ଦୁର୍ଗାପୂଜା ପାଇଁ ରାବଣ ବରଣ

ଜାମଟିକ୍ରା, ୨୮।୬ (ଡି.ଏନ.ଏ): ଅତାବିରା ଦୁର୍ଗାପୂଜା ପାଇଁ ଶୁକ୍ରବାର ସ୍ଥାନୀୟ ଦୁର୍ଗା ମନ୍ଦିର ପରିସରରେ ରାବଣ ବରଣ କରାଯାଇଛି । ସର୍ଲା ଗ୍ରାମର ଭୁବନେଶ୍ୱର ପ୍ରଧାନଙ୍କୁ ଏଥର ଅତାବିରା ରାମଲୀଳାରେ ରାବଣ ଭୂମିକାରେ ଅଭିନୟ କରିବା ପାଇଁ ପୁଷ୍ପମାଲ୍ୟ, ନଡିଆ, ସିନ୍ଦୁର ପ୍ରଦାନ କରି ବରଣ କରାଯାଇଥିଲା । ଦୁର୍ଗାପୂଜା କମିଟି ସଭାପତି ଦୈତାରୀ ପଧାନଙ୍କ ସମେତ ଜିତେନ୍ଦ୍ର ଦାସ, ମଣ୍ଟୁ ପଣ୍ଡା, ଉନ୍ନି ନାୟାର, ପପୁନ ପଧାନ, ଅଶୋକ ପଧାନ, ସୁରେନ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ । ଗୋଟିଏ ସପ୍ତାହ ପର୍ଯ୍ୟନ୍ତ ସେ ତାଙ୍କ ଅଭିନୟ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ମା’-ଝିଅଙ୍କୁ ହତ୍ୟା କରିବା ପରେ ପୋଲିସକୁ ଡାକିଲେ ଅଭିଯୁକ୍ତ: ଆଉ ତା’ପରେ ଯାହା ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ସମ୍ବଲପୁର/ପଡ଼ିଆବାହାଲ, ୯।୬ (ପ୍ରମୋଦ ବହିଦାର/ରାଧାମୋହନ ଷଡ଼ଙ୍ଗୀ):ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ଗିରିପାଲି ଅଞ୍ଚଳରେ ମା’ଝିଅଙ୍କୁ ରବିବାର ବିଳମ୍ବିତ ରାତିରେ ପଡ଼ୋଶୀ ଯୁବକ ବେଣ୍ଟଲଗା ସାଇକେଲ କ୍ରାଙ୍କରେ…

ଗିରିପାଲିରେ ଡବଲ ମର୍ଡର: ଚେନ କ୍ରାଙ୍କ ମାଡ଼ରେ ଚାଲିଗଲା ୨ ଜଣଙ୍କ ଜୀବନ

ସମ୍ବଲପୁର,୮।୬(ପ୍ରମୋଦ ବହିଦାର): ସମ୍ବଲପୁର ଶାସନଥାନା ଅନ୍ତର୍ଗତ ଗିରିପାଲିର ଖଡ଼ିଆପଡ଼ାରେ ମା’ ଓ ଝିଅଙ୍କୁ ବୀଭତ୍ସ ହତ୍ୟା ଭଳି ଏକ ଚାଞ୍ଚଲ୍ୟକର ଘଟଣାର ଖବର ମିଳିଛି। ତେବେ ପୂର୍ବ…

ପିକ୍‌ନିକ୍‌ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍‌ନିକ୍‌ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି।…

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

ଶୌଚ ହେବାକୁ ଯାଇଥିଲେ ଲବ, ମାଡ଼ିଆସିଲା ହାତୀ: ଆଉ ତା’ପରେ ଘଟିଲା…

ସମ୍ବଲପୁର,୩।୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ବ୍ଲକ ବୀରସିଂଗଡ ପଞ୍ଚାୟତ ଅନ୍ତର୍ଗତ କୁମେର ଗାଁରେ ବୁଧବାର ସକାଳୁ ଏକ ବାଣୁଆ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ଶୋଚନୀୟ…

ସ୍ବାମୀ, ଦିଅର, ଯାଆ ମିଶି ଦେଉଥିଲେ ନିର୍ଯାତନା, କୋର୍ଟ ଶୁଣାଇଲେ ଏଭଳି ଦଣ୍ଡ…

ସମ୍ବଲପୁର,୨୯।୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧମା ଥାନା ଅନ୍ତର୍ଗତ ତେନ୍ତୁଳିକୁର୍ଲା ଗ୍ରାମର ଏକ ବହୁ ଚର୍ଚ୍ଚିତ ବଧୂ ନିର୍ଯାତନା ମାମଲାରେ ସମ୍ବଲପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri