ଦୁର୍ଗାପୂଜା ପୂର୍ବରୁ ନବରାତ୍ରୀର ରହିଛି ବିଶେଷ ମହତ୍ୱ

ଦୁର୍ଗାପୂଜା ହିନ୍ଦୁମାନଙ୍କର ଏକ ବଡ ପର୍ବ ବୋଲି କୁହାଯାଏ। ଶାରଦୀୟ ନବରାତ୍ରୀ ସବୁଠାରୁ ଶୁଭ ବୋଲି ମଧ୍ୟ କୁହାଯାଏ। ବିଶେଷ କରି ଏହା ହିନ୍ଦୁମାନଙ୍କ ପାଇଁ ବିଶେଷ ମହତ୍ୱ ରଖିଥାଏ। ୯ ଦିନ ଧରି ଚାଲିଥିବା ଏହି ପର୍ବରେ ଦେବୀ ଦୁର୍ଗାଙ୍କର ୯ଟି ଭିନ୍ନଭିନ୍ନ ରୂପକୁ ପୂଜା କରାଯିବାର ବିଧି ରହିଛି। ନବରାତ୍ରୀ ପୂର୍ବଦିନ ଘଟ ସ୍ଥାପନା ବା କଳସ ସ୍ଥାପନା ଭାବେ ପୂଜା କରାଯାଇଥାଏ। ହିନ୍ଦୁ ଧର୍ମ ଅନୁଯାୟୀ ବର୍ଷକରେ ୪ଟି ନବରାତ୍ରୀ ପଡିଥାଏ। ହେଲେ ଶାରଦୀୟ ନବରାତ୍ରୀ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି ଅନେକେ ମତ ଦିଅନ୍ତି। ସେହିପରି ଚୈତ୍ର ଓ ଆଶ୍ୱିନ ମାସ ଶୁକ୍ଳପକ୍ଷ ପ୍ରତିପଦ ପରେ ପଡୁଥିବା ନବରାତ୍ରୀ ମଧ୍ୟ ବେଶ୍‌ ଲୋକପ୍ରିୟ ବୋଲି କୁହାଯାଏ। ଏହାପରେ ଆଷାଢ ଓ ମାଘ ମାସରେ ମଧ୍ୟ ଆଉ ୨ଟି ନବରାତ୍ରୀ ପଡିଥାଏ। ଯାହାକୁ ଗୁପ୍ତ ନବରାତ୍ରୀ ବୋଲି କୁହାଯାଏ। ତନ୍ତ୍ର ସାଧନା ପାଇଁ ଏହା ଉପଯୁକ୍ତ ସମୟ ବୋଲି ବର୍ଣ୍ଣନା ରହିଛି। ତେବେ ସମସ୍ତ ନବରାତ୍ରୀ ମଧ୍ୟରୁ ଶାରଦୀୟ ନବରାତ୍ରୀ ଦେଶର କୋଣ ଅନୁକୋଣରେ ପାଳନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri