ଦୁଇ ସପ୍ତାହ ହେବ ଉଦିତ ନାରାୟଣଙ୍କୁ ମିଳୁଛି ପୋଲିସ ସୁରକ୍ଷା

ମୁମ୍ବାଇ: ବଲିଉଡ୍‌ ପ୍ଲେବ୍ୟାକ୍‌ ସିଙ୍ଗରଙ୍କୁ ପ୍ରାୟ ଏକ ମାସ ହେବ ହତ୍ୟା ଧମକ ମିଳୁଛି। ଏହାକୁ ନେଇ ସେ ଗତ ୨ ସପ୍ତାହ ତଳେ ପୋଲିସରେ ଅଭିଯୋଗ କରିବା ପରେ ସେବେଠାରୁ ତାଙ୍କୁ ପୋଲିସ ସୁରକ୍ଷା ଦିଆଯାଉଛି। ଉଦିତଙ୍କ ଅଭିଯୋଗ ହେଲା ତାଙ୍କର ହଜିଯାଇଥିବା ଫୋନରୁ କେହି କଲ୍‌ କରି ତାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦେଉଛନ୍ତି। ଅମ୍ବୋଲି ପୋଲିସ ଷ୍ଟେଶନରେ ଏନେଇ ଉଦିତ ଅଭିଯୋଗ କରିଛନ୍ତି। ତେବେ ପୋଲିସ ଫୋନ୍‌ ଟ୍ରାକ୍‌ କରିବା ପରେ ଏହା ବିହାରରେ ଥିବା ଜଣାପଡିଛି। ଏମିତିକି ଏକ ପୋଲିସ୍‌ ଟିମ୍‌ ଏହାର ସନ୍ଧାନରେ ବିହାର ଗସ୍ତ କରିଥିବା ଖବର ଆସିଛି। କିନ୍ତୁ କିଏ ଓ କାହିଁକି ତାଙ୍କୁ ହତ୍ୟା ଧମକ ଦେଉଛନ୍ତି ତାକୁ ନେଇ କିଛିସ୍ପଷ୍ଟ ଚିତ୍ର ଜଣାପଡିନାହିଁ। ହେଲେ ଏପର୍ଯ୍ୟନ୍ତ ତାଙ୍କୁ କେହି ଟଙ୍କା ମାଗି ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପେଶାଲ ଲିଭ୍‌ ପିଟିଶନ ଦାଖଲ କଲେ ପଓ୍ବନ

ନୂଆଦିଲ୍ଲୀ,୧୭।୧: ନିର୍ଭୟା ଗଣବଳାତ୍କାର ଦୋଷୀ ପଓ୍ବନ ଗୁପ୍ତା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଶୁକ୍ରବାର ସେ ସୁପ୍ରିମକୋର୍ଟରେ ଏକ ସ୍ପେଶାଲ ଲିଭ୍‌ ପିଟିଶନ(ଏସ୍‌ଏଲ୍‌ପି) ଦାଖଲ କରିଛନ୍ତି। ସେଥିରେ...

୨୪ ଘଣ୍ଟାରେ ୪୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୮।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ ବଢୁଛି ପୁଣି ଦିନେ...

ଭିଜା ବାତିଲ ଯୋଗୁ କ୍ଷତି ହେବ ୮୫୦୦ କୋଟି

ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ମହାମାରୀ ଭାରତୀୟ ପର୍ଯ୍ୟଟନ, ବିମାନ ଚଳାଚଳ ସେକ୍ଟରକୁ ବଡ଼ ଧରଣର କ୍ଷତି ପହଞ୍ଚାଇବାକୁ ଯାଉଛି। ସଂକ୍ରମଣ ଭୟରେ ସରକାର ମାସେ ପାଇଁ ଭିଜା ସ୍ଥଗିତ...

ଗର୍ଭବତୀ ପ୍ରସବ ଯନ୍ତ୍ରଣାରେ ହେଲେ ଛଟପଟ, ସ୍ବାମୀ କଲେ ଏପରି…

ରାଞ୍ଚି, ୧୯।୭: ଛତିଶଗଡ଼ରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହାର ସଦ୍ୟତମ ଉଦାହରଣ ରାଞ୍ଚି ସଦର ହସ୍ପିଟାଲରେ ଶନିବାର ଦେଖିବାକୁ ମିଳିଛି। ଏଠାରେ ଜଣେ ଗର୍ଭବତୀଙ୍କୁ...

କଂଗ୍ରେସକୁ ପ୍ରଥମ ସଫଳତା

ନୂଆଦିଲ୍ଲୀ,୨ ।୧୧: ଦେଶରେ ୩ ଲୋକ ସଭା ଓ ୨୯ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନର ଫଳାଫଳ ଧୀରେ ଧୀରେ ଆସିବାରେ ଲାଗିଛି । ମିଳିଥିବା...

ଏହି ସହରରେ ଅମାନିଆଙ୍କୁ ୨ ଘଣ୍ଟା ଜେଲଦଣ୍ଡ: ଜିଲାପାଳଙ୍କ ନିର୍ଦ୍ଦେଶ ଜାରି…

ଇନ୍ଦୋର,୧୩।୪: କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଥିବାରୁ ମଧ୍ୟପ୍ରଦେଶର କେତେକ ସହରରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ କେତେକ ଅମାନିଆ ଆଇନର ଉଲ୍ଲଂଘନ କରୁଛନ୍ତି।...

ଦ୍ୱିତୀୟ ଥର ବିବାହ କରିବେ ନେହା କକ୍କର, ଜାଣନ୍ତୁ କାହାକୁ

ବଲିଉଡ୍‌ର ଲୋକପ୍ରିୟ ଗାୟିକା ନେହା କକ୍କର ଦ୍ୱିତୀୟ ଥର ପାଇଁ ବିବାହ କରିବାକୁ ଯାଉଛନ୍ତି। ମନରେ ନିଶ୍ଚିତ ପ୍ରଶ୍ନ ଆସୁଥିବ କାହାକୁ ବିବାହ କରିବେ ନେହା?...

ସୁପ୍ରିମକୋର୍ଟରେ ଟିକ୍‌ଟକ୍‌ କମ୍ପାନୀ ପକ୍ଷରୁ ଓକିଲାତି କରିବାକୁ ମନାକଲେ ପୂର୍ବତନ ଆଟର୍ନି ଜେନେରାଲ

ନୂଆଦିଲ୍ଲୀ,୧।୭: ଲଦାଖ ଏଲଏସିରେ ଭାରତ ଓ ଚାଇନା ମଧ୍ୟରେ ଲାଗିରହିଥିବା ସୀମା ବିବାଦକୁ ନେଇ ଦେଶର ଜନତାଙ୍କ ଭିତରେ ଆକ୍ରୋଶ ଦେଖିବାକୁ ମିଳିଛି। ଚାଇନାକୁ କଡ଼ା...

Advertisement


Archives

Model This Week