ଦୁର୍ଘଟଣାରେ ୨ ଛାତ୍ରଙ୍କ ଜୀବନଗଲା

ଠାକୁରମୁଣ୍ଡା,୧୧ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ଟାଙ୍ଗୁରସାହି ନିକଟରେ ଗୁରୁବାର ଏକ ବାଇକ୍‌ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଠାକୁରମୁଣ୍ଡା ଥାନା ଅଧୀନ ଗୁହାଳଡିହି ଗ୍ରାମର ବାସୁଦେବ ପାଲଟାଙ୍କ ପୁଅ ସୁନୀଲ ଏବଂ ରାମ ଦାସଙ୍କ ପୁଅ ନିର୍ମଳ। ସୁନୀଲ ଯୁକ୍ତ ୩ ଓ ନିର୍ମଳ ଯୁକ୍ତ ୨ରେ ପଢ଼ୁଥିଲେ। କରଞ୍ଜିଆ ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ସୂଚନା ଅନୁଯାୟୀ, ସୁନୀଲ ଓ ନିର୍ମଳ ନିଜ ଗ୍ରାମରୁ ବାଇକ୍‌ ଯୋଗେ କୌଣସି କାମରେ କରଞ୍ଜିଆ ଯାଇ ଅପରାହ୍ନ ୩ଟା୩୦ ସମୟରେ ଫେରୁଥିଲେ। ଟାଙ୍ଗୁର ସାହି ନିକଟରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ପିଲରରେ ପିଟି ହୋଇ ଯାଇଥିଲେ। ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଗତସିଂହପୁରରେ ଭାରତ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ

ଜଗତସିଂହପୁର ଅଫିସ୍‌, ୮।୧: ଜଗତସିଂହପୁରରେ ଭାରତ ବନ୍ଦ ଡାକରା ସଫଳ ହୋଇଛି। ବୁଧବାର ସକାଳୁ ଜିଲାର ଦୋକାନ ବଜାର ବନ୍ଦ ରହିଛି। କଂଗ୍ରେସ ଏବଂ ମିଳିତ...

‘ଅଭିଯୋଗକାରୀଙ୍କୁ ସୁରକ୍ଷା ଦିଆଯିବ’

ବାରିପଦା ଅଫିସ,୨୧।୭- ରାଜ୍ୟରେ ଦୁର୍ନୀତିକୁ ମୂଳୋପତ୍ାଟନ କରିବା ପାଇଁ ଲୋକାୟୁକ୍ତ ଗଠିତ ହୋଇଛି। ଏଥିରେ ରାଜ୍ୟର ସମସ୍ତ ଜନସାଧାରଣ ଦୁର୍ନୀତି ବିରୋଧରେ ଅଭିଯୋଗ କରିପାରିବେ। ଲୋକେ...

୩ ପୋଲିସ କର୍ମଚାରୀଙ୍କ ସମେତ ଭ୍ୟାନକୁ ଅଟକ ରଖିଲେ ଗ୍ରାମବାସୀ

ପାଟଣା, ୧୬।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନାର ଭ୍ୟାନ ସମେତ ୩ ଜଣ ପୋଲିସ କର୍ମଚାରୀଙ୍କୁ ଟଭାସରୁଆ ଗ୍ରାମବାସୀ ଗୁରୁବାର ରାତିରେ ଅଟକ ରଖି ପୋଲିସ ବ୍ୟବସ୍ଥା...

ଘର ଘର ବୁଲି ସ୍ବାସ୍ଥ୍ୟବସ୍ଥା ଯାଞ୍ଚ ଆରମ୍ଭ: ୪୦ ଲକ୍ଷ ଲୋକଙ୍କ କରାଯିବ ସ୍କ୍ରିନିଂ

ଛତ୍ରପୁର,୯ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ସମସ୍ତ ଘରକୁ ଯାଇ ଗଠିତ ଟିମ୍‌ ଲୋକଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ତଥ୍ୟ ସଂଗ୍ରହ ଆରମ୍ଭ କରିଛନ୍ତି। ୩ ଦିନ ମଧ୍ୟରେ ଏହି...

ସ୍ନାନବେଦିରେ ଶ୍ରୀବିଗ୍ରହଙ୍କୁ ଛୁଇଁପାରିବେନି ଶ୍ରଦ୍ଧାଳୁ

ପୁରୀ ଅଫିସ,୩୦।୫: ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ରଥଯାତ୍ରା ପୂର୍ବରୁ ନୀଳାଦ୍ରି ଭକ୍ତନିବାସରେ ପରିଚାଳନା...

ପୁରୁଷୋତ୍ତମପୁର ଏନ୍‌ଏସିର ଏହି ୭ ୱାର୍ଡରେ ୧୪୪ ଧାରା ଜାରି

ପୁରୁଷୋତ୍ତମପୁର,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଏଥିରେ ପୁରୁଷୋତ୍ତମପୁର ଏନଏସି୍‌ର ୱାର୍ଡ ନଂ.୧ କନକାସାହ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଟି....

ଦିନକରେ ୬,୪୯,୭୩୦ ମେଟ୍ରିକ ଟନ ପଣ୍ୟ କାରବାର ରେକର୍ଡ

ପାରାଦୀପ,୧୬।୧୨(ସ୍ବ.ପ୍ର.): ପାରାଦୀପ ବନ୍ଦର ଆଉ ଏକ ରେକର୍ଡ କରିଛି। ଦିନକରେ ଅର୍ଥାତ୍‌ ୨୪ ଘଣ୍ଟାରେ ୬,୪୯,୭୩୦ ମେଟ୍ରିକ ଟନ ପଣ୍ୟ କାରବାର ହୋଇଛି ବୋଲି ବନ୍ଦର...

ବଦଳିବ ଅନୁଗୋଳ ଷ୍ଟାଡିୟମ ରୂପ:ଭିତ୍ତିଭୂମି ପରଖିଲେ ଆର୍କିଟେକଚର୍‌

ଅନୁଗୋଳ ଅଫିସ, ୧୩।୮ ବଦଳିବ ଅନୁଗୋଳ ଷ୍ଟାଡିୟମ ରୂପରେଖ। ଅତ୍ୟାଧୁନିକ ଜ୍ଞାନକୌଶଳରେ ଏହାର ନବକଳେବର କରାଯିବ। ଏଥିସହ ବିଭିନ୍ନ ଖେଳ ସୁବିଧାରେ ଏଠାରେ ଯେପରି ଆୟୋଜନ...

Advertisement
Archives

Model This Week