Posted inଜାତୀୟ

ଦୁଇ ଗାଁ ମଧ୍ୟରେ ୮ ଦିନ ଧରି ପାଳିତ ହେଉଛି ଅଗ୍ନିଯୁଦ୍ଧ

ମାଙ୍ଗାଲୋର୍‌,୨୨।୪: କର୍ନାଟକରେ ଏବେ ପାଳିତ ହେଉଛି ଏକ ନିଆରା ଉତ୍ସବ। ଏଠାରେ ମାତା ଦୁର୍ଗା ପଶ୍ଚିମେଶ୍ୱରୀଙ୍କ ମନ୍ଦିରରେ ଆରମ୍ଭ ହୋଇଛି ୮ ଦିନିଆ ଅଗ୍ନିଯୁଦ୍ଧ ଉତ୍ସବ। ପରମ୍ପରା ଅନୁସାରେ ଦୁଇ ଗାଁ ଲୋକେ ଦୁଇ ଦଳରେ ବିଭକ୍ତି ହୋଇ ପରସ୍ପରକୁ ନିଆଁ ମଶାଲ ଧରି ଆକ୍ରମଣ କରନ୍ତି। ଏହା ଦ୍ୱାରା ମାତା ଦୁର୍ଗା ସନ୍ତୁଷ୍ଟ ହୁଅନ୍ତି ବୋଲି ସ୍ଥାନୀୟ ଲୋକଙ୍କର ରହିଛି ବିଶ୍ୱାସ। ତେବେ ଏଥିରେ ସାଧାରଣତଃ ଗରିବ ଲୋକ ଧନ ଲାଭ ତଥା ମାତାଙ୍କ କୃପା ଲାଭ ପାଇଁ ଅଂଶ ଗ୍ରହଣ କରନ୍ତି। ଏହା ସହିତ ବିଭିନ୍ନ ଶାରୀରିକ ସମସ୍ୟା ଭୋଗୁଥିବା ଲୋକ ମଧ୍ୟ ଏହି ଅଗ୍ନଯୁଦ୍ଧ ଉତ୍ସବରେ ଯୋଗଦେଇ ରୋଗ ମୁକ୍ତ ହୁଅନ୍ତି ବୋଲି ସ୍ଥାନୀୟ ଲୋକେ ବିଶ୍ୱାସ କରନ୍ତି। ୮ ଦିନ ଧରି ଦୁଇ ଗାଁରେ ମଦ୍ୟପାନ ଓ ଆମିଷ ବର୍ଜନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଚାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri