ଦୁବାଇ ଏୟାରପୋର୍ଟରେ ଭାରତୀୟ ମହିଳାଙ୍କ ସନ୍ତାନ ଜନ୍ମ

ଦୁବାଇ,୨୧ା୪(ପି.ଟି): ଦୁବାଇ ଏୟାରପୋର୍ଟରେ ଜଣେ ଭାରତୀୟ ମହିଳା ଏକ ଶିଶୁ ଜନ୍ମ କରିଛନ୍ତି । ଏଥିରେ ଜଣେ ମହିଳା ଇନ୍ସପେକ୍ଟର ସହାୟତା କରିଥିଲେ। ଆସନ୍ନ ପ୍ରସବା ମହିଳାଙ୍କୁୁ ତୁରନ୍ତ ଏୟାରପୋର୍ଟର ଇନ୍ସପେକ୍ସନ୍‌ ରୁମ୍‌କୁ ନେଇଯାଇଥିଲେ ମହିଳା ଇନ୍ସପେକ୍ଟର କର୍ପୋରାଲ ହନାନ୍‌ ହୁସେନ ମହମ୍ମଦ। ନବଜାତ ଶିଶୁଟି ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ହନାନ ଆମ୍ବୁଲାନ୍ସ ଡାକି ମା’ ଓ ଶିଶୁକୁ ହସ୍ପିଟାଲ୍‌କୁ ନେଇଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ…

‘ଅପରେଶନ ସିନ୍ଦୂର’ ଡକ୍ୟୁମେଣ୍ଟାରୀ: ହଜିଲା ପାକିସ୍ତାନର ନିଦ, ରାତି ୨ଟାରେ ଜାରି କଲା ବିବୃତ୍ତି

ଇସଲାମାବାଦ,୧୯।୮: ’ଅପରେଶନ ସିନ୍ଦୂର’ ଉପରେ ଆଧାରିତ ଡକ୍ୟୁମେଣ୍ଟାରୀକୁ ନେଇ ପାକିସ୍ତାନ ଉତ୍ତେଜିତ ହୋଇ ଉଠିଛି। ପାକିସ୍ତାନ ସେନାର ମିଡିଆ ୱିଙ୍ଗର ମୁଖପାତ୍ର ଲେଫ୍ଟନାଣ୍ଟ ଜେନେରାଲ ଅହମ୍ମଦ ସରିଫ…

ଇମ୍ରାନ ଖାନ ନଅ ମାସ ପରେ ପ୍ରଥମ ଥର ପାଇଁ ପତ୍ନୀ ବୁଶରା ବିବି- ଭଉଣୀଙ୍କୁ ଭେଟିଲେ

ଇସଲାମାବାଦ,୧୯।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପାକିସ୍ତାନ ତେହରିକ-ଏ-ଇନସାଫ (PTI)ର ପ୍ରତିଷ୍ଠାତା ଇମ୍ରାନ ଖାନ ରାୱଲପିଣ୍ଡିର ଆଡିଆଲା ଜେଲରେ ନଅ ମାସ ମଧ୍ୟରେ ପ୍ରଥମ ଥର ପାଇଁ…

ବିବାଦ ମଧ୍ୟରେ ଭାରତ ଆସିବେ ବାଂଲାଦେଶ ପ୍ରଧାନମନ୍ତ୍ରୀ, ନିଜର ମତ ସ୍ପଷ୍ଟ କଲା ଭାରତ

ନୂଆଦିଲ୍ଲୀ/ଢାକା,୧୯।୮: ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଭାରତୀୟ ହାଇକମିଶନର ଦିନେଶ ତ୍ରିବେଦୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ତାରିକ…

ଇମ୍ରାନ ଖାନଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ଜେଲରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ ପାକିସ୍ତାନ ସର୍ବୋଚ୍ଚ କୋର୍ଟ ମଙ୍ଗଳବାର ପାକ୍‌ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।…

ଭିକ୍ଷା ମାଗି ପାରିବେନି ପାକିସ୍ତାନୀ, ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ପାକିସ୍ତାନ ହଜ ଏବଂ ଉମରା ପାଇଁ ସାଉଦି ଆରବକୁ ଯାଉଥିବା ଏହାର ନାଗରିକମାନଙ୍କୁ ଏକ କଠୋର ଚେତାବନୀ ଜାରି କରିଛି। ପାକିସ୍ତାନୀ ଦୂତାବାସ ଭିକ୍ଷା ମାଗିବା,…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri