସମାଧାନ ପାଇଁ ଇସଲାମାବାଦରେ ଆଲୋଚନା ଚାଲିଥିବାବେଳେ, ଇରାନ ନିଶ୍ଚିତ କରିଛି ଯେ ଆମେରିକା ଏହାର ଏକ ବାଣିଜ୍ୟ ଜାହାଜ, ଟୋସ୍କାକୁ ଜବତ କରିଛି।…

ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା…

ଗଛରେ ପିଟି ହୋଇ ବିମାନ ଦୁର୍ଘଟଣାଗ୍ରସ୍ତ

ରାୟପୁର,୨୦।୪: ଛତିଶଗଡ଼ର ଜଶପୁର ଜିଲାର ନାରାୟଣପୁରର ରତନପହଲି ଜଙ୍ଗଲରେ ଏକ ଗଛରେ ପିଟି ହୋଇ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଦ୍ଧାର କାର୍ଯ୍ୟ ସମୟରେ ଖୁରାସଗଡ଼ା ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri