ଦୁବାଇରେ ୨ ଭାରତୀୟ ଛାତ୍ର ମୃତ

ଦୁବାଇ,୨୬।୧୨: ଦୁବାଇରେ ଛୁଟି କାଟିବାକୁ ଯାଇଥିବା ୨ ଭାରତୀୟ ମୂଳ ବାସିନ୍ଦା ଛାତ୍ରଙ୍କର କାର୍‌ ଦୁର୍ଘଟଣାରେ ଖ୍ରୀଷ୍ଟମାସ ଅର୍ଥାତ୍‌ ବୁଧବାର ମୃତ୍ୟୁ ହୋଇଛି। କେରଳର ମୂଳ ବାସିନ୍ଦା ଶରତ କୁମାର ଓ ରୋହିତ କିଷ୍ଣାକୁମାର ଛୁଟି କାଟିବାକୁ ଦୁବାଇ ଆସିଥିଲେ। ଖ୍ରୀଷ୍ଟମାସ ଅବସରରେ ସେମାନେ ଏକ କାର୍‌ରେ କୌଣସି କାମରେ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଉଭୟ ଡିପିଏସ୍‌ ଦୁବାଇର ପୁରାତନ ଛାତ୍ର ହୋଇଥିବା ବେଳେ ଶରତ ଆମେରିକାରେ ଉଚ୍ଚ ଶିକ୍ଷା ନେଉଥିଲେ ଓ କ୍ରିଷ୍ଣକୁମାର ବ୍ରିଟେନରେ ଅଧ୍ୟୟନ କରୁଥିଲେ। ଉଭୟ ଛୁଟି କାଟିବାକୁ ଦୁବାଇ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାର୍କ ଆଟ୍‌ ହୋମ୍‌ରେ ବଢୁଛି କାମ: ଅଧିକ ସମୟ ଦେଉଛନ୍ତି କର୍ମଚାରୀ

ମେଲବୋର୍ନ,୨୯।୧୧: କରୋନା ମହାମାରୀ ସଙ୍କଟ ଯୋଗୁ ବହୁ ଦେଶରେ କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ(ଓ୍ବାର୍କ ଆଟ୍‌ ହୋମ୍‌) ପରାମର୍ଶ ଦିଆଯାଇଛି। ତେବେ ଘରେ ରହି...

ରୁଷିଆ ଆକ୍ରମଣ ବନ୍ଦ କରୁ: ଆଇସିଜେ

ହେଗ୍‌, ୧୭ା୩: ରୁଷିଆ ତୁରନ୍ତ ୟୁକ୍ରେନ୍‌ ଉପରେ ଆକ୍ରମଣ ବନ୍ଦ କରୁ ବୋଲି ନେଦରଲାଣ୍ଡସ୍‌ର ହେଗ୍‌ସ୍ଥିତ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ (ଆଇସିଜେ) ବୁଧବାର ନିର୍ଦ୍ଦେଶ...

ପ୍ରତି ୧୧ ମିନିଟରେ ଜଣେ ମହିଳାଙ୍କୁ କରାଯାଉଛି ହତ୍ୟା: ଜାତିସଂଘ ମହାସଚିବ…

ଜେନେଭା,୨୨।୧୧ : ଦିଲ୍ଲୀର ଶ୍ରଦ୍ଧା ଏବଂ ମଥୁରାର ଆୟୁଷୀ ଯାଦବ ହତ୍ୟା ମାମଲା ମଧ୍ୟରେ ଜାତିସଂଘର ମୁଖ୍ୟ ଆଣ୍ଟୋନିଓ ଗୁଟେରସ ଉଦ୍‌ବେଗ ପ୍ରକାଶ କରିଛନ୍ତି। ତାଙ୍କ...

ମହିଳାମାନେ ବି କରିପାରିବେ ଅନେକ ବିବାହ

ଜୋହାନ୍ସବର୍ଗ,୨୯।୬: ଦକ୍ଷିଣ ଆଫ୍ରିକା ସରକାର ନିଜର ଏକ ବିବାଦୀୟ ପ୍ରସ୍ତାବକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଅନେକ ଦେଶରେ ପୁରୁଷଙ୍କର ଏକରୁ ଅଧିକ ପତ୍ନୀଙ୍କୁ ବିବାହ କରିବାର...

ତୁର୍କୀ, ସିରିଆ ଭୂକମ୍ପ ମୃତ୍ୟୁସଂଖ୍ୟା ୫୦,୦୦୦ ଟପିବା ଆଶଙ୍କା : ଜାତିସଂଘ

ନ୍ୟୁୟର୍କ,୧୨।୨: ତୁର୍କୀ ଓ ସିରିଆ ହୋଇଥିବା ଭୂକମ୍ପରେ ମୃତ୍ୟୁସଂଖ୍ୟା ଥମିବାର ନାଁ ନେଉନାହିଁ। ରବିବାର ମୃତ୍ୟୁ ସଂଖ୍ୟା ୩୩,୦୦୦ ଛୁଇଁଛି। ମୃତ୍ୟୁସଂଖ୍ୟା ୫୦ ହଜାର ଟପିବା...

ନାଟୋକୁ ସାମରିକ ସହାୟତା ମାଗିଲେ ଜେଲେନ୍‌ସ୍କି

ବ୍ରୁସେଲ୍ସ, ୨୪ା୩: ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଗୁରୁବାର ନାଟୋ ସମ୍ମିଳନୀକୁ ସମ୍ବୋଧନ କରି ଅସୀମିତ ସାମରିକ ସହାୟତା ପାଇଁ ନିବେଦନ କରିଛନ୍ତି। ଜେଲେନ୍‌ସ୍କି କହିଛନ୍ତି,...

ଖବରଦାତାଙ୍କ ପଇଁ ପାକିସ୍ତାନ ଏବେବି ବିପଦପୂର୍ଣ୍ଣ ଦେଶ, ୨୦୦୩ରୁ ଏବେ ପର୍ଯ୍ୟନ୍ତ ୯୩ ହତ୍ୟା

ଇସଲାମାବାଦ,୬ ।୧: ଖବରଦାତାଙ୍କ ପାଇଁ ପାକିସ୍ତାନ ଏବେବି ବିପଦପୂର୍ଣ୍ଣ ଦେଶ ମଧ୍ୟରୁ ଗୋଟିଏ ଭାବେ ଗଣା ଯାଉଛି । ରିପୋଟର୍ସ ୱିଦାଉଟ ବର୍ଡର୍ସର ରିପୋର୍ଟ ଅନୁଯାୟୀ,...

ଶ୍ରୀଲଙ୍କାରେ ମଧ୍ୟବର୍ତ୍ତିକାଳୀନ ବଜେଟ ଉପସ୍ଥାପନ, ଭାରତ-ଚାଇନା ହସ୍ତକ୍ଷେପରୁ ଦୂରେଇ ରହିବାକୁ ରାଷ୍ଟ୍ରପତିଙ୍କ ପରାମର୍ଶ…

କଲମ୍ବୋ, ୩୦।୮ : ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ଓ୍ବିକ୍ରମସିଂଘେ ମଙ୍ଗଳବାର କହିଛନ୍ତି ଯେ ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ସହିତ ଏକ ବେଲଆଉଟ୍‌ ପ୍ୟାକେଜ ଉପରେ...

Advertisement
Archives

Model This Week