ଦୁର୍ଘଟଣାରେ ଯୁବକ ମୃତ

ବାରିପଦା ଅଫିସ,୧୫ା୧୧- ବାରିପଦା ସହରର ମୁର୍ଗବାଡି ଗୋଲଇ ନିକଟରେ ଗୁରୁବାର ସାରେ ଏକ ଦୁର୍ଘଟଣାରେ ଜଣେ ମୋଟର ସାଇକେଲ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଦେବାନନ୍ଦ ମହାକୁଡ଼। ତାଙ୍କ ଘର ବେତନଟୀ ଥାନା ଅଧୀନ ଧାନଶୋଳ ଗ୍ରାମରେ। ଏକ ଟ୍ରକ ତାଙ୍କୁ ଚାପି ଦେଇ ଘଟଣାସ୍ଥଳରୁ ପଳାଇ ଯାଇଛି। ଦୁର୍ଘଟଣା ପ୍ରତିବାଦରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିଲେ। ଟାଉନ ଥାନା ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକମାନଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri