Posted inଜାତୀୟ

ଦୁଇ ମାଲ୍‌ବାହୀ ଟ୍ରେନ୍‌ ଧକ୍କାରେ ୩ ମୃତ

ସିଙ୍ଗ୍ରାଉଲି,୨ା୩(ପି.ଟି.): ମଧ୍ୟପ୍ରଦେଶର ସିଙ୍ଗ୍ରାଉଲି ଜିଲାରେ ରବିବାର ଭୋର ସମୟରେ ଦୁଇଟି ମାଲ୍‌ବାହୀ ଟ୍ରେନ୍‌ ମଧ୍ୟରେ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଆମ୍‌ଲୋରି ଖଣିରୁ କୋଇଲା ନେଇ ଉତ୍ତରପ୍ରଦେଶ ଯାଉଥିବା ଟ୍ରେନ୍‌ଟି ଘନହରି ଗ୍ରାମ ନିକଟରେ ଏକ ଖାଲି ଟ୍ରେନ୍‌କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଗୋଟିଏ ଟ୍ରେନ୍‌ର ୧୩ଟି ଓ୍ବାଗନ ଓ ଗୋଟିଏ ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ମୃତ ୩ ଜଣଙ୍କୁ ଚିହ୍ନଟ କରାଯାଇପାରିନାହିଁ। ସେମାନେ ଟ୍ରେନ୍‌ର ଦୁଇ ଡ୍ରାଇଭର ଓ ଜଣେ ପଏଣ୍ଟସ୍‌ ମ୍ୟାନ ହୋଇଥିବା ପ୍ରାଥମିକ ସୂଚନାରୁ ଜଣାପଡିଛି। ଯେଉଁ ରେଳଲାଇନରେ ଦୁର୍ଘଟଣା ଘଟିଛି, ତାହାର ରକ୍ଷଣାବେକ୍ଷଣ ଦାୟିତ୍ୱ ଏନ୍‌ଟିପିସି ନେଇଥିଲା। ଡ୍ରାଇଭରଙ୍କ ତ୍ରୁଟି କିମ୍ବା ସିଗ୍‌ନାଲରେ ଭୁଲ୍‌ ଯୋଗୁ ଦୁର୍ଘଟଣା ହୋଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?