ଦୁଇ ପୁଅଙ୍କୁ ହତ୍ୟାକରି ମା’ଙ୍କ ଆତ୍ମହତ୍ୟା

ଭବାନୀପାଟଣା,୯।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ସିଂଝରଣ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ସ୍ବାମୀଙ୍କ ଅନୁପସ୍ଥିତରେ ନିଜର ୨ ପୁଅଙ୍କୁ ଗଳାକାଟି ହତ୍ୟା କରି ନିଜେ ମା’ ରେଳଧାରଣାରେ ଆତ୍ମହତ୍ୟା କରିଥିବା ଜଣାପଡିଛି । ମୃତ ଦୁଇ ପୁଅ ରବୀନ୍ଦ୍ର ମାଝି(୪), ଦୁଷ୍ମନ୍ତ ମାଝି(୬) ଓ ମୃତ ମା’ ହେଲେ ବିମଳା ମାଝି ।
ମୃତ ବିମଳାଙ୍କ ସ୍ବାମୀ ଲିଙ୍ଗା ମାଝି କିଛିଦିନ ତଳେ ଦ୍ୱିତୀୟ ବିବାହ କରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ତିକ୍ତତା ଲାଗିରହିଥିଲା। ମାନସିକ ଭାରସାମ୍ୟ ହରାଇ ବିମଳା ଆତ୍ମହତ୍ୟା କରିଥିବା ପରିବାର ଲୋକେ କହିଛନ୍ତି। ଖବର ପାଇ ଭବାନୀପାଟଣା ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରିରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରୁ ସୁରଟ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ୭ ଜଣଙ୍କ ଜୀବନ ଗଲା

ଗଞ୍ଜାମ,୫ା୯(ଡି.ଏନ୍‌.ଏ): ଗଞ୍ଜାମରୁ ସୁରଟ ଯାଉଥିବା ଏକ ବସ୍‌ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି। ଏଥିରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।...

ଭାଜପା ସଫଳତାରେ ବ୍ରେକ୍‌ ଲାଗିପାରେ

ଯାଜପୁର ଅଫିସ,୮ା୧: ଯାଜପୁର ଜିଲାରେ ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଏବଂ ୨୦୧୯ ସାଧାରଣ ନିର୍ବାଚନକୁ ଦେଖିଲେ ଭାଜପା ଯେଭଳି ସଫଳତା ପାଇଥିଲା ତାହା ଆଗାମୀ...

ଆଜି ମହାପ୍ରଭୁଙ୍କ ବନକଲାଗି: ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୯।୨: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ...

ନମୁନା ସଂଗ୍ରହ କଲା ବନବିଭାଗ

ମୋରଡା,୧୯।୪(ଡି.ଏନ.ଏ)ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ବେତନଟୀ ରେଞ୍ଜ ଜୁଆଳିଭଙ୍ଗା ପଞ୍ଚାୟତର ଭଦ୍ରାଶୋଳର ଅସନବଣି ଜଙ୍ଗଲରୁ ହାତୀଛୁଆର ଗଳିତ ମୃତଦେହ ଜବତ ପରେ ବନ ବିଭାଗ...

ଦୁର୍ନୀତି ରୋକିବାରେ ଜିରୋ ଟଲରେନ୍ସକୁ ଗୁରୁତ୍ୱ

କଟକ ଅଫିସ, ୬।୮: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ୨୦୧୮ ବ୍ୟାଚ୍‌ର ଗ୍ରେଡ୍‌-ଏ ଅଫିସରଙ୍କ ନିମନ୍ତେ ୨ଦିନିଆ ତାଲିମ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ରାଜ୍ୟ ଭିଜିଲାନ୍ସ ଏକାଡେମୀରେ...

ଭକ୍ତ-ଭଗବାନ ଦର୍ଶନ ପ୍ରତିବନ୍ଧକ ହଟୁ

ପୁରୀ ଅଫିସ,୫।୮: ଦେଶର ପ୍ରମୁଖ ମନ୍ଦିର ମଧ୍ୟରୁ ଶ୍ରୀମନ୍ଦିର ଅନ୍ୟତମ। ଏଠାକୁ ପ୍ରତ୍ୟହ ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ଆସିଥାନ୍ତି। ସାଧାରଣ ଦିନଗୁଡ଼ିକରେ...

ବିଜେଡି ବିଧାୟକ, ଭାଜପା ନେତାଙ୍କ ନାଁରେ ମାମଲା

ଝାରବନ୍ଧ,୩୦।୧୧(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନରେ ସବୁ ଦଳ ପ୍ରଚାରରେ ମାତିଛନ୍ତି। ସୋମବାର ସନ୍ଧ୍ୟାରେ ଉକ୍ତ ନିର୍ବାଚନ ମଣ୍ଡଳୀ ଅଧୀନ ଝାରବନ୍ଧ ବ୍ଲକ ଗୋଠୁଗୁଡ଼ା ପଞ୍ଚାୟତର...

କରୋନା ଭୟ: ହଳଦୀ ଚନ୍ଦନରେ ହୋଲି

ଢେଙ୍କାନାଳ ଅଫିସ୍, ୧୦ା୩- ଦ୍ରୁତ ଗତିରେ ବ୍ୟାପୁଥିବା କୋଭିଡ-୧୯ ବା କରୋନା ଭୂତାଣୁ ସଂକ୍ରମଣ ଭୟରେ ଢେଙ୍କାନାଳରେ ହୋଲି ପାଳନ ଫିକା ପଡିଥିବା ଦେଖିବାକୁ ମିଳିଛି।...

Advertisement
Archives

Model This Week