Posted inଜାତୀୟ

ଦୁର୍ଘଟଣାଗ୍ରସ୍ତ ଏଏନ୍‌-୩୨ ବାୟୁସେନା ବିମାନର ମିଳିଲା ବ୍ଲାକ୍‌ ବକ୍ସ

ସିୟାଂଗ,୧୩।୬: ବାୟୁସେନାର ଦୁର୍ଘଟଣାଗ୍ରସ୍ତ ବିମାନ ଏଏନ୍‌-୩୨ନିକଟରେ ଏହାର ଏକ ଟିମ୍‌ ପହଞ୍ଚିଥିବା ସୂଚନା ମିଳିଛି। ଗୁରୁବାର ସକାଳେ ସର୍ଚ୍ଚ ଟିମ୍‌ ସେଠାରେ ପହଞ୍ଚିଥିବା ବେଳେ ଏଥିରେ ଥିବା ସମସ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। କାରଣ ଏଠାରେ ଜୀବିତ ବ୍ୟକ୍ତିଙ୍କର କୌଣସି ସନ୍ଧାନ ମିଳିନାହିଁ। ତେବେ ବିମାନରେ ଥିବା ବ୍ୟକ୍ତିଙ୍କ ପରିଜନଙ୍କୁ ଏସମ୍ପର୍କରେ ପୂର୍ବରୁ ସୂଚନା ଦିଆଯାଇଥିଲା। ଏବେ ବିମାନଟିର ବ୍ଲାକ୍‌ ବକ୍ସ ମିଳିଥିବା ବେଳେ ଦୁର୍ଘଟଣାର କାରଣ ସମ୍ପର୍କରେ ଅଧିକ ତଥ୍ୟ ମିଳିପାରିବ ବୋଲି ଆଶା କରାଯାଉଛି। ସୂଚନାଯୋଗ୍ୟ, ଗତ ମଙ୍ଗଳବାର ଅରୁଣାଚଳ ପ୍ରଦେଶର ପଶ୍ଚିମ ସିୟାଂଗ ଜିଲାରେ ଏହାର ଭଗ୍ନାବଶେଷ ମିଳିଥିଲା। ଜୁନ୍‌ ୩ରେ ଏହା ଜୋରହାଟ ବିମାନ ବନ୍ଦରରୁ ଉଡିବାର ମାତ୍ର ଅଳ୍ପ ସମୟ ପରେ ନିଖୋଜ ହୋଇ ଯାଇଥିଲା। ହେଲେ ପାଗ ଖରାପ ଯୋଗୁ ଉଦ୍ଧାର କାର୍ଯ୍ୟରେ ବିଳମ୍ବ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସନ ଭାଗବଣ୍ଟାକୁ ନେଇ ରାହୁଲଙ୍କ ଆଲୋଚନା

କୋଲକାତା, ୨୯ା୧୧: ୨୦୨୧ ଏପ୍ରିଲ-ମେ’ରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ଏବେଠାରୁ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଛି। ଟିଏମ୍‌ସି ଓ ଭାଜପାକୁ...

ଅର୍ଥ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ, ୨୫ା୩: ଆଦାନୀ ଗ୍ରୁପ୍‌ର ଷ୍ଟକ୍‌ ଜାଲିଆତି ଅଭିଯୋଗର ତଦନ୍ତ ଯୁଗ୍ମ ସଂସଦୀୟ କମିଟି (ଜେପିସି) ଦ୍ୱାରା କରାଯିବା ଦାବିରେ ବିରୋଧୀ ଦଳଗୁଡ଼ିକ ଲୋକ ସଭାରେ...

ପହଁରାରେ ପ୍ରବୀଣ ରାହୁଲ

ରାୟପୁର, ୧୬ା୬ : ୫ ଦିନର ଅକ୍ଲାନ୍ତ ପରିଶ୍ରମ ପରେ ମଙ୍ଗଳବାର ବୋରଓ୍ବେଲରୁ ଉଦ୍ଧାର ହୋଇଥିବା ଛତିଶଗଡ଼ର ରାହୁଲ ସାହୁ (୧୧) ବିଳାସପୁର ଆପୋଲୋ ହସ୍ପିଟାଲ...

ଓଡ଼ିଆ ପୁଅ ବିନୟ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ

ନୂଆଦିଲ୍ଲୀ,୨୦ା୭: ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ନିଯୁକ୍ତ ହୋଇଛନ୍ତି। ଏ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ...

ଜନତାଙ୍କୁ ଧନ୍ୟବାଦ ଜଣାଇଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀରେ ଆମ ଆଦମୀ ପାର୍ଟି (ଏଏପି) ଏବେ ପର୍ଯ୍ୟନ୍ତ ହୋଇଥିବା ମତଗଣନାରେ ବହୁମତରେ ଆଗରେ ରହିଛି। ଏନେଇ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ...

ଆଜି ଆରଜେଡିର ୨୭ତମ ପ୍ରତିଷ୍ଠା ଦିବସ, ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିବେ ଲାଲୁ

ପାଟନା,୫।୭: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ବୁଧବାର ଏହାର ୨୭ତମ ପ୍ରତିଷ୍ଠା ଦିବସ ପାଳନ କରିବ। ଏହି ଅବସରରେ ଅନେକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଆରଜେଡି...

ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦିଙ୍କ ସମେତ ଜି-୨୦ଦେଶର ରାଷ୍ଟ୍ର ମୁଖ୍ୟ

ନୂଆଦିଲ୍ଲୀ,୧୦।୯: ଭାରତ ଅଧ୍ୟକ୍ଷତାରେ ଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ହୋଇଯାଇଛି ଜି-୨୦ ଶିଖର ସମ୍ମିଳନୀ। ବିଭିନ୍ନ ଦେଶର ରାଷ୍ଟ୍ରନେତାମାନେ ବୈଠକରେ ଯୋଗ ଦେଇଛନ୍ତି। ଶନିବାର ଏହାର...

ବିଷାକ୍ତ ମଦ ହେଲା କାଳ: ଚାଲିଗଲା ୧୯ ଜୀବନ

ଅହମ୍ମଦାବାଦ୍‌,୨୬।୭: ଗୁଜରାଟର ବୋଟାଡ ଜିଲାର ରୋଜିଦ ଗ୍ରାମରେ ବିଷାକ୍ତ ମଦ ପିଇ ୧୯ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୧୨ରୁ ଅଧିକ ଲୋକଙ୍କୁ ଗୁରୁତର ଅବସ୍ଥାରେ...

Advertisement
Archives

Model This Week