ଦୁର୍ଦ୍ଦାନ୍ତ ଅପରାଧୀ ଜାମସେଦ୍‌ଙ୍କୁ ଏନ୍‌କାଉଣ୍ଟର: ୪ ପୋଲିସ କର୍ମଚାରୀ ଆହତ

ଖୋର୍ଦ୍ଧା ଅଫିସ/ନିରାକାରପୁର,୫।୯(ଡି.ଏନ୍‌.ଏ.):ନିରାକାରପୁର ଥାନା ରାମେଶ୍ୱର ଛକ ନିକଟରେ ବୁଧବାର ବିଳମ୍ବିତ ରାତିରେ ଡକାୟତି ପାଇଁ ଉଦ୍ୟମ ହେଉଥିବାବେଳେ ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧି ଜାମସେଦ୍‌ ଖାନ୍‌ ଆହତ ହୋଇଛନ୍ତି । ନିରାକାରପୁର ଓ ଟାଙ୍ଗୀ ପୋଲିସ ପକ୍ଷରୁ ମିଳିତ ଚଢ଼ାଉରେଏହି ଏନ୍‌କାଉଣ୍ଟରରେ ଜାମସେଦ୍‌ର ବାମ ଗୋଡ ଆଣ୍ଠୁ ତଳକୁ ଗୁଳି ବାଜିଛି। ଜାମସେଦ୍‌ଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସରଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥାରେ ପରିବର୍ତ୍ତନ ନ ଆସିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି। ତେବେ ଜାମସେଦ୍‌ର ପାଲଟା ଆକ୍ରମଣରେ ୪ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଜାମ୍‌ସେଦଙ୍କ ନାଁରେ ଜଙ୍କିଆ, ନିରାକାରପୁର ଓ ଟାଙ୍ଗୀରେ ଆପରାଧିକ ମାମଲା ରହିଛି । କୋଲକତା ଚେନ୍ନାଇ ୧୬ ନଂ ଜାତୀୟ ରାଜପଥରେ ସେ ସବୁବେଳେ ଲୁଟ୍‌ କରି ଆସୁଥିବା ପୋଲିସ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଶିକାରିଙ୍କୁ ବାନ୍ଧିଲା ପୋଲିସ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri