ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନ ବଞ୍ଚାଇଥିବା ୧୯ ମହାନ ବ୍ୟକ୍ତି ସମ୍ବର୍ଦ୍ଧିତ

କେନ୍ଦୁଝର,୨୭ା୫(ସ୍ବ.ପ୍ର.): ଦୁର୍ଘଟଣାଗ୍ରସ୍ତ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରି ଜୀବନ ବଞ୍ଚାଇବାରେ ସହାୟକ ହୋଇଥିବା ୧୯ ଜଣ ମହାନ ବ୍ୟକ୍ତିଙ୍କୁ କେନ୍ଦୁଝର ଏସ୍‌ପି ଜୟନାରାୟଣ ପଙ୍କଜ ସୋମବାର ୨ ହଜାର ଟଙ୍କା ପୁରସ୍କାର ଦେବା ସହ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଛନ୍ତି । ଏହି ଅବସରରେ ଡିିିଏସ୍‌ପି କ୍ରାଇମ ସୁରେଶ ପାତ୍ରଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।
ସେହିପରି ଅନ୍ୟ ଜଣେ ପୋଲିସ କର୍ମଚାରୀଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri