ଛତ୍ରପୁର,୧୫ା୧(ଡି.ଏନ୍.ଏ.)-ଛତ୍ରପୁରର ସତ୍ୟବାଦୀ ନଗର -ଏକାମ୍ର ନଗର ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ରାତିରେ ଏକ ଟ୍ରକ୍କୁ ଅନ୍ୟ ଏକ ଟ୍ରକ୍ ପଛରୁ ଧକ୍କା ଦେବା ଫଳରେ ୨ ଟ୍ରକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ପଶ୍ଚିମବଙ୍ଗ ବର୍ଦ୍ଧମାନ ଅଞ୍ଚଳର ରାଜେଶ ଓ ଫରାଜ୍। ମିଳିଥିବା ସୂଚନା ଅନୁଯାୟୀ, ଆନ୍ଧ୍ରପ୍ରଦେଶର ଏକ ଟ୍ରକ୍ (ଡବ୍ଲ୍ୟୁବି୪୧ଏଫ୍-୦୨୫୪) ଖରାପ ହୋଇଥିଲା। ଏହାକୁ ଅନ୍ୟଏକ ଟ୍ରକ୍ (ଡବ୍ଲ୍ୟୁବି୪୧ଇ-୫୫୬୭) ଚେନ୍ରେ ବାନ୍ଧି ଟାଣି ଆଣୁଥିଲା। ଛତ୍ରପୁର ସତ୍ୟବାଦୀ ନଗର-ଏକାମ୍ର ନଗରଠାରେ ଚେନ୍ଟି ଛିଡି ଯାଇଥିଲା। ଜାତୀୟ ରାଜପଥରେ ଉକ୍ତ ୨ ଟ୍ରକ୍ ମଝିରେ ଛିଡିଥିବା ଚେନ୍କୁ ୨ ଚାଳକ ପୁନଃ ଯୋଡୁଥିବାବେଳେ ପଛପଟୁ ଆଉ ଏକ ଟ୍ରକ୍ (ଏନ୍ଏଲ୍୦୧କ୍ୟୁ-୯୦୫୪) ଜୋରରେ ଧକ୍କା ଦେଇଥିଲା। ଫଳରେ ଆଗରେ ଥିବା ୨ ଟ୍ରକର ଚାଳକଙ୍କର ମଝିରେ ଚାପି ହୋଇ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଖବର ପାଇ ଛତ୍ରପୁର ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। କକକଧକ୍କା ଦେଇଥିବା ଟ୍ରକ୍ର ଚାଳକ ଓ ହେଲପର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…
କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…
ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ
ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ
ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…
Archives

