ଦୁର୍ଦ୍ଦାନ୍ତ ମାଓବାଦୀ ରାଜା ରେଡ୍ଡିଙ୍କ ମୃତ୍ୟୁ

ମାଲକାନଗିରି,୧୯।୮(ନୃସିଂହ ଚରଣ ମହାନ୍ତି)-ସୀମାନ୍ତ ଓଡ଼ଶା, ଛତିଶଗଡ଼ ଓ ଆନ୍ଧ୍ର ପ୍ରଦେଶରେ ଭୟ ସୃଷ୍ଟି କରିଥିବା ଦୁର୍ଦ୍ଦାନ୍ତ ମାଓବାଦୀ ରାଜା ରେଡ୍ଡିଙ୍କ ଶୁକ୍ରବାର ମୃତ୍ୟୁ ହୋଇଛି। ଛତିଶଗଡ଼ର ବସ୍ତର ଜଙ୍ଗଲରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପ୍ରାପ୍ତ ଏକ ଭିଡିଓରୁ ରାଜାଙ୍କ ପରି ଦେଖାଯାଉଥିବା ଜଣେ ମାଓବାଦୀଙ୍କ ନିକଟରେ ସାଥୀ ମାଓବାଦୀମାନେ ବସି କାନ୍ଦୁଥିବା ଦେଖିବାକୁ ମିଳିଛି। ବୟସାଧିକ ହେତୁ ସେ କିଛିଦିନ ଧରି ରୋଗରେ ପୀଡିତ ଥିଲେ। ତାଙ୍କ ନାମରେ ଛତିଶଗଡ଼ର ବିଭିନ୍ନ ଥାନାରେ ବହୁ ମାମଲା ରହିଛି। ପୋଲିସ, ପ୍ରଶାସନ ଓ ସାଧାରଣ ଲୋକଙ୍କ ବହୁ କ୍ଷତି ଘଟାଇଥିବା ରାଜାଙ୍କ ପାଇଁ ଛତିଶଗଡ଼ ସରକାର ୧ କୋଟି ଟଙ୍କା ପୁରସ୍କାର ଘୋଷଣା କରିଥିଲେ। ତାଙ୍କ ମୃତ୍ୟୁ ଖବର ପାଇବା ପରେ ବସ୍ତର ପୋଲିସ ପ୍ରଶାସନ ସତ୍ୟତା ପରଖିବାକୁ ସର୍ଚ୍ଚ ଅପରେଶନ ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri