ଦୁଇ ପୁଅଙ୍କୁ ବିଷ ଦେଇ ମା’ଙ୍କ ଆତ୍ମହତ୍ୟା: ଜଣେ ପୁଅ ମୃତ, ଜଣେ ଗୁରୁତର

କାଲିମେଳା,୭।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ତେଳରାଇ ପଞ୍ଚାୟତ ତେଳରାଇ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମା ତାଙ୍କ ଦୁଇ ପୁଅଙ୍କୁ ବିଷ ପିଆଇବା ସହ ନିଜେ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ତେବେ ବିଷପାନ ଯୋଗୁ ଗୋଟିଏ ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ମା’ ମୁକେ ପଡ଼ିଆମୀ ଓ ପୁଅ ମୁନା ପଡ଼ିଆମୀ। ଗୁରୁତର ଅବସ୍ଥାରେ ଅନ୍ୟପୁଅଙ୍କୁ କାଲିମେଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଚାଲୁଥିବା ବେଳେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଲିତ ଗାଁ ବାହାବଲ: ସରକାରୀ ଯୋଜନା ବାଟବନା

କଣ୍ଟାବାଞ୍ଜି, ୧୧ା୧୨(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଢୋଲମାନ୍ଦଲ ପଁଚେତ୍‌ ଅଧୀନ ମାଓବାଦୀ ପରଭାବିତ ଗଁା ବାହାବଲ। ଇ ଗଁାରେ ବାସ କରୁଛନ୍‌ ୨୮୫ ଆଦିବାସୀ ଆର...

କନ୍ଧମାଳ ମହୋତ୍ସବକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ଫୁଲବାଣୀ, ୧୩ା୮(ରାକେଶ କୁମାର ରାଉତ)କନ୍ଧମାଳ ମହୋତ୍ସବ ନାଁକୁ ନେଇ ଏବେ ଜିଲାରେ ଜୋରଦାର ଚର୍ଚ୍ଚା ା ଜିଲା ଉତ୍ସବ ଭାବେ ପରିଚିତ କନ୍ଧମାଳ ମହୋତ୍ସବ ନାଁରେ...

କବିସୂର୍ଯ୍ୟନଗର ସହରରେ ଭାଲୁ : ଭିଡିଓ ଭାଇରଲ

କବିସୂର୍ଯ୍ୟନଗର,୮ା୯(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ପୁରୁଣା ଥାନା ନିକଟରେ ବୁଧବାର ରାତିରେ ଏକ ଭାଲୁ ବୁଲୁଥିବା ଦେଖିବାକୁ ମିଳିଛି। ଏ ନେଇ ଏକ ଭିଡିଓ ସୋସିଆଲ...

୫୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରୁ ସୋମବାର ୪୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୫୧୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଅପରାହ୍ନ ୧ରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ଖୋଲିବ ମାର୍କେଟ, ମଲ: ୫ ଜଣଙ୍କୁ ପ୍ରବେଶ ଅନୁମତି

ବ୍ରହ୍ମପୁର ଅଫିସ,୧୩ା୫-ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ବ୍ରହ୍ମପୁରରେ ମାର୍କେଟ ତଥା ଦୋକାନ ଖୋଲିବା ନେଇ ରହିଥିବା...

ଭୋଗରାଇରେ ଡେଙ୍ଗୁ ଭୟ, ୫ ଆକ୍ରାନ୍ତ

ଭୋଗରାଇ,୨୩।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁସୁଡ଼ା ଗ୍ରାମରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏହି ଗ୍ରାମର ୫ଜଣ ଆକ୍ରାନ୍ତ ହୋଇ...

ଆସନ୍ତା ୨୩ରୁ ମାଟ୍ରିକ୍‌ ସମ୍ମେଟିଭ୍‌ ପରୀକ୍ଷା: ଆଜିଠୁ ମିଳିବ ଆଡମିଟ୍‌ କାର୍ଡ

କଟକ ଅଫିସ,୪।୧୧: ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍‌ ସମ୍ମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା। ନଭେମ୍ବର ୨୩ରୁ ଆରମ୍ଭ ହୋଇ ୩୦ ତାରିଖ ଯାଏ ପରୀକ୍ଷା...

ସୂର୍ଯ୍ୟମନ୍ଦିର ପରିସରରେ ବର୍ଷା ଜଳ : ପର୍ଯ୍ୟଟକ ହଇରାଣ

କୋଣାର୍କ,୨୬।୬(ଜ୍ୟୋତିରାଜ ମହାନ୍ତି): ଅଳ୍ପ ବର୍ଷା ହେଲେ ସୂର୍ଯ୍ୟମନ୍ଦିର କୋଣାର୍କ ପାର୍ଶ୍ୱରେ ପାଣି ଜମି ରହୁଛି। ଏଥିସହ ପ୍ରଚଣ୍ଡ ଖରାରେ ସେଠାରେ ପାନୀୟ ଜଳ ଅଭାବ ଦେଖିବାକୁ...

Advertisement
Archives

Model This Week