ଦୁର୍ଘଟଣାରେ ନାଲ୍‌କୋ କର୍ମଚାରୀ ଗୁରୁତର

ବଅଁରପାଳ,୧୩।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ସେଲ୍‌ଟର ପ୍ଲାଣ୍ଟ ପରିସର ପଟଲାଇନ କ୍ୟାଣ୍ଟିନ୍‌ ସମ୍ମୁଖରେ ଶନିବାର ମଧ୍ୟାହ୍ନରେ ଏକ ମେଟାଲ୍‌ ବୋଝେଇ ଟ୍ରେଲର (ଏମ୍‌ଟିଟି) ଧକ୍କାରେ ଜଣେ ନାଲ୍‌କୋ କର୍ମଚାରୀ ଗୁରୁତର ହୋଇଛନ୍ତି। ସେ ହେଲେ ବୁଧୁରାମ ମାଝୀ(୫୭)। ବାଇକ ଯୋଗେ ସେ ପଟଲାଇନ୍‌ରୁ ଖାଇବା ନିମନ୍ତେ ଘରକୁ ଫେରୁଥିବା ସମୟରେ ଉକ୍ତ ଟ୍ରେଲର ତାଙ୍କୁ ଧକ୍କା ଦେଇଥିଲା। ଫଳରେ ତାଙ୍କ ବାଇକ୍‌ ଭାଙ୍ଗିଯିବା ସହ ବୁଧୁରାମ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ନାଲ୍‌କୋ ଡାକ୍ତରଖାନାକୁ ଅଣାଯାଇଥିଲା। ମାତ୍ର ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍‌ପିଟାଲକୁ ସ୍ଥାନାନ୍ତର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ମାଗଣା ଔଷଧ, ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ବଇଣ୍ଡା,୨୫ା୧ (ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରୋଗୀମାନଙ୍କୁ ମାଗଣା ଔଷଧ ସହ ଠିକ୍‌ ଭାବେ ସେବା ମିଳୁ...

ବାଜପୁର ଗାଁରେ ୧୮ ଝାଡ଼ାବାନ୍ତିରେ ଆକ୍ରାନ୍ତ

ମାଧପୁର,୧।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଧୀନ ଟୁସର ପଞ୍ଚାୟତର ବାଜପୁର ଗ୍ରାମରେ ୧୮ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତ ୨୮ରେ...

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ : ବାଇକଚାଳକ ମୃତ

ଅନୁଗୋଳ ଅଫିସ,୮।୮: ଅନୁଗୋଳ ସହର ଉପକଣ୍ଠ ହୁଲୁରିସିଂହା ପୋଲ ନିକଟରେ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଅନୁଗୋଳରୁ ବେପାର ସାରି ରନ୍ତଲେଇ...

୧୨ ଫୁଟର ଅଜଗର ଉଦ୍ଧାର

ଅନୁଗୋଳ ଅଫିସ, ୧୭।୯: ଅନୁଗୋଳ ଜିଲା ବେନ୍ତପୁର ଗ୍ରାମରୁ ବୁଧବାର ଏକ ୧୨ ଫୁଟର ଅଜଗର ଉଦ୍ଧାର କରାଯାଇଛି। ମହେନ୍ଦ୍ର ଭୋଇଙ୍କ ଘର ପାଖ ଧାନ ବିଲରେ...

କାଷ୍ଟ ହାଉସ-ବି ବିଶ୍ୱକର୍ମା ପୂଜା ପ୍ରସ୍ତୁତି: ୭ ଦିନ ଚାଲିବ ଅନ୍ନପ୍ରସାଦ ବଣ୍ଟନ

ବଅଁରପାଳ, ୧୨।୯ (ଡି.ଏନ୍‌.ଏ) – ନାଲକୋର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ଆସନ୍ତା ୧୭ ତାରିଖଠାରୁ ଅନୁଷ୍ଠିତ ହେବ। ଏହି ପୂଜା ପାଇଁ ସମସ୍ତ ପୂଜା କମିଟି...

ସାପ କାମୁଡ଼ାରେ ନାବାଳକ ମୃତ

ଅନୁଗୋଳ ଅଫିସ,୧୪।୯: ଅନୂୁଗୋଳ ଜିଲା ଛେଣ୍ଡିପଦା ଅଞ୍ଚଳରେ ସାପ କାମୁଡ଼ାରେ ଜଣେ ନାବାଳକଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ପୋଡ଼ାପଡ଼ା ଅଞ୍ଚଳର ଶକ୍ତି ପ୍ରସାଦ ନାଏକ(୧୬)।...

ବାପାଙ୍କ ପାଇଁ ବିଲକୁ ଖାଇବାକୁ ନେଇ ଆଉ ଫେରିଲେନି ପୁଅ

ଛେଣ୍ଡିପଦା,୩୧।୮(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ମାଛକୁଟା ଗାଁରେ ମଙ୍ଗଳବାର ବଜ୍ରପାତରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବିଜୟ ସାହୁଙ୍କ ପୁଅ...

ବଜାର କରିଦେଲେ ଜାମ

ଅନୁଗୋଳ ଅଫିସ, ୪ା୫ ନିୟନ୍ତ୍ରଣ ବାହାରକୁ ଚାଲିଯାଉଥିବା କୋଭିଡ୍‌ ସଂକ୍ରମଣର ଚେନ୍‌ ଭାଙ୍ଗିବାକୁ ରାଜ୍ୟ ସରକାର ଆସନ୍ତା ୫ରୁ ୧୯ ତାରିଖ ଯାଏ ଲକ୍‌ଡାଉନ୍‌ ଘୋଷଣା...

Advertisement
Archives

Model This Week