ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ କେନ୍ଦୁଝର ଏସ୍‌ପି, ଧକ୍କା ଦେଇ ଗାଡ଼ି ଫେରାର

କେନ୍ଦୁଝର/ପାଟଣା,୧୦/୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଉଥିବା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡା ଛକ ନିକଟରେ ଗୁରୁବାର ଅପରାହ୍ନରେ କେନ୍ଦୁଝର ଆରକ୍ଷୀ ଅଧିକ୍ଷକ(ଏସ୍‌ପି) ମିତ୍ରଭାନୁ ମହାପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏସ୍‌ପିଙ୍କ ବୋଲେରୋକୁ ବାମ ପାର୍ଶ୍ୱରୁ ଏକ ଏକ ମିକ୍ସଚର ମେଶିନ ଟ୍ରକ୍‌ ଧକ୍କାଦେଇ ଚାଲିଯାଇଥିଲା। ଫଳରେ ଗାଡ଼ିଟିର ସମ୍ମୁଖ ଭାଗ ଭାଙ୍ଗି ରୁଜି ଯାଇଛି। ହେଲେ ଏଥିରୁ ଏସ୍‌ପି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏନେଇ ଏସ୍‌ପି ମହାପାତ୍ରଙ୍କୁ ପଚାରିବାରୁ ସେ ସୁରକ୍ଷିତ ଥିବା କହିଛନ୍ତିି। ଗାଡ଼ିରେ ସାଧାରଣ ସ୍କାର୍ଚ୍ଚ ହୋଇଥିବା ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ, ଏସ୍‌ପି ତୁରୁମୁଙ୍ଗା ଥାନାକୁ ଇନ୍ସପେକ୍ସନରେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣା ପଡ଼ିଛି। ଏସ୍‌ପି ଅନ୍ୟ ଏକ ଗାଡ଼ି ସାହାଯ୍ୟରେ ଚମ୍ପୁଆ ଯାଇଥିବା ଜଣା ପଡ଼ିଛି। ତୁରୁମୁଙ୍ଗା ପୋଲିସ ଦୁର୍ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ପେନ୍ଦ୍ର କଳାହାଣ୍ଡି ଜିଲା ବିଜେଡି ସଭାପତି

ଭବାନୀପାଟଣା,୨୨।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ବିଜେଡି ସଭାପତି ପଦ ପାଇଁ ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ନାମ ଘୋଷଣା ହୋଇଛି। ରାଜ୍ୟ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ...

ଜଙ୍ଗଲରୁ ଜନପଦ ସବୁଠି ସଂଘର୍ଷ

କେନ୍ଦୁଝର,୫ା୧୨:କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ଏବେ ନିତିଦିନିଆ ଘଟଣା ପାଲଟିଛି। ହାତୀପଲ ଜଙ୍ଗଲରେ ଖାଦ୍ୟ ଅଭାବ କାରଣରୁ ଗଁା ମୁହଁା ହେଉଛନ୍ତି। ଗ୍ରାମାଞ୍ଚଳରେ ଫସଲ ନଷ୍ଟ...

ଅଜଗର ଉଦ୍ଧାର

ଠାକୁରମୁଣ୍ଡା,୨୬ା୭(ଡି.ଏନ୍‌.ଏ.)- ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଭରାଣ୍ଡିହା ପଞ୍ଚାୟତର ଗମ୍ଭାରୀଆ ଗ୍ରାମରୁ ବନବିଭାଗ ଏକ ଅଜଗର ଉଦ୍ଧାର କରିଛି। ଶୁକ୍ରବାର ଭରାଣ୍ଡିହା ସମିତି ସଭ୍ୟ...

ରାସ୍ତା ଖରାପ ଯୋଗୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ପ୍ରସୂତି

ମାଲକାନଗିରି,୧୯।୭(ସ୍ବ.ପ୍ର.): ଦୁର୍ଗମ ଗ୍ରାମକୁ ନାହିଁ ରାସ୍ତା। ଫଳରେ ଖଟିଆରେ ବୁହା ହେଲେ ପ୍ରସୂତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକ...

ମା’ କୋଳ ହେଲା ଶୂନ୍ୟ: କାନ୍ଥପଡ଼ି ଚାଲିଗଲା ୨ ଝିଅଙ୍କ ଜୀବନ

ବିଶୋଇ,୨୦।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ଲୁହାକାନି ପଞ୍ଚାୟତ ଅଧୀନ ଭୋଳବେଡ଼ା ଗ୍ରାମରେ ଲଗାଣ ବର୍ଷାରେ କାନ୍ଥ ଭୁଶୁଡ଼ି ଯାଇଛି। ଏଥିରେ ୨ ନାବାଳିକାଙ୍କ...

ଅଜଣା ଜନ୍ତୁର ପାଦଚିହ୍ନକୁ ନେଇ ଆତଙ୍କ

ମହାକାଳପଡ଼ା ,୨୧ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ଅଞ୍ଚଳ କାଜୁ ଜଙ୍ଗଲ ମଧ୍ୟ ନଳଗୋଠ ଫାର୍ମ ରାସ୍ତାରେ ଏକ କିମି ପର୍ଯ୍ୟନ୍ତ ଏକ...

ଭୁଶୁଡ଼ିଲା ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ

ପରଜଙ୍ଗ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତ ଅଧୀନ କଟାବାହାଳ ଗ୍ରାମରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ମଙ୍ଗଳବାର ଭୁଶୁଡ଼ି ପଡ଼ିଛି।...

ପ୍ରଶାସନର ଦୃଷ୍ଟି ଆଢୁଆଳରେ କରକ ଜଳପ୍ରପାତ

କୋକସରା, ୧୪।୧୨ (ଡି.ଏନ.ଏ) ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର କଳାହାଣ୍ଡି ଜିଲା। ସେଥି ମଧ୍ୟରୁ କୋକସରା ବ୍ଲକ ଆମପାଣି ପଞ୍ଚାୟତ ଆମପାଣି ସାହାଜଖୋଲ ଜଙ୍ଗଲ ପାଦଦେଶରେ ଥିବା...

Advertisement
Archives

Model This Week