ଦୁଇ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା, ୧୪୪ ଧାରା ଜାରି

ଭଦ୍ରକ ଅଫିସ.୧୫।୬: ଭଦ୍ରକ ସହରାଞ୍ଚଳ ଥାନା ଅଧୀନସ୍ଥ ୱାର୍ଡ ନମ୍ବର ୧୩ ମୀର ସାହି ଓ ଏଲେଖା ସାହିର ଦୁଇ ସମ୍ପ୍ରଦାୟ ମଧ୍ୟରେ ରବିବାର ରାତିରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏକ ସମ୍ପ୍ରଦାୟର କିଛି ଖଳ ପ୍ରକୃତି ଲୋକ ହନୁମାନ ମୂର୍ତ୍ତିର ହାତ ଭାଙ୍ଗିଦେଇଥିଲେ। ଏହାକୁ କେନ୍ଦ୍ରକରି ଦୁଇ ସାହି ମଧ୍ୟରେ ତିକ୍ତତା ଲାଗିରହିଛି। ଏ ନେଇ ଏକ ସମ୍ପ୍ରଦାୟର ସାମୁହିକ ଆକ୍ରମଣରେ ଅନ୍ୟ ସମ୍ପ୍ରଦାୟର କେତେଜଣ ଯୁବକ ଆହତ ହୋଇଛନ୍ତି। ଏହି କାରଣରୁ ଉପଜିଲାପାଳ ପିତାମ୍ବର ସାମଲ ରବିବାର ସନ୍ଧ୍ୟାଠାରୁ ମଙ୍ଗଳବାର ସା ୭ ଟା ପର୍ଯ୍ୟନ୍ତ ଉକ୍ତ ଦୁଇ ସାହିରେ ୧୪୪ ଧାରା ଜାରି କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପଇଁତରା ମାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ +୩ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର,୨୭ା୭(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ମହାବିଦ୍ୟାଳୟରେ ସୋମବାରଠାରୁ +୩ ପ୍ରଥମ ବର୍ଷର ନିୟମିତ ପାଠପଢ଼ା ଆରମ୍ଭ ହେବ। ନାମଲେଖା ପ୍ରକ୍ରିୟା…

CJP ପ୍ରଦର୍ଶନ ଶେଷ ହେବା ପରେ ଆଉ ଜଣେ ନିଟ୍‌ ଛାତ୍ରୀଙ୍କ ଆତ୍ମହତ୍ୟା, କାରଣ ଜାଣିଲେ…

ନୂଆଦିଲ୍ଲୀ, ୨୭॥୭: ମହରାଷ୍ଟ୍ରର ଅହିଲ୍ୟାନଗର ଜିଲାର କର୍ଜତ ତାଲୁକା ଅନ୍ତର୍ଗତ ଜଲାଲପୁର ଗ୍ରାମରୁ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସେଠାରେ ରହୁଥିବା ଛାତ୍ରୀ ଅଙ୍କିତା…

ଶୋଇଥିବାବେଳେ ଘରେ ପଶିଲା ବନ୍ୟାଜଳ, ଗାଁରେ ଉତ୍ତେଜନା

ବଲାଙ୍ଗୀର, ୨୭ା୭(ବୀରେନ୍ଦ୍ର କୁମାର ଝାଙ୍କର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁରେ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି।…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ୩ ରାଜ୍ୟରେ ବଢିଲା ରାଜନୈତିକ ଆଲୋଚନା; ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୭।୭: NEET ପେପର ଲିକ ନେଇ ବିରୋଧୀଙ୍କ ବିରୋଧ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା…

ସୁଶାନ୍ତଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ…

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ଅଙ୍କିତ ଘୋଷ ଗୁରୁତର

ବ୍ରଜରାଜନଗର, ୨୭।୭ (ବିଜୟ କୁମାର ବରାଡ): ବ୍ରଜରାଜ ନଗର ଥାନା ଅନ୍ତର୍ଗତ ଇବ ଶ୍ମଶାନ ଘାଟ ନିକଟରେ ଥିବା ମଡପଣ୍ଡ ପାଖରେ ରବିବାର ବିଳମ୍ବିତ ରାତ୍ରୀରେ ପୋଲିସ…

ସୁଶାନ୍ତଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର/ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ…

ଆଜି ଦାରୁବିଗ୍ରହଙ୍କ ନୀଳାଦ୍ରିବିଜେ: ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଦେବେ ମହାପ୍ରଭୁ

ପୁରୀ,୨୭ା୭ (ଅଜିତ୍‌ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri