Posted inଫୁରସତ

ଦୁଇ ଗୋଡ଼ ବାହାରକୁ କରି ପାଣି କୁଣ୍ଡରେ ଏମିତି ହେଉଛି ହାତୀଛୁଆ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ହାତୀ ଛୁଆକୁ ଦେଖିବାକୁ ମିଳୁଛି। ହାତୀ ଛୁଆଟି ଏକ ପାଣି କୁଣ୍ଡରେ ଦୁଇ ଗୋଡ଼ ବାହାରକୁ କରି ବୁଡ଼ୁଛି। ପରେ ସେ କୁଣ୍ଡ ଉପରେ ଚଢ଼ୁଛି । ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

https://twitter.com/susantananda3/status/1410260048647913472?s=1005


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

ଶ୍ରଦ୍ଧା ଭୟଙ୍କର ଅବତାର ଦେଖି ପ୍ରଶଂସକ ଆଶ୍ଚର୍ଯ୍ୟ

ବକ୍ସ ଅଫିସରେ ଫିଲ୍ମ ‘ସ୍ତ୍ରୀ’ ଜରିଆରେ ହୃଦୟ ଜିତିଥିବା ଶ୍ରଦ୍ଧା କପୁର ପୁଣି ବଡ଼ ପରଦାକୁ ଜବରଦସ୍ତ ଭାବେ ଏଣ୍ଟ୍ରି କରିଛନ୍ତି। ମ୍ୟାଡକ୍‌ ଫିଲ୍ମସର ବହୁ ପ୍ରତୀକ୍ଷିତ…

ଗୁରୁବାର ନବୀନ କରିବେ ବଡ଼ ଘୋଷଣା! ସୁଜାତା କାର୍ତ୍ତିକେୟନକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୨୬।୬: ଗୁରୁବାର ବିଜେଡିରେ ମିଶିପାରନ୍ତି ସୁଜାତା କାର୍ତ୍ତିକେୟନ। ବୁଧବାର ବରିଷ୍ଠ ନେତାଙ୍କ ସହ ନବୀନଙ୍କ ଆଲୋଚନା ପରେ ବଢ଼ିଲା ଚର୍ଚ୍ଚା। ଶଙ୍ଖ ଭବନରେ ଏନେଇ ନବୀନ ବଡ଼…

କେନ୍ଦ୍ର ସରକାର ବଦଳାଇଲେ ରାଶନ ନିୟମ! ଏବେ ପରିବାର ନୁହେଁ, ସଦସ୍ୟଙ୍କ ସଂଖ୍ୟା ଆଧାରରେ ମିଳିବ…

ନୂଆଦିଲ୍ଲୀ, ୨୪।୬: ଦେଶର ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା (PDS) ଏବଂ ରାଶନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। କେନ୍ଦ୍ର ସରକାର ଜାତୀୟ ଖାଦ୍ୟ ସୁରକ୍ଷା…

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ମେଡିସିନ୍‌ ଖାଇ ୭ କଏଦୀ ଅସୁସ୍ଥ! ଝାରପଡ଼ା ଜେଲ୍‌ରେ ଚାଲିଛି ତଦନ୍ତ

ଭୁବନେଶ୍ୱର,୨୪।୬: ରାଜଧାନୀର ଝାରପଡ଼ା ସ୍ପେଶାଲ୍‌ ଜେଲ୍‌ରେ ୭ ଜଣ କଏଦୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ଘଟଣାକୁ ନେଇ ଚିନ୍ତା ବଢ଼ିଛି। ଅସୁସ୍ଥ କଏଦୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri