ଦୁବାଇରୁ ଭାୟା କୋଲକାତା ଦେଇ ଭଦ୍ରକ ଆସିଥିଲେ ୪ର୍ଥ କରୋନା ଆକ୍ରାନ୍ତ: ବାଗ୍‌ଚୀ

ଭୁବନେଶ୍ୱର,୧।୪(ବ୍ୟୁରୋ): ଓଡ଼ିଶାରେ ଚିହ୍ନଟ ହୋଇଥିବା ୪ର୍ଥ କରୋନା ସଂକ୍ରମିତଙ୍କ ବିଷୟରେ ସବିଶେଷ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି, ଚତୁର୍ଥ ପଜିଟିଭ୍‌ ବ୍ୟକ୍ତି ଜଣଙ୍କ ବିଦେଶ ଫେରନ୍ତା ୨୯ବର୍ଷୀୟ ଯୁବକ। ସେ ଦୁବାଇରେ ରହି କାମ କରୁଥିଲେ।

ଗତ ୧୮ମାର୍ଚ୍ଚରେ ଫ୍ଲାଇଟ୍‌ ନଂ-ଇକେ୫୭୦ ଦ୍ୱାରା ଦୁବାଇରୁ କୋଲକାତା ଆସିଥିଲେ। କୋଲକାତା ବିମାନବନ୍ଦରରୁ ଏକୁଟିଆ ଟ୍ୟାକ୍ସିରେ ହାଓ୍ବଡା ଷ୍ଟେଶନକୁ ଯାତ୍ରା କରିଥିଲେ। ସେହିଭଳି ୧୮ ମାର୍ଚ୍ଚ ଦିନ ହାଓ୍ବଡାରୁ ଇଷ୍ଟକୋଷ୍ଟ ରେଳ(କୋଚ୍‌ ନଂ-ଏସ୍‌୧୧) ଯୋଗେ ଭଦ୍ରକ ଷ୍ଟେଶନ ଆସିଥିଲେ। ସେଠାରୁ ଅଟୋ ରିକ୍ସାରେ ଘରକୁ ଆସିଛନ୍ତି। ବିଦେଶରୁ ଆସିଥିବା ହେତୁ ସେ ନିଜ ଘରେ ସଂଗରୋଧ ହୋଇ ରହିଥିଲେ। ମାର୍ଚ୍ଚ ୩୦ରେ ପରୀକ୍ଷା ପାଇଁ ତାଙ୍କ ନମୂନା ସଂଗ୍ରହ କରାଯାଇଥିଲା। ମାର୍ଚ୍ଚ ୩୧ରେ ସେ ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା ବୋଲି ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?