ଦୁର୍ଘଟଣାରେ ନାବାଳକଙ୍କ ଜୀବନ ଗଲା

ବାସୁଦେବପୁର, ୨୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା-ବାସୁଦେବପୁର ରାସ୍ତାର କଇଥଖୋଲା ନିକଟ ସିଙ୍ଗାପୁର ଛକଠାରେ ବୁଧବାର ମଧ୍ୟାହ୍ନରେ ଏକ ବାଇକ୍‌ ଧକ୍କାରେ ଅଶୋକ କୁମାର କର ନାମକ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତ ଅଶୋକ ହେଲେ କନକପ୍ରସାଦ ଗ୍ରାମର ଝାଡ଼େଶ୍ୱର କରଙ୍କ ପୁତ୍ର। ସେ ସାଇକେଲରେ ଘରକୁ ଯାଉଥିବା ବେଳେ ବାଇକ୍‌ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ମୃତଦେହ ବ୍ୟବଚ୍ଛେଦ ପାଇଁ ବାସୁଦେବପୁର ଡାକ୍ତରଖାନାରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଳ୍ପାଞ୍ଚଳରେ ୬୪% କମ୍‌ ବର୍ଷା

ଯାଜପୁର ଅଫିସ୍‌, ୨।୭: ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳରେ ଚଳିତ ବର୍ଷ ଜୁନରେ ସ୍ବାଭାବିକ ବର୍ଷାଠାରୁ ୬୪ ପ୍ରତିଶତ କମ ବର୍ଷା ହୋଇଛି। ଏହାସହ ସାରା...

ପ୍ରଶାନ୍ତ ଭୂଷଣ ରାୟ: ସାଧାରଣରେ ନାପସନ୍ଦ

ଭୁବନେଶ୍ୱର,୧।୯(ବ୍ୟୁରୋ):  ଦୀର୍ଘଦିନ ଧରି ଜାତୀୟସ୍ତରଠାରୁ ଆରମ୍ଭକରି ଆଞ୍ଚଳିକ ଗଣମାଧ୍ୟମ ଏବଂ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଥିବା ସାମାଜିକ କର୍ମୀ ତଥା ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ଅଦାଲତ...

ଆଖି ବୁଜିଲା ନନ୍ଦନକାନନର ଧଳା ବାଘୁଣୀ ‘ବିଜୟା’

ବାରଙ୍ଗ,୨୨।୧୦(ଡି.ଏନ୍‌.ଏ.): ଆଖି ବୁଜିଲା ନନ୍ଦନକାନନର ଧଳା ବାଘୁଣୀ ‘ବିଜୟା’। ଚିକିତ୍ସାଧୀନ ଅବସ୍ଥାରେ ବାଘୁଣୀ ଆଖି ବୁଜିଛି। ଅସୁସ୍ଥ ଥିବା ଯୋଗୁ ନନ୍ଦନକାନନ ଏବଂ ଓୟୁଏଟିର ସ୍ବତନ୍ତ୍ର...

ଆଜିଠୁ ୧୮-୫୯ ବର୍ଷୀୟଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୫।୭(ବ୍ୟୁରୋ):ରାଜ୍ୟରେ ଆଜିଠୁ ମାଗଣାରେ ୧୮ ରୁ ୫୯ ବର୍ଷର ଲୋକଙ୍କୁ ବୁଷ୍ଟର ଡୋଜ୍‌ ଦିଆଯିବ। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି କ୍ରମେ ୭୫ ଦିନ ପର୍ଯ୍ୟନ୍ତ ଟିକାକରଣ...

ବଢ଼ିଲା ସଂକ୍ରମଣ: ଆଜି ରାଜ୍ୟରୁ ୬୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୬୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୧,୬୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ମୁଖ୍ୟ ସଚିବଙ୍କ ସତ୍ୟବାଦୀ ଗସ୍ତ: ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ନେଇ ସମୀକ୍ଷା

ସାକ୍ଷୀଗୋପାଳ,୨୨ା୧୦(ଡି.ଏନ୍‌.ଏ.): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ପୁରୀ ଜିଲା ସତ୍ୟବାଦୀ ବ୍ଲକ ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୫ କୋଟି ଟଙ୍କା ବ୍ୟୟରେ...

ନୂଆପଡ଼ାରେ ସର୍ବାଧିକ, ଉପକୂଳରେ ହ୍ରାସ

ଭୁବନେଶ୍ବର,୨୨।୪(ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ପାଣିପାଗରେ ପରିବର୍ତ୍ତନ ହୋଇ ଉପକୂଳରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଫଳରେ ତାତି ଓ ଗୁଳୁଗୁଳିରେ କଲବଲ ହେଉଥିବା ଲୋକଙ୍କୁ ସାମାନ୍ୟ...

ଆଳୁ ୧୦, ପିଆଜ କିଲୋ ୫୦

କଟକ ସଦର,୨୮ା୧୨(ଡି.ଏନ୍‌.ଏ.): ରାଜ୍ୟରେ ଆଳୁ ଓ ପିଆଜ ଦର ଆକାଶଛୁଅଁ। ଥିବା ବେଳେ ଶୁକ୍ରବାର କଟକ ସଦର ବ୍ଲକ ଅନ୍ତର୍ଗତ କିଶୋରନଗର ହାଟରେ ଜଣେ ବେପାରୀ...

Advertisement
Archives

Model This Week