ଦୁର୍ଘଟଣା ପରେ ବଦଳିଲା ଟ୍ରେନ୍‌ ଗତିପଥ

କଟକ ଅଫିସ,୧୬।୧: କଟକ ଶାଳଗାଁ ନିକଟରେ ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଳକ ଏକ୍ସପ୍ରେସ ଗୁରୁବାର ସକାଳ ପ୍ରାୟ ୭ଟା ସମୟରେ ଲାଇନଚ୍ୟୁତ ହୋଇଛି। ୮ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫ ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ଆହତଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଦୁର୍ଘଟଣା ପରେ କିଛି ଟ୍ରେନ୍‌ର ଗତିପଥ ବଦଳାଯାଇଛି। କଟକ ପରିବର୍ତ୍ତେ ନରାଜ ଦେଇ କିଛି ଟ୍ରେନ୍‌ ଗତି କରିବ ବୋଲି ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନରାଜ ଦେଇ ଭୁବନେଶ୍ୱର-ଏଲଟିଟି, ପୁରୀ-ରାଉରକେଲା, ଦୁର୍ଗ-ପୁରୀ, ଧାନବାଦ ଭୁବନେଶ୍ୱର ରାଜ୍ୟରାଣୀ, ତାଳଚେର-ପୁରୀ ମେମୁ ଟ୍ରେନ୍‌ ପ୍ରମୁଖ ନରାଜ ଦେଇ ଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଙ୍ଗାଳି ଡ୍ୟାମ୍‌ରୁ ପ୍ରତି ସେକେଣ୍ଡକୁ ୨,୧୨୬ ଘନ ମିଟର ବନ୍ୟାଜଳ ନିଷ୍କାସିତ

କଣିହାଁ,୧୫।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁସ୍ଥିତ ରେଙ୍ଗାଳି ଡ୍ୟାମ୍‌ରୁ ରବିବାର ସକାଳ ୯ ଟାରେ ବନ୍ୟାଜଳ ନିଷ୍କାସିତ ହୋଇଛି। ୭ ନମ୍ବର ଗେଟ୍‌ ଓ ପାଓ୍ବାର ହାଉସ୍‌...

ବଢ଼ିଲା ଯାନବାହନ ବୈଧତା ଅବଧି

କଟକ ଅଫିସ୍‌,୧୬ା୪: ଲକ୍‌ଡାଉନ୍‌ ସମୟ ବଢ଼ିବା ଯୋଗୁ ଯାନବାହନଗୁଡ଼ିକର ବିଭିନ୍ନ ପ୍ରକାର ବୈଧତା ଅବଧି ମଧ୍ୟ ବଢ଼ିଛି। ବୁଧବାର ଏନେଇ ରାଜ୍ୟ ପରିବହନ କମିଶନର ତଥା...

ଖଣି ଖନନ ପାଇଁ ୧୭ରେ ଜନଶୁଣାଣି

ପଟ୍ଟାଙ୍ଗି,୧୬।୧୨(ଡି.ଏନ୍‌.ଏ.) ପଟ୍ଟାଙ୍ଗି ବ୍ଲକର କୋଟିଆ, ମାଳିପୁଟ, ପଟ୍ଟାଙ୍ଗି ଓ ନୂଆଗାଁ ପଞ୍ଚାୟତକୁ ଲାଗି ରହିଛି ସେରୁବନ୍ଧ ବକ୍ସାଇଟ ପାହାଡ଼। ଏଠାରେ ଖଣି ଖନନ ପାଇଁ ନାଲ୍‌କୋ ଅନୁମତି...

ବଢ଼ି ଚାଲିଛି ରାସ୍ତାପାର୍ଶ୍ୱ ଜବରଦଖଲ ସମସ୍ୟା: ଅଭିଯୋଗ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଶୂନ

ଝୁମ୍ପୁରା, ୨୦।୧୨ (ଡି.ଏନ.ଏ.)-ଝୁମ୍ପୁରା ତହସିଲ ଅନ୍ତର୍ଗତ ସମସ୍ତ ୬ଟି ଯାକ ରାଜସ୍ବ ସର୍କଲରେ ଜବରଦଖଲ ସମସ୍ୟା ବଢିଚାଲିଛି। ସରକାରୀ ଜାଗା ଜବରଦଖଲ, ରାସ୍ତାପାର୍ଶ୍ୱ ଜବରଦଖଲ, କେନାଲ...

ଶିଶୁ ବିକ୍ରିକୁ ଗୁରୁତ୍ୱ ଦେଇ ନ ଥିଲା ପୋଲିସ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ଜନ୍ମ ହେବାର ମାତ୍ର ୧୨ଟା ଦିନ ହୋଇଥିଲା। ଶିଶୁଟି ଭଲରେ ଆଖି ଖୋଲିବା ପୂର୍ବରୁ ମା’ କୋଳରୁ ଦୂରେଇ ଦେଇଥିଲେ ନିଷ୍ଠୁର ବାପା। ୫୦ ହଜାର...

ଏଫଏମ୍‌ ସ୍ବୟଂଶାସିତ କଲେଜ: ପ୍ରକାଶ ପାଇଲା ସ୍ନାତକ, ସ୍ନାତକୋତ୍ତର ପରୀକ୍ଷା ଫଳ

ବାଲେଶ୍ୱର ଅଫିସ, ୧୧।୬- ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ ଓ ସ୍ନାତକୋତ୍ତର ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଚଳିତ ଶିକ୍ଷାବର୍ଷରେ ଯୁକ୍ତ ୩...

ମମିତା ହତ୍ୟା ମାମଲା: ଭାଜପା କର୍ମୀ-ପୋଲିସ ଧସ୍ତାଧସ୍ତି

ଛତ୍ରପୁର,୨୮ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଭାଜପା ସାଙ୍ଗଠନିକ ଘୁମୁସର ଜିଲା ଯୁବମୋର୍ଚ୍ଚା ପକ୍ଷରୁ ବିଶାଳ ରାଲି କରାଯାଇଛି। ମମିତା ପରିବାରକୁ ନ୍ୟାୟ ଦାବିରେ ଗଞ୍ଜାମ ଏସ୍‌ପିଙ୍କ...

ମେଟଲ୍‌ ମିଟ୍‌-୨୦୧୯: ଜୁନିୟର୍‌ ଗ୍ରୁପ୍‌ରେ ୪୩ଟିମ୍‌

ଭୁବନେଶ୍ୱର,୩।୮(ବ୍ୟୁରୋ):‘ମେଟଲ୍‌ ମିଟ୍‌-୨୦୧୯’ର ଜୁନିୟର୍‌ ଗ୍ରୁପ୍‌ ପାଇଁ ରେଜିଷ୍ଟ୍ରେଶନ୍‌ ଶେଷ ହୋଇଛି। ଏଥିରେ ଓଡ଼ିଶାର ୪୨ଟି ପ୍ରମୁଖ ଶିକ୍ଷାନୁଷ୍ଠାନରୁ ମୋଟ ୪୩ଟି ଟିମ୍‌ ଭାଗ ନେଇଛନ୍ତି। ମେଟଲ୍‌...

Advertisement
Archives

Model This Week