ଦୁର୍ଘଟଣାରେ ଗୁରୁତର ଯୁବତୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଗେଟବଜ଼ାର ଛକରେ ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ବିଷ୍ଣୁ ପ୍ରଧାନ(୩୭)ଗୁରତର ହୋଇଥିଲେ। ତେବେ ଏମ୍‌କେସିଜି ମେଡିକଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଟ୍ରାଫିକ୍‌ ପୋଲିସ ମୃତଦେହ ଜବତ କରି ୩୪/୧୯ରେ ଏକ ମାମଲା ରୁଜୁ କରିଛି। ଅନ୍ୟପଟେ ଚିକିତ୍ସା ଅବହେଳାରୁ ବିଷ୍ଣୁଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?