ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଗାୟିକା ସପ୍‌ନା

ବମ୍ବେ: କଥାରେ ଅଛି ରଖେ ହରି ତ ମାରେ କିଏ। ଏଭଳି କିଛି ଘଟଣା ଘଟିଛି ଗାୟିକା ସପନା ଚୌଧୁରୀଙ୍କ କ୍ଷେତ୍ରରେ। ଶୁକ୍ରବାର ରାତିରେ ଶପିଂ ସାରି ଫେରୁଥିବା ବେଳେ ସେ ଏକ ବଡ଼ ଧରଣର ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ହେଲେ ଏଥିରେ ତାଙ୍କ ଗାଡ଼ିଟି ଚୁରମାର ହୋଇଯାଇଛି।

ସେ ଫେରୁଥିବା ବେଳେ ପଛପଟୁ ଏକ କାର୍‌ ତାଙ୍କୁ ଧକ୍କା ଦେଇଥିଲା। ଏହା ଏତେ ଶକ୍ତ ଥିଲା ଯେ ଗାଡ଼ିର ପଛଭାଗ କ୍ଷତିଗ୍ରସ୍ତ ହୋଇଛି। ହେଲେ ସପନା ଏଥିରୁ ରକ୍ଷା ପାଇଯାଇଛନ୍ତି। ଏନେଇ ସେ କୌଣସି ଅଭିଯୋଗ କରିନାହାନ୍ତି। ଯଦି ସେ ଅଭିଯୋଗ କରନ୍ତି ତେବେ ପୋଲିସ ଅଭିଯୁକ୍ତ ଡ୍ରାଇଭରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ପରଲୋକ, ଏହି ଓଡ଼ିଆ ଫିଲ୍ମରେ କରିଛନ୍ତି କଣ୍ଠଦାନ

ମୁମ୍ବାଇ,୧ା୬: ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ରବିବାର ପରଲୋକ ଘଟିଛି। ୮୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କ ଦେହାନ୍ତର ଖବର ସଙ୍ଗୀତ ଜଗତରେ ଶୋକର…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri