Posted inଜାତୀୟ

ଦୁର୍ଘଟଣାର ଶିକାର ହେଲା ରିଲିଫ୍‌ ହେଲିକପ୍ଟର

ଡେରାଡୁନ,୨୩।୮: ଉତ୍ତରାଖଣ୍ଡରେ ବନ୍ୟା ପରିସ୍ଥିତି ଭୟଙ୍କର ସ୍ଥିତିରେ ଥିବା ବେଳେ ଏଠାରେ ଉଭୟ ସ୍ଥଳପଥ ଓ ଆକାଶ ପଥରେ ବନ୍ୟା ପୀଡିତଙ୍କୁ ରିଲିଫ୍‌ ଯୋଗାଇ ଦିଆଯାଉଛି। ଶୁକ୍ରବାର ଏକ ହେଲିକପ୍ଟର ରିଲିଫ୍‌ ସାମଗ୍ରୀ ନେଇ ଯାଇଥିବା ସମୟରେ ଉତ୍ତରାଖଣ୍ଡର ତିକୋଚି ଅଞ୍ଚଳରେ ଥିବା ଆରାକୋଟଠାରେ ବାଦଲ ଫାଟିବାରୁ ଏହା ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ହେଲିକପ୍ଟରଟି ଏକ ପାହାଡ ଉପରେ ଖସିପଡିଛି। ଏଥିରେଥିବା ପାଇଲଟ୍‌ ଓ କୋ-ପାଇଲଟ୍‌ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍କିପକ୍ସ ଭାଇରସ ସମ୍ପର୍କରେ ଜାଣିବା ପାଇଁ ଏମ୍ସରେ ସାମ୍ପଲ ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୪ ।୮: ରାଜଧାନୀ ଦିଲ୍ଲୀରେ ମଙ୍କିପକ୍ସ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହା ଉଭୟ ସରକାର ଓ ସ୍ୱାସ୍ଥ୍ୟ ବିଭାଗର ଚିନ୍ତାକୁ ବଢାଇ ଦେଇଛି ।...

ଇଓଏସ୍‌-୪ ଉତ୍‌କ୍ଷେପଣ ପାଇଁ କାଉଣ୍ଟ୍‌ ଡାଉନ୍‌ ଆରମ୍ଭ…

ଶ୍ରୀହରିକୋଟା, ୧୩।୨ : ଭାରତୀୟ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେଶନ (ଇସ୍ରୋ) ଚଳିତ ବର୍ଷର ପ୍ରଥମ ଉପଗ୍ରହକୁ ଫେବୃଆରୀ ୧୪ରେ ଭାଲେଣ୍ଟାଇନ୍ସ ଡେ’ରେ ଭୋର୍‌ ୫ଟା ୫୯ରେ...

କର୍ନାଟକ ବିଧାନସଭା ନିର୍ବାଚନ ଏଏପି ଜାରି କଲା ପ୍ରଥମ ତାଲିକା

ବେଙ୍ଗାଲୁରୁ,୨୦।୩: ଚଳିତ ବର୍ଷ ମେ’ରେ କର୍ନାଟକରେ ୨୨୪ଟି ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ପାଇଁ ବିଭିନ୍ନ ଦଳ ଅଣ୍ଟା ଭିଡ଼ିଥିବା ବେଳେ...

୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ଟପିଲା

ନୂଆଦିଲ୍ଲୀ,୨୮।୩: ଦେଶରେ କରୋନାର ସଂକ୍ରମଣ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨...

୯.୭୯ ଲକ୍ଷ କେନ୍ଦ୍ରୀୟ ପଦବୀ ଖାଲିପଡ଼ିଛି

ନୂଆଦିଲ୍ଲୀ, ୨୧ା୭: କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ଗତବର୍ଷ ମାର୍ଚ୍ଚ ସୁଦ୍ଧା ୪୦.୩୫ ଲକ୍ଷ ପଦବୀ ମଧ୍ୟରୁ ୯.୭୯ ଲକ୍ଷ ପୋଷ୍ଟ ଖାଲି ପଡ଼ିଥିବା କାର୍ମିକ...

ରାହୁଲ ହାରିଲେ: ଏବେ ଇସ୍ତଫା ଦେବେ କି ସିଦ୍ଧୁ?

ନୂଆଦିଲ୍ଲୀ, ୨୪।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଉତ୍ତର ପ୍ରଦେଶର ଆମେଠି ଲୋକ ସଭା ଆସନରୁ ହାରିଗଲେ, ଏବେ ଇସ୍ତଫା ଦେବେ କି ସିଦ୍ଧୁ? ଏହି...

କେନ୍ଦ୍ର ସରକାରଙ୍କ ବଡ ଘୋଷଣା: ଏବେ ଯେ କୌଣସି ଭାରତୀୟ ଜମ୍ମୁ-କଶ୍ମୀର, ଲଦ୍ଦାଖରେ କିଣି ପାରିବେ ଜମି

ନୂଆଦିଲ୍ଲୀ,୨୭ ।୧୦: କେନ୍ଦ୍ରର ମୋଦି ସରକାର ମଙ୍ଗଳବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଏବେ ଜମ୍ମୁ-କଶ୍ମୀର ଓ ଲଦ୍ଦାଖରେ ଦେଶର ଯେ କୌଣସି ବ୍ୟକ୍ତି...

ଦଳକୁ ଫେରିବାକୁ ଚାହୁଁଛନ୍ତି ଆଉ ଜଣେ ଟିଏମ୍‌ସି ନେତା

କୋଲକାତା,୬।୬: ପଶ୍ଚିମବଙ୍ଗରେ କିଛି ପୂର୍ବତନ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାୟକ ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। କିନ୍ତୁ ବର୍ତ୍ତମାନ ସେମାନେ ମତ ବଦଳାଇ ପୂର୍ବ...

Advertisement
Archives

Model This Week