ଦୁର୍ଗାପୁର ଗ୍ରାମରେ ଶିଆଳ ଆତଙ୍କ: ୨ ଗୁରୁତର

ରସୁଲପୁର, ୪।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ସୁଜନପୁର ପଞ୍ଚାୟତ ଦୁର୍ଗାପୁର ଗ୍ରାମ ବେହେରା ସାହିରେ ସୋମବାର ସକାଳେ ଶିଆଳ ଆତଙ୍କ ଦେଖାଦେଇଛି।
ଏକ ବଣୁଆ ଶିଆଳ ଗାଁ ଭିତରକୁ ପଶିଆସି ୨ ପିଲାଙ୍କୁ ଅତର୍କିତ ଆକ୍ରମଣ କରିଛି। ଉଭୟ ଶିଶୁଙ୍କୁ ଗୁରୁତର ଅବସ୍ଥାରେ ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଶିଆଳଟିକୁ ଗାଁ ଲୋକେ କାବୁ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କିନ୍ନର ପାଳିଲେ ସାବିତ୍ରୀ ବ୍ରତ

ଢେଙ୍କାନାଳ ଅଫିସ/ଅନୁଗୋଳ ଅଫିସ, ୩୧ା୫ ଢେଙ୍କାନାଳ ସହର ୯ନଂ. ୱାର୍ଡ କଣ୍ଟାନାଳୀ ବାଇପାସ୍‌ ନିକଟ ହିମାଳୟ ବସ୍ତିରେ ରହୁଥିବା କିନ୍ନରମାନେ ସୋମବାର ସାବିତ୍ରୀ ବ୍ରତକୁ ମହାସମାରୋହରେ...

ଖଣ୍ଡପଡ଼ା ସବ୍‌ଜେଲରୁ ଫେରାର କଏଦୀ ଗିରଫ

ଖଣ୍ଡପଡା,୧୪।୬(ସ୍ବ.ପ୍ର.): ନୟାଗଡ ଜିଲା ଖଣ୍ଡପଡା ସବ୍‌ଜେଲରୁ ପାଚେରି ଡେଇଁ ଫେରାର ଥିବା ଜଣେ କଏଦୀଙ୍କୁ ଫତେଗଡ଼ ଓ ଖଣ୍ଡପଡ଼ା ଥାନା ପୋଲିସ ଗିରଫ କରିଛି ।...

ଯୋଡ଼ା ଡାକଘରେ ଇଣ୍ଟରନେଟ୍‌ ସେବା ଠପ୍‌

ଯୋଡ଼ା, ୨।୬(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାରେ ଥିବା ମୁଖ୍ୟ ଡାକ ଘରେ ଇଣ୍ଟରନେଟ୍‌ ସେବା ବ୍ୟାହତ ହୋଇଛି। ଏଥିପାଇଁ ଗ୍ରାହକ ନାହିଁ ନ ଥିବା...

୬ ମାସ ନ ପୂରୁଣୁ ୬ ସ୍ଥାନରେ ଫାଟ

ବଇଣ୍ଡା,୧୦ା୮(ଡି.ଏନ.ଏ.) ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଶେଷ ହୋଇନି। ଏପରି କି ନିର୍ମାଣାଧୀନ ୪୦ କିଲୋମିଟର ରାସ୍ତାକୁ ୬ ମାସ ମଧ୍ୟ ପୂରିନି। ହେଲେ ୬ଟି ସ୍ଥାନରେ...

ମହୁଲଡ଼ିହା ଥାନା ଏଏସ୍‌ଆଇ ନିଲମ୍ବିତ

ଠାକୁରମୁଣ୍ଡା,୨୧ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଞ୍ଚଳରେ ଅଣ୍ଟା ବ୍ୟଥା ହେଉଥିବା ରୋଗୀଙ୍କୁ ଜଣେ କ୍ୱାକ୍‌ ପ୍ରାଣୀ ଇଞ୍ଜେକ୍ସନ ଦେବା ଘଟଣା ଭିନ୍ନମୋଡ଼ ନେଇଛି। କାର୍ଯ୍ୟରେ...

ବ୍ୟାଙ୍କରୁ ଟଙ୍କା ଉଠାଇ ଫେରୁଥିଲେ, ଅଧା ରାସ୍ତାରୁ ଝାମ୍ପି ନେଲେ

ଟିଟିଲାଗଡ଼,୩୧।୭(ଡି.ଏନ.ଏ): କିଛିଦିନର ନୀରବତା ପରେ ଶନିବାର ଲୁଟେରା ଆପାଚି ଗ୍ୟାଙ୍ଗ ଟିଟିଲାଗଡ ଅଞ୍ଚଳରେ ଲୁଟ୍‌ପାଟ୍‌ କରିଛନ୍ତି। ସହରର ଯୁବ ଠିକାଦାର ମହେଶ ଅଗ୍ରୱାଲଙ୍କ ଦୁଇଜଣ କର୍ମଚାରୀଙ୍କଠାରୁ...

ଅଧ୍ୟକ୍ଷ ପଦବୀକୁ ନେଇ ଥମୁନି ଅଶାନ୍ତି: ବ୍ଲକରେ ଜନପ୍ରତିନିଧିଙ୍କ ହୋହଲ୍ଲା

ପୁରୁଷୋତ୍ତମପୁର, ୨୦ା୧୨ (ଡି.ଏନ.ଏ.)- ପୁରୁଷୋତ୍ତମପୁର ବ୍ଲକ ଅଧ୍ୟକ୍ଷ ପଦବୀକୁ ନେଇ ଲାଗି ରହିଥିବା ଅଶାନ୍ତି ଥମିବାର ନାଁ ନେଉନାହିଁ। ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କ କାର୍ଯ୍ୟକଳାପରେ...

ସାତପଡ଼ାରେ ପ୍ରତିଷ୍ଠା ହେବ ବରଫକଳ

ପୁରୀ ଅଫିସ,୨୮ା୧୨: ପୁରୀ ଉପକୂଳ ମତ୍ସ୍ୟ ଓ ଚିଙ୍ଗୁଡ଼ି ଚାଷ ସମ୍ପର୍କିତ ନିୟମ ଏବଂ କାର୍ଯ୍ୟକାରିତା ସଂକ୍ରାନ୍ତ କର୍ମଶାଳା ରବିବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା...

Advertisement
Archives

Model This Week