ଦୁର୍ଗାପୁର ଗ୍ରାମରେ ଶିଆଳ ଆତଙ୍କ: ୨ ଗୁରୁତର

ରସୁଲପୁର, ୪।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ସୁଜନପୁର ପଞ୍ଚାୟତ ଦୁର୍ଗାପୁର ଗ୍ରାମ ବେହେରା ସାହିରେ ସୋମବାର ସକାଳେ ଶିଆଳ ଆତଙ୍କ ଦେଖାଦେଇଛି।
ଏକ ବଣୁଆ ଶିଆଳ ଗାଁ ଭିତରକୁ ପଶିଆସି ୨ ପିଲାଙ୍କୁ ଅତର୍କିତ ଆକ୍ରମଣ କରିଛି। ଉଭୟ ଶିଶୁଙ୍କୁ ଗୁରୁତର ଅବସ୍ଥାରେ ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଶିଆଳଟିକୁ ଗାଁ ଲୋକେ କାବୁ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲୁନି ମଣ୍ଡି: ଗାଁରେ ଦଲାଲଙ୍କ ରାଜ୍‌

ବିଷମକଟକ, ୩୧।୧(ଡ଼ି.ଏନ.ଏ) – ସରକାର କୃଷକମାନଙ୍କ ଆର୍ଥତ୍କ ଅଭିବୃଦ୍ଧିର ବିକାଶ ଦିଗରେ ଗୁରୁୁତ୍ୱାରୋପ କରି ବିଭିନ୍ନ କିସମର ଚାଷ କରିବା ନିମନ୍ତେ ଚାଷୀକୁ ପ୍ରୋତ୍ସାହନ ଦେଉଛନ୍ତି।...

କାମ ଚାଲିଥିବାବେଳେ ଦବିଗଲା ସୁକତେଲ ବ୍ରିଜ, ୨ ଶ୍ରମିକଙ୍କ ଜୀବନ ଗଲା

ପାଟଣାଗଡ, ୨୯।୪ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅଧୀନ ଟମିଆ ଗାଁ ନିକଟରେ ଥିବା ସୁକତେଲ ବ୍ରିଜ ବୁଧବାର ସକାଳ ୯ଟାରେ କାମ ଚାଲିଥିବାବେଳେ...

ନୂଆଖାଇ ପାଳନ ବେଳେ ବଚସା: ବନ୍ଧୁଙ୍କୁ ହତ୍ୟା କଲେ ଦୁଇ ସାଙ୍ଗ

କୋଟଗଡ଼,୧୨।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ବେନାରବାହାଲ ଗ୍ରାମରେ ବୁଧବାର ନୂଆଖାଇ ପର୍ବ ପାଳନ ବେଳେ କୌଣସି କାରଣକୁ ନେଇ ତିନି ବନ୍ଧୁଙ୍କ ମଧ୍ୟରେ ବଚସା...

ଗାଁଗଣ୍ଡାରେ କୁମାର ପୂର୍ଣ୍ଣିମା ଉତ୍ସବ: ଆଗ ଭଳି ନାହିଁ ପୁଚିଖେଳ କି ଫୁଲବଉଳବେଣୀ ଗୀତର ମଉଜ

ଭଣ୍ଡାରିପୋଖରୀ, ୧୪ା୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳ କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ଲାଗି ରବିବାର ଉତ୍ସବ ମୁଖର ହୋଇଉଠିଛି। କୁମାରୀମାନେ ଓଷା...

ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୬ ଛୁଇଁଲା

ଭଦ୍ରକ ଅଫିସ,୨୫ା୫: ଭଦ୍ରକ ଜିଲାରେ ସୋମବାର ୮ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬ ଛୁଇଁଛି। ଏହି...

ଜିଲା ଚିକିତ୍ସାଳୟରୁ ୪ ଦଲାଲ ଗିରଫ

ଭଦ୍ରକ ଅଫିସ, ୨୭।୯- ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସୁଧାର ଆଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ‘ମୋ ସରକାର’ ଯୋଜନା ମାଧ୍ୟମରେ ରୋଗୀଙ୍କୁ...

ବାଟ ହୁଡ଼ିଛି ଗାଁ ଆଲୋକୀକରଣ ବ୍ୟବସ୍ଥା ୩୦ ପ୍ରତିଶତ ପଞ୍ଚାୟତରେ ସୀମିତ

ନୟାଗଡ଼ ଅଫିସ,୧୮ା୮: ନୟାଗଡ଼ ଜିଲାର ବିଭିନ୍ନ ପଞ୍ଚାୟତରେ ଆଲୋକୀକରଣ ବ୍ୟବସ୍ଥା ଫେଲ୍‌ ମାରିଥିବା ଦେଖିବାକୁ ମିଳୁଛି। ଏ ନେଇ ପ୍ରତି ପଞ୍ଚାୟତକୁ ଅର୍ଥରାଶି ପ୍ରଦାନ କରାଯାଇଛି।...

୧୨ ସାପ୍ତାହିକ ହାଟ ବନ୍ଦ କଲା ଆର୍‌ଏମ୍‌ସି

ଅନୁଗୋଳ ଅଫିସ, ୮।୭ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଅନୁଗୋଳ ଜିଲାରେ ଥିବା ଅନୁଗୋଳ, ତାଳଚେର, ଆଠମଲ୍ଲିକ ଓ ପାଲଲହଡ଼ା ଆଞ୍ଚଳିକ ବଜାର ନିୟନ୍ତ୍ରିତ କମିଟି(ଆର୍‌ଏମ୍‌ସି)...

Coronavirus Update


Archives

Model This Week

Why Dharitri