Posted inଫୁରସତ

ଦୁନିଆର ସବୁଠାରୁ ଏକୁଟିଆ ମଣିଷ

ବ୍ରାଜିଲର ରୋଣ୍ଡୋନିଆ ରାଜ୍ୟରେ ଥିବା ଆମାଜୋନ ଅବବାହିକାର ଗହୀର ଜଙ୍ଗଲ ମଧ୍ୟରେ ଏକ ବ୍ୟକ୍ତିଙ୍କୁ ଠାବ କରାଯାଇଛି। କୁହାଯାଏ ବ୍ୟକ୍ତି ଜଣକ ଶହଶହ କିଲୋମିଟର ପରିବ୍ୟାପ୍ତ ସେହି ଜଙ୍ଗଲରେ ଏକା ବସବାସ କରନ୍ତି। ଯେହେତୁ ସେ ନିଜ ଜନଜାତିର ଅନ୍ତିମ ସଦସ୍ୟ ତେଣୁ ତାଙ୍କୁ ଏଭଳି ଭାବେ ବସବାସ କରିବାକୁ ପଡୁଛି। ‘ଦ ଲାଷ୍ଟ ଅଫ୍‌ ଦ ଟ୍ରାଇବ୍‌’ ନାମରେ ପରିଚିତ ଏହି ବ୍ୟକ୍ତି ଜଣକ ଆଜକୁ ପ୍ରାୟ ୨୨ ବର୍ଷ ହେବ ଏଭଳି ଏକା ରହୁଥିବାର ଦେଖାଯାଇଛି। ସରକାରୀ ଏଜେନ୍ସି ‘ଫୁନାଇ’ ଏହି ବ୍ୟକ୍ତିଙ୍କ ଉପରେ ୧୯୯୬ ମସିହାରୁ ନଜର ରଖି ଆସିଛନ୍ତି। ଉକ୍ତ ଏଜେନ୍ସି ଅନୁଯାୟୀ କୌଣସି ପାରିପାର୍ଶ୍ୱିକ ଅବସ୍ଥା ହେତୁ ବ୍ୟକ୍ତି ଜଣକ ନିଜ ଜନଜାତିର ସମସ୍ତ ସଦସ୍ୟଙ୍କୁ ହରାଇଥିଲେ। ସେବେଠାରୁ ବାହାର ଦୁନିଆକୁ ନିଜର ଶତ୍ରୁ ମଣି ସେ ଏକା ରହିବାକୁ ନିଷ୍ପତ୍ତି ନେଇଥାଇପାରନ୍ତି। ତେବେ ଏଜେନ୍ସି ଦ୍ୱାରା ଜାରି କରାଯାଇଥିବା ଏକ ଭିଡିଓ ଅନୁଯାୟୀ ବ୍ୟକ୍ତି ଜଣକ ସେଠାରେ ନିଜର ଏକ କୁଡିଆ ପ୍ରସ୍ତୁତ କରି ରହୁଥିବା ବେଳେ କୁଡିଆ ପାଖରେ କଦଳୀ, ଅମୃତଭଣ୍ଡା ଆଦି ଗଛ ଲଗାଯାଇଥିବାର ମଧ୍ୟ ନଜର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri