Posted inଜାତୀୟ

ଦୁଇ ବର୍ଷ ଧରି ଯୁବତୀଙ୍କ ଦେହରେ ଥିବା ଗୁଳିକୁ ବାହାର କଲେ ଡାକ୍ତର

ହାଇଦ୍ରାବାଦ,୨୩।୧୨: ତେଲେଙ୍ଗାନା ଜାହାନୁମା ଫାଲକନୁମା ଅଞ୍ଚଳର ଆସମା ବେଗମ(୧୯)ଙ୍କ ଶରୀରରେ ଥିବା ଗୁଳିକୁ ପ୍ରାୟ ୨ ବର୍ଷ ପରେ ବାହାର କରାଯାଇଥିବା ଜଣାପଡିଛି। ନିଜାମ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ନିମ୍ସ)ର ଡାକ୍ତର ଏହି ଗୁଳି ବାହାର କରିଥିବା ଜଣାପଡିଛି। ଦୀର୍ଘ ପ୍ରାୟ ୨ ବର୍ଷ ହେବ ଯୁବତୀ ଜଣଙ୍କ ବ୍ୟାକ ପେନ୍‌ ଭୋଗୁଥିବା ଅଭିଯୋଗ କରିଥିଲେ। ଏକ୍ସରେ ପରେ ଜଣାପଡିଥିଲା କି ମହିଳାଙ୍କ ସ୍ପାଇନାଲ କର୍ଡରେ ଏକ ୧ଏମ୍‌ଏମ୍‌ର ଦେଶୀ ଗୁଳି ରହିଛି। ଶନିବାର ଡାକ୍ତର ଉକ୍ତ ଗୁଳିକୁ ଅପରେଶନ କରି ବାହାର କରିବା ପରେ ପଞ୍ଜାଗୁଟା ପୋଲିସ ଷ୍ଟେଶନକୁ ଏନେଇ ଖବର ଦେଇଥିଲେ। ପୋଲିସ ଏଥିରେ ହତ୍ୟା ଉଦ୍ୟମ ବା ଆଟେମ୍ଟ ଟୁ ମର୍ଡର ଅଭିଯୋଗ ଆଧାରରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ଅଘଟଣ, ଖେଳୁଥବା ବେଳେ ଗାଡିଆରେ ବୁଡ଼ି ୩ବର୍ଷ ଶିଶୁର ମୃତ୍ୟୁ

ବୈଶିଙ୍ଗା,୧୬।୭(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଉପକଣ୍ଠ ମହୁରୀ ଗ୍ରାମରେ ଗୁରୁବାର ପବିତ୍ର ରଥଯାତ୍ରା ଉପଲକ୍ଷେ ସମଗ୍ର ଅଞ୍ଚଳରେ ଆଧ୍ୟାତ୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଲାଗି ରହିଥିବା…

ଛେରାପହଁରା କରିବାକୁ ଆସିଥିଲେ ଉପଜିଲାପାଳ, ରଥ ଆଗରେ ଶୋଇ ପ୍ରତିବାଦ କଲେ ଭକ୍ତ

ନୟାଗଡ଼,୧୬ା୭(ଲୋକନାଥ ମିଶ୍ର): ରଥଯାତ୍ରାରେ ଛେରାପହଁରା ପରି ସେବାକୁ ଉପଜିଲାପାଳ କର୍ଣଦେବ ସମାଦାର କରିବା ପାଇଁ ଯିବାବେଳେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ପ୍ରତିବାଦରେ ରଥ ସମ୍ମୁଖରେ ଭକ୍ତ ଶାନ୍ତିପୂର୍ଣ୍ଣ…

ଇସ୍ରୋରେ ଚହଳ! ୧୦୦ ବୈଜ୍ଞାନିକଙ୍କ ଇସ୍ତଫା, ଚାକିରି ଛାଡ଼ିବା ନିୟମ ବଦଳାଇଲେ ସରକାର

ନୂଆଦିଲ୍ଲୀ,୧୬।୭: ଇସ୍ରୋର ୧୦୦ ବୈଜ୍ଞାନିକ ଇସ୍ତଫା ଦେବା ପରେ ଆକ୍ସନ ମୋଡକୁ ଆସିଛନ୍ତି ଭାରତ ସରକାର । ଇସ୍ତଫା ଏବଂ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି।…

ନବନିର୍ମିତ ବିଦ୍ୟାଳୟ ଗୃହ ଶୁଭ ଉଦଘାଟନ: ଗୁଣାତ୍ମକ ଶିକ୍ଷାକୁ ଗୁରୁତ୍ୱ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପୋଷ୍ଟ ଅଫିସ ପାଶ୍ୱର୍ର୍ରେ ନୂତନ ଭାବେ ନିର୍ମାଣ କରାଯାଇଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ଗୃହରେ ମୁଖ୍ୟ ଅତିଥି ଭାବେ…

ସତରେ କ’ଣ ସାପ ଶତ୍ରୁଙ୍କଠାରୁ ପ୍ରତିଶୋଧ ନେଇଥାଏ? ସତକଥା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସାପ ବିଶ୍ୱର ସବୁଠାରୁ ବିଷାକ୍ତ ପ୍ରାଣୀମାନଙ୍କ ମଧ୍ୟରୁ ଅନ୍ୟତମ। ସାପକୁ ଦେଖିବା ମାତ୍ରେ ଯେ କେହି ଭୟରେ ଥରି ଉଠେ। ସାରା ବିଶ୍ୱରେ ତିନି ହଜାରରୁ ଅଧିକ…

ମମତାଙ୍କୁ ଶକ୍ତ ଝଟ୍‌କା: ଆଉ ଜଣେ ଟିଏମସି ରାଜ୍ୟ ସଭା ଏମପି ଦେଲେ ଇସ୍ତଫା, କାରଣ….

କୋଲକାତା,୧୬ା୭: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସକୁ ଆଉ ଏକ ଝଟକା ଲାଗିଛି । ଅଭିନେତ୍ରୀରୁ ରାଜନେତ୍ରୀ ହୋଇଥିବା ଏବଂ ପଶ୍ଚିମବଙ୍ଗର ଟିଏମସି ରାଜ୍ୟ ସଭା ଏମପି କୋଏଲ…

ଜନଜାତିଙ୍କ ନିଆରା ପରମ୍ପରା: ରଥାରୂଢ଼ ହେଲେ ତିନି ଠାକୁର, ଏମ୍‌ପିଙ୍କ ଛେରାପହଁରା ପରେ ଗଡ଼ିଲା ରଥ

ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗବାଟବାଡ଼ି ଗ୍ରାମରେ ଗୁରୁବାର ରଥଯାତ୍ରା ବହୁ ଆଡ଼ମ୍ବର ତଥା ଜନଜାତିଙ୍କ ସଂସ୍କୃତି ପରମ୍ପରାରେ ପାଳିତ…

ହିନ୍ଦୁ ଛାତ୍ରଙ୍କୁ କଲମା ପଢ଼ାଇଲେ ଶିକ୍ଷକ, ଅଭିଭାବକ ସ୍କୁଲରେ ପଶି କଲେ….

ହାଇଦ୍ରାବାଦ,୧୬ା୭: ହାଇଦ୍ରାବାଦର ସଇଦାବାଦ ଅଞ୍ଚଳର ଏକ ଘରୋଇ ସ୍କୁଲରେ ବିବାଦ ଦେଖାଦେଇଛି । ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଜଣେ ହିନ୍ଦୁ ଛାତ୍ରଙ୍କ ଅଭିଭାବକ ଅଭିଯୋଗ କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri