ଦୁଇ ଦିବସୀୟ ଯାତ୍ରାରେ ସୌଦି ପହଞ୍ଚିଲେ ମୋଦି

ରିୟାଦ,୨୯।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିବସୀୟ ସୌଦି ଆରବ ଯାତ୍ରାରେ ସୋମବାର ବିଳମ୍ବିତ ରାତିରେ ସୌଦି ପ୍ୟାଲେସ ପହଞ୍ଚିଛନ୍ତି। ଏୟାର ଇଣ୍ଡିଆର ଏକ ବିଶେଷ ବିମାନରେ ଖଲିଦ ଇଣ୍ଟରନ୍ୟାଶନାଲ ଏୟାପୋର୍ଟରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ସୌଦି ରାଜା ସଲମାନ ବିନ ଅବଦୁଲଅଜିଜ ଅଲ ସଉଦଙ୍କ ନିମନ୍ତ୍ରଣରେ ସୌଦି ପହଞ୍ଚିଛନ୍ତି। ଏହି ଯାତ୍ରା ଅବସରରେ ମୋଦି ସୌଦି କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନଙ୍କ ସହ ବିଭିନ୍ନ ବିଷୟକୁ ନେଇ କଥା ହେବାର ଯୋଜନା ରହିଛି, ଯାହା ଭାରତ ପାଇଁ ଲାଭଦାୟକ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ତଥ୍ୟ ଦେଇଥିବା ଚାଇନା ଡାକ୍ତରଙ୍କ ନାମ ଅନୁସାରେ ନାମିତ ହେବ ଆମେରିକାର ସଡ଼କ !

ଓ୍ବାଶିଂଟନ,୮।୫: କରୋନା ଭାଇରସ ସମ୍ପର୍କରେ ଚାଇନାର ଯେଉଁ ଡାକ୍ତର ପ୍ରଥମେ ବିଶ୍ୱକୁ ସୂଚନା ଦେଇଥିଲେ ତାଙ୍କ ନାଁ ଅନୁସାରେ ଆମେରିକା ଓ୍ବାଶିଂଟନ ସହରର ଯେଉଁ ଷ୍ଟ୍ରିଟରେ...

ଆଫଗାନିସ୍ତାନକୁ ଆତଙ୍କବାଦୀଙ୍କ ଆଶ୍ରୟସ୍ଥଳ ଭାବେ ବ୍ୟବହାର କରାଯିବା ଉଚିତ ନୁହେଁ: ଭାରତ…

ଜେନେଭା,୯।୩ : ଭାରତ ପୁଣି ଥରେ ପାକିସ୍ତାନକୁ ଟାର୍ଗେଟ କରିଛି। ଗୁରୁବାର ଜାତିସଂଘ ସୁରକ୍ଷା ପରିଷଦରେ ଭାରତ କହିଛି ଯେ ଆତଙ୍କବାଦୀ କାର୍ଯ୍ୟକଳାପକୁ ବନ୍ଦ କରିବା,...

‘ମୋତେ ଲୁହ ପୋଛିବାକୁ ପଡ଼ିବ’

କାବୁଲ୍‌,୧୬ା୮: ଆଫଗାନିସ୍ତାନର ସ୍ଥିତି ବହୁତ ଖରାପ ଆଡ଼କୁ ଗତି କରୁଛି। ତାଲିବାନ ଆଫଗାନିସ୍ତାନକୁ ନିଜ ଅକ୍ତିଆରକୁ ନେବା ପରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ଲୋକେ ଜୀବନ...

କୁକୁର ଗୁଳିରେ ମାଲିକାଣୀ ଆହତ

ଆମେରିକାର ଓକ୍ଲାହୋମାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ କୁକୁର ନିଜ ମାଲିକାଣୀଙ୍କ ଉପରକୁ ଗୁଳି ଚଳାଇବାରୁ ସେ ଗୁରୁତର ଆହତ ହୋଇଛନ୍ତି।...

ମାସ୍କ ନ ପିନ୍ଧିଲେ ଭୋଗିବାକୁ ପଡିବ ୩ ବର୍ଷ ଜେଲଦଣ୍ଡ

ଦୋହା,୧୮।୫: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱର ମେରୁଦଣ୍ଡକୁ ଏକ ପ୍ରକାର ଦୋହଲାଇ ଦେଇଛି କହିଲେ ଚଳେ। ଏହି ସଂକ୍ରମଣକୁ ରୋକିବାକୁ ସମସ୍ତେ ଚେଷ୍ଟା...

ପ୍ରଥମ ଥର ପାଇଁ ଭାରତରୁ ଚାଉଳ କିଣିଲା ଭିଏତନାମ

ମୁମ୍ବାଇ/ହାନୋଇ,୫ା୧- ବିଶ୍ୱରେ ତୃତୀୟ ସର୍ବାଧିକ ଚାଉଳ ରପ୍ତାନୀକାରୀ ଭିଏତନାମ ଚଳିତ ଦଶନ୍ଧିରେ ପ୍ରଥମ ଥର ପାଇଁ ଭାରତଠାରୁ ଚାଉଳ କିଣିଛି। ଭିଏତନାମରେ ଚାଉଳର ଲୋକାଲ ଦାମ୍‌ରେ...

ଇଟାଲି ଚର୍ଚ୍ଚରେ କଫିନ୍‌ର ଲମ୍ବା ଲାଇନ

ରୋମ୍‌,୨୯।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଛି। ଚାଇନାରେ ମୃତ୍ୟୁର ତାଣ୍ଡବ ରଚିବା ପରେ କରୋନା ଇଟାଲିରେ ମଧ୍ୟ ଘରେ ଘରେ ଆତଙ୍କ ସୃଷ୍ଟି କରିଛି।...

ଅଧିକ ଶିଶୁ ହେଉଛନ୍ତି କରୋନାରେ ଆକ୍ରାନ୍ତ …

ଓ୍ବାଶିଂଟନ,୧୩।୫: ଆମେରିକାରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ଏବେ ଶିଶୁମାନେ ବହୁ ସଂଖ୍ୟାରେ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଏହା ଯୋଗୁ...

Advertisement
Archives

Model This Week