ଦୁବଇରେ ଏବେ ମଦ୍ୟପାନ କଲେ ମିଳିବନି ଦଣ୍ଡ

ଦୁବଇ,୧୩।୭: ଏବେ ଦୁବଇରେ ପର୍ଯ୍ୟଟକଙ୍କୁ ୩୦ ଦିନ ଲାଗି ମାଗଣା ଆଲକୋହଲ ଲାଇସେନ୍ସ ପ୍ରଦାନ କରାଯିବାକୁ ବ୍ୟବସ୍ଥା କରାଯାଇଛି। ତେବେ ମଦ୍ୟପାନ କରି ନିୟମ ଉଲ୍ଲଂଘନ କଲେ ସୁଦ୍ଧା ସେମାନଙ୍କୁ ଦଣ୍ଡିତ କରାଯିବ ନାହିଁ। ଖଲିଜ ଟାଇମ୍ସର ରିପୋର୍ଟ ଅନୁଯାୟୀ, ମୁକ୍ତ ଆଲକୋହଲ ପର୍ଯ୍ୟଟକ ଲାଇସେନ୍ସ ମୁସଲମାନଙ୍କ ବ୍ୟତିତ ସମସ୍ତଙ୍କୁ ମିଳିପାରିବ। ଏଥିପାଇଁ ପର୍ଯ୍ୟଟକଙ୍କ ବୟସ ୨୧ ବର୍ଷରୁ ଊର୍ଦ୍ଧ୍ୱ ହୋଇଥିବ। ଏହି ଲାଇସେନ୍ସ ପାଇଁ ଅନ୍‌ଲାଇନରେ ଆବେଦନ କରିବାକୁ ପଡିବ। ତେବେ ଦୁବଇ ଯାଇଥିବା ପର୍ଯ୍ୟଟକମାନେ ସେମାନଙ୍କ ପାର୍ସପୋର୍ଟ ଯେ କୌଣସି ଏମ୍‌ଏମ୍‌ଆଇ ଷ୍ଟୋରରେ ଦାଖଲ କରିବା ପରେ ସେଠାରେ ଏକ ଫର୍ମ ପୂରଣ କରି ଦେବାକୁ ପଡିବ। ଏହାପରେ ପର୍ଯ୍ୟଟକଙ୍କୁ ଆଲକୋହଲ ମିଳିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କ ପୁରୁଣା ପୋଷ୍ଟ ଭାଇରାଲ, ସୋନମ ଓ୍ବାଙ୍ଗଚୁକ ଏବଂ ତାଙ୍କ ପତ୍ନୀଙ୍କୁ କରିଥିଲେ ଏଭଳି ପ୍ରଶଂସା

ନୂଆଦିଲ୍ଲୀ,୨୩।୯: ଜଳବାୟୁ କର୍ମୀ ଓ ଶିକ୍ଷା ସଂସ୍କାରକ ସୋନମ ୱାଙ୍ଗଚୁକଙ୍କ ଅନଶନ ଜାରି ଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତିନି ବର୍ଷ ପୁରୁଣା ଏକ…

NEET UG ପେପର ଲିକ: ପରୀକ୍ଷାର ୧୦ ଦିନ ପୂର୍ବରୁ ଅଭିଯୁକ୍ତଙ୍କ ମୋବାଇଲ ଫୋନକୁ ଆସିଯାଇଥିଲା ପ୍ରଶ୍ନ, କୋର୍ଟରେ CBI ଖୋଲିଲା…

ନୂଆଦିଲ୍ଲୀ,୨୩।୭: NEET-UG 2026 ପେପର୍‌ ଲିକ ମାମଲାରେ ଅଭିଯୁକ୍ତ ଡକ୍ଟର ମନୋଜ ଭଗବାନରାଓ ଶିରୁରେ ଏବଂ ଶିବରାଜ ମୋଟେଗାଓଁକରଙ୍କ ଜାମିନ ଆବେଦନ ଉପରେ କୋର୍ଟ ଜୁଲାଇ ୨୪ରେ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଉପକୋଷାଗାର ପୂର୍ବତନ କର୍ମଚାରୀଙ୍କୁ ଜେଲ୍‌ଦଣ୍ଡ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଉପକୋଷାଗାର କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ତଥା ବରିଷ୍ଠ କିରାଣି ନାରାୟଣ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି: ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି ଯୁବଛାତ୍ର

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ପାଠ୍ୟ ପୁସ୍ତକରେ ଗୁରୁତର ତ୍ରୁଟିକୁ ନେଇ ବିଜୁ ଜନତା ଦଳର ଯୁବ ଛାତ୍ର ଶାଖା ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛି।…

CJP ପ୍ରଦର୍ଶନ ପ୍ରଭାବ! NDMCର ବଡ଼ ନିଷ୍ପତ୍ତି, ଏହି ସମୟରୁ ବନ୍ଦ ହେବ ଦୋକାନ

ନୂଆଦିଲ୍ଲୀ,୨୩ା୭: ଗୁରୁବାର ସନ୍ଧ୍ୟା ୬:୩୦ ସୁଦ୍ଧା ଜାତୀୟ ରାଜଧାନୀ ଦିଲ୍ଲୀର କନଟ୍ ପ୍ଲେସ୍ ଖାଲି ହୋଇପାରେ । ନୂଆଦିଲ୍ଲୀ ମ୍ୟୁନିସିପାଲ୍ କାଉନସିଲ୍ (NDMC)ର ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri