Posted inଜାତୀୟ

ଦୁର୍ଘଟଣାରେ ୭ ତୀର୍ଥଯାତ୍ରୀ ମୃତ

ଅମରାବତୀ, ୧୬ା୧୦ : ଆନ୍ଧ୍ରପ୍ରଦେଶରେ ଏକ ସଡ଼କ ଦୁର୍ଘଟଣା ଯୋଗୁ କର୍ନାଟକର ୭ ତୀର୍ଥଯାତ୍ରୀ ପ୍ରାଣ ହରାଇଥିବାବେଳେ ୫ ଗୁରୁତର ଥିବା ଜଣାପଡ଼ିଛି। ପୂର୍ବ ଗୋଦାବରୀ ଜିଲାର ପାର୍ବତ୍ୟାଞ୍ଚଳରେ ମଙ୍ଗଳବାର ଏଭଳି ଦୁର୍ଘଟଣା ଘଟିଥିଲା। ମୃତାହତମାନେ ଚିତ୍ରଦୁର୍ଗ ଜିଲା ଚେଲେକେରୀର ବୋଲି ଜଣାପଡ଼ିଛି। ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାର ବିଭିନ୍ନ ଦର୍ଶନୀୟ ସ୍ଥାନ ପରିଭ୍ରମଣ ଲାଗି ସେମାନେ ଏକ ମିନି ବସ୍‌ରେ ଆସିଥିଲେ। ତେଲେଙ୍ଗାନାର ଭଦ୍ରାଚଲମ୍‌ ଶିବମନ୍ଦିର ବୁଲିସାରିବା ପରେ ସେମାନେ ଆନ୍ଧ୍ରପ୍ରଦେଶର ଆନ୍ନାବରମସ୍ଥିତ ସତ୍ୟନାରାୟଣ ସ୍ବାମୀ ମନ୍ଦିର ବୁଲିବାକୁ ଯାଉଥିଲେ। ଚିନ୍ତୁର୍‌ଘାଟର ବାଲ୍ମୀକି କୋଣ୍ଡାଠାରେ ଦୁର୍ଘଟଣା ହୋଇଥିଲା। ୬ ତୀର୍ଥଯାତ୍ରୀ ଦୁର୍ଘଟଣା ସ୍ଥଳରେ ପ୍ରାଣ ହରାଇଥିବାବେଳେ ଅନ୍ୟ ଜଣେ ହସ୍ପିଟାଲ ଯିବା ବାଟରେ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

‘ସମସ୍ତ ଏମ୍‌ପି ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ରହିବା ଜରୁରୀ’; ହ୍ବିପ ଜାରି କଲା ଭାଜପା

ନୂଆଦିଲ୍ଲୀ,୧୨।୪: ଭାରତୀୟ ଜନତା ପାର୍ଟି (ଭାଜପା) ଆଗାମୀ ସ୍ବତନ୍ତ୍ର ସଂସଦୀୟ ଅଧିବେଶନ ସମ୍ପର୍କରେ ଏହାର ସମସ୍ତ ଏମ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଲୋକ ସଭା ଏବଂ…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଧନୀ-ଦରିଦ୍ର ରାଷ୍ଟ୍ର ମଧ୍ୟରେ ବଢୁଛି ବ୍ୟବଧାନ: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ଜାତିସଂଘ,୧୨ା୪:ଧନୀ ଓ ଦରିଦ୍ର ଦେଶଗୁଡ଼ିକ ମଧ୍ୟରେ ବ୍ୟବଧାନ ଅଧିକ ପ୍ରଶସ୍ତ ହେଉଥିବା ଜାତିସଂଘ ରିପୋର୍ଟରୁ ଜଣାପଡ଼ିଛି। ବ୍ୟବଧାନ କମାଇବା ଦିଗରେ କାର୍ଯ୍ୟ କରିବା ପାଇଁ ବୃହତ୍‌ ବୈଶ୍ୱିକ…

ଆରମ୍ଭ ହେଲା ପାକିସ୍ତାନର ଖରାପ ସମୟ, ଇସଲାମାବାଦରେ ମାଡ଼ ହେବ ମିଶାଇଲ!

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ଆଲୋଚନା ଭାଙ୍ଗିବା କେବଳ ପଶ୍ଚିମ ଏସିଆରେ କ୍ଷେପଣାସ୍ତ୍ର ଏବଂ ବୋମା ଆକ୍ରମଣ ପୁନରାବୃତ୍ତିର…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri