ମ.ରାମପୁର,୨୨।୪(ଡଢି.ଏନ.ଏ.)
କଳାହାଣ୍ଡି ଜିଲା ମ:ରାମପୁରଠାରୁ ୨କି.ମି. ଦୂର ତୁଜୁଙ୍ଗ ନିକଟରେ ରାସ୍ତା ପାଶର୍ବ ଏକ ଗଛରେ ଗୋଟିଏ ବାଇକ୍ (ଓଡି ୦୮ କେ ୮୩୬୬)ର ଧକ୍କା ଘଟିଛି। ଏଥିରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ମ:ରାମପୁର ମାଛିବନ୍ଧ ପଡାର ଶଶିନ କାଲସାଏ। ତେବେ ସାଙ୍ଗରେ ଥିବା ତାଙ୍କ ୪ ବର୍ଷର ଶିଶୁପୁତ୍ର ବର୍ତ୍ତି ଯାଇଛନ୍ତି। ତାଙ୍କୁ ଜିଲା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସହାୟତାରେ ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାବା ସହ ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରିଛି।
Posted inHome, ଆମ ଜିଲା ଖବର, କଳାହାଣ୍ଡି View All
ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…
ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…
ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି
ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…
ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା
ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍ ଗ୍ରାଉଣ୍ଡରେ ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍ ଗ୍ରୁପ…
ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ
ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…
‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’
ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…
ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…
ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…
ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…
କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…
ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ
ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…
Archives

