ଦୁର୍ଘଟଣା: ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ

ଯୋଡ଼ା,୨୫ା୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କରଣସାହିଠାରେ ଗୁରୁବାର ରାତିରେ ଏକ ବୋଲେରୋ ଦୁର୍ଘଟଣାରେ ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ପୌରପାଳିକାର ୫ କର୍ମଚାରୀ ବାଲେଶ୍ୱରରେ ଏକ ସଭା କାର୍ଯ୍ୟକ୍ରମରେ ଯୋଗଦେଇ ବୋଲେରୋ (ନଂ. ଓଆର୦୯ଏଲ- ୧୫୨୨) ଯୋଗେ ଯୋଡ଼ା ଅଭିମୁଖେ ଫେରୁଥିଲେ। ରାତି ପ୍ରାୟ ୧୨.୧୫ ମି. ସମୟରେ ବୋଲେରୋଟି ଏକ ଟ୍ରକ ପଛରେ ଧକ୍କା ଦେଇଥିଲା ା ଫଳରେ ସେଥିରେ ବସିଥିବା ପୌରପାଳିକାର ପରିମଳ ଅଧିକାରୀ ରାଜେନ୍ଦ୍ର କୁମାର ମିଶ୍ର, କନିଷ୍ଠ ଯନ୍ତ୍ରୀ ଭାଗବତ ନାଏକ, ଡାଟା ଅପରେଟର ଆଶିଷ ମହାନ୍ତି, ସହକାରୀ ଯନ୍ତ୍ରୀ ଭକ୍ତବନ୍ଧୁ ମହାନ୍ତ, କଳାକର ସାହା ଆହତ ହୋଇଥିଲେ। ପରିମଳ ଅଧିକାରୀ ମିଶ୍ର ଗୁରୁତର ଆହତ ହୋଇଥିବାବେଳେ ସମସ୍ତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଯୋଡ଼ା ଟାଟାଷ୍ଟିଲ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ପୋଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଥିବା ବିଲେଇପଦା ଫାଣ୍ଡି ଅଧିକାରୀ ରଞ୍ଜନ କୁମାର ବିଶ୍ୱାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri