ଦୁଇ ବାଇକ୍‌ ମୁହାଁମୁହିଁ: ଜଣେ ଆରୋହୀଙ୍କ ମୃତ୍ୟୁ

ପଦ୍ମପୁର,୧୩।୩(ଡି.ଏନ୍‌.ଏ.): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କେଦାରପୁର ଗ୍ରାମରେ ଶୁକ୍ରବାର ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍ତାରେ ଜଣେ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉତ୍ତମ କୁମାର ପାଳ (୨୮)। ଉତ୍ତମ ଗ୍ରାମ ରାସ୍ତାରେ ଏକ ବାଇକ୍‌ ନେଇ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ସରେଙ୍ଗ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ବାଇକ୍‌ ଦ୍ୱୟକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳ: ୨ଓ୍ବାର୍ଡ କଣ୍ଟେନ୍‌ମେଣ୍ଟ

ଫୁଲବାଣୀ ଅଫିସ, ୩ା୪: ଦୀର୍ଘ ଦିନର ବ୍ୟବଧାନ ପରେ କନ୍ଧମାଳ ଜିଲାକୁ ପୁଣି ଫେରିିଛି କଣ୍ଟେନ୍‌ମେଣ୍ଟ। ସହରର ୨ ନଂ. ୱାର୍ଡ ୮ ଏବଂ ୫...

କ୍ଷେତରୁ ମିଳିଲା ନବଜାତ ଶିଶୁର ମୃତଦେହ

ଟିକିରି,୯।୧୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ସଦରସ୍ଥିତ ନୂଆସାହି ନିକଟ ଜମିରୁ ଏକ ନବଜାତ ଶିଶୁର ମୃତଦେହ ଜବତ କରାଯାଇଛି। ଏ ନେଇ କାଶୀପୁର ଥାନାରେ...

ଶେଷ ହେଲା ମା’ବିରଜାଙ୍କ ରଥଯାତ୍ରା

ଯାଜପୁର ଟାଉନ,୪ା୧୦(ଡି.ଏନ.ଏ.): ପ୍ରତିପଦାଠାରୁ ଆରମ୍ଭ ହୋଇଥିବା ନବ ଦିନ ବ୍ୟାପୀ ମା’ବିରଜାଙ୍କ ସିଂହଧ୍ୱଜ ରଥଯାତ୍ରା ସୋମବାର ଶେଷ ହୋଇଛି। ସେହିପରି ଅଷ୍ଟମୀଗତେ ମହାନବମୀ ସୋମବାର ମା’ବିରଜାଙ୍କ...

କପିଳାସ ନାଟ୍ୟ ମହୋତ୍ସବ ଉଦ୍‌ଯାପିତ: ଅଭିଜ୍ଞତାର ବନ୍ଧନ କଥା ‘ଚରନ୍‌ ଏ ସୋମୋୟେ’

ଢେଙ୍କାନାଳ ଅଫିସ,୩୦ା୧୨ – ଢେଙ୍କାନାଳ କଳାପରିଷଦ ଅନୁଷ୍ଠାନ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମସ୍ଥିତ ଗଜଲକ୍ଷ୍ମୀ କଳାମଣ୍ଡପଠାରେ ୫ଦିନ ବ୍ୟାପୀ ଅନୁଷ୍ଠିତ ହେଉଥିବା ଜାତୀୟ ବହୁଭାଷୀ କପିଳାସ...

ମାଓବାଦୀ ତାଣ୍ଡବ: ଘରୁ ଡାକି ନେଇ ହତ୍ୟା

ବାଲିଗୁଡା,୨୪।୧୦(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଟିକରବାଜୁ ଗ୍ରାମର ନୀଳକଣ୍ଠ ମଲିକକୁ ପୋଲିସ ଇନଫର୍ମର ଅଭିଯୋଗରେ ଘରୁ ଡାକି ନେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି।...

ଅପହୃତା ନାବାଳିକା ଉଦ୍ଧାର

ବଡ଼ସାହି,୯ା୧୨(ସ୍ବ.ପ୍ର)-ବଡ଼ସାହି ଥାନା ଅଞ୍ଚଳରୁ ନଭେମ୍ବର ୨୪ତାରିଖରେ ଅପହୃତା ଜଣେ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିବା ସହ ଅପହରଣକାରୀ ଯୁବକଙ୍କୁ କାବୁ କରିଛି। ଅଷ୍ଟମ ଶ୍ରେଣୀରେ ପଢୁଥିବା...

ଦଶାଶ୍ୱମେଧ ଘାଟ ନିକଟରୁ ପ୍ରାଚୀନ ମୂର୍ତ୍ତି ଉଦ୍ଧାର

ଯାଜପୁର ଟାଉନ,୪ା୪(ଡି.ଏନ୍‌.ଏ.): ଯାଜପୁର ସହରସ୍ଥିତ ଦଶାଶ୍ୱମେଧ ଘାଟ ନିକଟ ବୈତରଣୀ ନଦୀରୁ ରବିବାର ସ୍ଥାନୀୟ ଲୋକଙ୍କ ଦ୍ୱାରା ବହୁ ପ୍ରାଚୀନ ମୂର୍ତ୍ତି ଉଦ୍ଧାର କରାଯାଇଛି। ଯାଜପୁର...

ସାର୍ଥକ ହୋଇଛି ଶ୍ରମ

କାମାକ୍ଷାନଗର, ୧।୧୧: ଧଳା ଘୁଷୁରି ଚାଷରେ ଲାଭ ଅଧିକ। ହେଲେ ଏଭଳି ଚାଷ ଏବଂ ମାଂସ ବ୍ୟବସାୟକୁ ନେଇ ଲୋକଙ୍କ ମନରେ ଏବେ ବି ରହିଛି...

Advertisement
Archives

Model This Week