ଦୁର୍ଗମ ଅଞ୍ଚଳରେ ମୋବାଇଲ ଟାୱାର ପ୍ରତିଷ୍ଠା ପାଇଁ କମ୍ପାନୀ ଅଧିକାରୀଙ୍କୁ ଚିଠି ଲେଖିଲେ ଜିଲାପାଳ

ଭବାନୀପାଟଣା,୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳରେ ବିଏସ୍‌ଏନ୍‌ଏଲ୍‌, ଏୟାରଟେଲ ଏବଂ ଜିଓ ନେଟ୍‌ଓ୍ବର୍କ ଲାଗି ଟାୱାର ପ୍ରତିଷ୍ଠା ପାଇଁ ଜିଲାପାଳ ଡ. ଗାଭିଲ ପରାଗ ହର୍ଷଦ ସଂପୃକ୍ତ ମୋବାଇଲ କମ୍ପାନୀ ଅଧିକାରୀଙ୍କୁ ଚିଠି ଲେଖିଥିବା ଜଣାପଡ଼ିଛି। ଜିଲାପାଳ ବିଏସ୍‌ଏନ୍‌ଏଲ୍‌ ଭବାନୀପାଟଣାସ୍ଥିତ ଟିଡିଏମ୍‌, ଏୟାରଟେଲ ଭବାନୀପାଟଣାସ୍ଥିତ ଆଞ୍ଚଳିକ ଶାଖା ପରିଚାଳକ ଏବଂ ଜିଓର ଭବାନୀପାଟଣାସ୍ଥିତ ସେଣ୍ଟର ମ୍ୟାନେଜରଙ୍କୁ ସେ ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟ ଲୋକଙ୍କୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ

ବନ୍ତ,୧୫ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ପ୍ରତିହତ ଲାଗି ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଫଳରେ ଅସହାୟ ଲୋକମାନେ ଖାଇବା ପାଇଁ ବହୁତ ହଇରାଣ ହରକତ...

୩ ଜୁଆଆଡ୍ଡାରେ ଚଢାଉ, ୧୩ ଗିରଫ: ୪ ବାଇକ୍‌, ୨୪୩୨୦ ଟଙ୍କା ଜବତ

ଆସିକା,୪ା୧୦ (ଡି.ଏନ୍‌.ଏ.)- ଆସିକା ଥାନା ଇଲାକାର ବେଣିଆ, ନୂଆଗଁା ଓ ଦେବଭୂମି ଗ୍ରାମରେ ଚାଲିଥିବା ଜୁଆଆଡ୍ଡା ଉପରେ ଗୁରୁବାର ରାତିରେ ପୋଲିସ ଚଢାଉ କରିଥିଲା। ଏଠାରୁ...

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ: ଜଣେ କୋର୍ଟଚାଲାଣ

କୋରୁକୋଣ୍ଡା,୨୨।୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ଓରକେଲ ଥାନା ପୋଲିସ ୧୪୦ କେଜି ୩୫୦ ଗ୍ରାମ୍‌ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସେ ହେଲେ...

କେନ୍ଦ୍ରମନ୍ତ୍ରୀଙ୍କୁ ନିମାପଡ଼ାରେ ସ୍ବାଗତ ସମ୍ବର୍ଦ୍ଧନା

ନିମାପଡ଼ା,୩୧ା୧୨(ଡି.ଏନ୍‌.ଏ.): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସୋମବାର ନିମାପଡ଼ା ପୁରୁଣା ବସ୍‌ଷ୍ଟାଣ୍ଡ ଛକ, ଖେଲାର ଏବଂ ହରିପୁର ଛକଠାରେ ଭାଜପା ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି।...

ମା’ କନକଦୂର୍ଗାଙ୍କ ସିଂହବାହିନୀ ବେଶ ଅନୁଷ୍ଠିତ

କାକଟପୁର, ୫।୧୦(ଡି.ଏନ୍‌.ଏ.): ପୁରୀ ଜିଲା ତୁଳସୀପୁର ବ୍ରାହ୍ମଣ ଶାସନସ୍ଥିତ ମା’ କନକଦୂର୍ଗାଙ୍କର ଶାରଦୀୟ ପାର୍ବଣ ପୂଜା ପାରମ୍ପରିକ ପ୍ରଥାନୁସାରେ ଚାଲିଥିବା ବେଳେ ଶନିବାର ମହାଷ୍ଠମୀ ତିଥି...

ମୋବାଇଲରେ ଫ୍ରି ଫାୟାର ଖେଳି ୪୫ହଜାର ଟଙ୍କା ହରାଇଲେ ବାଳକ

ବଡ଼ଗାଁ,୨୧।୫(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ କିଞ୍ଜିରକେଲା ଗ୍ରାମର ଜଣେ ବାଳକ ମୋବାଇଲରେ ଫ୍ରି ଫାୟାର ଖେଳିବା ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ସୂଚନା ଅନୁଯାୟୀ...

ପଶ୍ଚିମ ଓଡ଼ିଶାରେ ଥମୁନି କରୋନା ପଜିଟିଭ୍‌ ସଂଖ୍ୟା, କଳାହାଣ୍ଡିରେ ଗୋଟିଏ ଦିନରେ ୮୦

ଭବାନୀପାଟଣା,୧୩।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଅତି ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାସହ ପଜିଟିଭ୍‌ ସଂଖ୍ୟା ଦୁଇ ହଜାର ଅତିକ୍ରମ କରିଛି। ଗତ ୧୨...

ମହିଳାଙ୍କଠାରୁ ୮୦ ହଜାର ଟଙ୍କା ସହ ସୁନାଗହଣା ଲୁଟି ୩ ଗିରଫ

କଣ୍ଟାପଡ଼ା,୨୭ା୧୧(ଡି.ଏନ୍‌.ଏ.): କଟକ ଜିଲା ଅଧିନସ୍ଥ ଅଡ଼ଶପୁର ବଜାରରେ ଶୁକ୍ରବାର ପୂର୍ବାହ୍ନରେ ଜଣେ ମହିଳାଙ୍କଠାରୁ ସୁନାଗହଣା ଓ ଟଙ୍କା ଲୁଟ୍‌ କରିଥିଲେ ଦୁର୍ବୃତ୍ତ। ଏହି ଘଟଣାରେ ଓଲଟପୁର...

Advertisement
Archives

Model This Week