ଦୁଇଦିନ ପରେ ଉଦ୍ଧାର ହେଲା ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୭ା୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ବାଉଁଶଖଣା ଗ୍ରାମର ନିଖୋଜ ଥିବା ମତ୍ସ୍ୟଜୀବୀ ରମେଶ ବରାଇ(୫୫)ଙ୍କ ମୃତଦେହ ଶୁକ୍ରବାର ସକାଳୁ ସୁବର୍ଣ୍ଣରେଖା କୁମ୍ଭୀରଗଡ଼ି ଗ୍ରାମସ୍ଥିତ ନଦୀପଠାରୁ ଉଦ୍ଧାର କରାଯାଇଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ

ସୋର,୫।୨(ଡି.ଏନ୍‌.ଏ.): ସୋର ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ବାସୁଦେବ ପ୍ରସାଦ ସାହୁଙ୍କୁ ବାଲେଶ୍ୱର ଭିଜିଲାନ୍ସ ବିଭାଗ ବୁଧବାର ଗିରଫ କରିଛି। ସନ୍ତୋଷ କୁମାର ନାୟକ ନାମକ...

ପଥର ଶିଳ୍ପକଳାର ନିଖୁଣ କାରିଗର ଭରତ

ବାହାନଗା,୧୨।୩(ଡି.ଏନ.ଏ.)-କୌଳିକ ବୃତ୍ତିକୁ ଆଦରି କାଠକାମ କରୁ କରୁ ସେ ପାଲଟିଗଲେ ଜଣେ ପଥର ଶିଳ୍ପୀ। ପାରମ୍ପରିକ କଳା ସହିତ ନିଜ ସୃଜନଶୀଳତାକୁ ମିଶାଇ ସେ ଆଜି...

ଡ୍ରେନ୍‌ ଭିତରେ ପାନୀୟ ଜଳ ପାଇପ୍‌

ଆନନ୍ଦପୁର,୧୫। ୭(ସ୍ବ.ପ୍ର.)-ଆନନ୍ଦପୁର ପୌରପରିଷଦର ଖପରାଖାଇଠାରୁ ଘସିପୁରା ଗ୍ୟାରେଜ ଛକ ଭିଆଇପି ରୋଡ ପାଇଁ ବିବାଦ ପିଛା ଛାଡୁନି। ନିକଟରେ ସାମାନ୍ୟ ବର୍ଷାରେ ଭିଆଇପି ରୋଡ ଫାଟିବା...

‘ବେଆଇନ ବାଲିଚାଲାଣ ଉପରେ ଲଗାମ ଲଗାଯିବ’

ଜଳେଶ୍ୱର, ୧୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲାର ନୂତନ ଜିଲାପାଳ ଭାବେ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଦାୟିତ୍ୱ ନେବା ପରେ ଗୁରୁବାର ପୂର୍ବାହ୍ନରେ ଜଳେଶ୍ୱର ତହସିଲ ପରିସରରେ ଅଚାନକ ପହଞ୍ଚିଥିଲେ।...

ଦିଲ୍ଲୀରୁ ଧରାହେଲେ ନାଇଜେରୀୟ

ବାଲେଶ୍ୱର ଅଫିସ, ୧୨ା୮:ସାଇବର ଠକ ଏବେ ଆପଣାଇଛନ୍ତି ଅଭିନବ ଉପାୟ। ବିଦେଶିନୀଙ୍କ ଲୋଭ ଦେଖାଇ ଠକି ନେଉଛନ୍ତି ଲକ୍ଷ ଲକ୍ଷ ଟଙ୍କା। ନିକଟରେ ହନିଟ୍ରାପର ଶିକାର...

ଶ୍ରମ ଆଇନ ସଂଶୋଧନ ପ୍ରସ୍ତାବକୁ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨।୮-କେନ୍ଦ୍ର ସରକାର ସଂସଦରେ ଆଗତ କରିଥିବା ଶ୍ରମ ଆଇନ ସଂଶୋଧନ ପ୍ରସ୍ତାବକୁ ବିରୋଧ କରି ଶୁକ୍ରବାର ପୂର୍ବାହ୍ନରେ ବିଭିନ୍ନ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ...

୪ ମାସ ହେଲା ଚାଲିଛି ଫାଇଲ କାମ

ଖଇରା, ୧।୨(ଡି.ଏନ.ଏ):  ବାଲେଶ୍ୱର ଓ ଭଦ୍ରକ ୨ ଜିଲାର ଉପାନ୍ତ ଅଞ୍ଚଳକୁ ସଂଯୋଗ କରୁଥିବା ମହତୀପୁର-ଚରମ୍ପା ଭାୟା ବାରାପୁର ଅନ୍ତରା ଆରଡି ରାସ୍ତା କାର୍ଯ୍ୟ ୨ମାସ...

ଟ୍ରେନ୍‌ରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ରୂପ୍‌ସା, ୩ା୧(ଡି.ଏନ୍‌.ଏ.): ଜିଆର୍‌ପି ପୋଲିସ ବାଲେଶ୍ୱର ରେଳଷ୍ଟେଶନରେ ଶୁକ୍ରବାର ଡାଉନ୍‌ ହାଓ୍ବଡ଼ା-ଯଶବନ୍ତପୁର ସୁପରଫାଷ୍ଟ ଏକ୍ସପ୍ରେସ୍‌ରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ବୟସ ୬୫...

Advertisement
Archives

Model This Week