ଦୁର୍ନୀତି ପ୍ରତିବାଦରେ ୪୧ନଂ. ରାଜ୍ୟ ରାଜପଥ ଅବରୋଧ କଲେ ଲୋକେ

ମାଲକାନଗିରି,୨୪।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଖୁଣ୍ଟିଗୋରା ପଞ୍ଚାୟତ ଛକ ୪୧ନଂ. ରାଜ୍ୟ ରାଜପଥକୁ ଦୁର୍ନୀତିର ପ୍ରତିବାଦ ନେଇ ଶତାଧିକ ମହିଳା ଓ ପୁରୁଷ ରାସ୍ତା ଅବରୋଧ କରିଛନ୍ତି ।
ସୂଚନା ଅନୁଯାୟୀ, ଗତ ୧ ବର୍ଷ ହେଲା ସେମାନେ ପ୍ରଧାନମନ୍ତ୍ରୀ ଆବାସ ଓ ବିଜୁ ପକ୍କାଘର ଯୋଜନାରେ ଘର ତିଆରି କରିଥିଲେ ସୁଦ୍ଧା ଠିକ୍‌ ଭାବେ ଏମ୍‌ଜିଏନ୍‌ ଆର୍‌ଇଜିଏ ରେ ଆସୁଥିବା ୧୬ ହଜାର ଓ ବନସ ଟଙ୍କା ମିଳି ନ ଥିବା ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ହିତାଧିକାରୀମାନେ ରାସ୍ତା ଅବରୋଧ କରିଛନ୍ତି। ଏ ପର୍ଯ୍ୟନ୍ତ ବ୍ଲକ ଅଧିକାରୀ ପହଞ୍ଚି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୃଥକ୍‌ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ

ମୁନିଗୁଡ଼ା/ଟିକିରି,୭ା୧୨(ଡି.ଏନ୍‌.ଏ.)-ରାୟଗଡ଼ା ଜିଲାରେ ପୃଥକ୍‌ ଦୁର୍ଘଟଣାରେ ସୋମବାର ୪ଜଣଙ୍କ ମୃତ୍ୟୁ ଘଟିଛି। ମୁନିଗୁଡ଼ା ଥାନା ଅଧୀନ ଦେଓକୁଗୁଲି ଛକରେ ସୋମବାର ଦୁଇ ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି...

ରାତିରେ ଯାଇଥିଲେ ଯାତ୍ରା ଦେଖିବାକୁ, ସକାଳୁ ମିଳିଲା ଯୁବତୀଙ୍କ ମୃତଦେହ

ଚନ୍ଦ୍ରପୁର,୨୬।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ସଦର ପଞ୍ଚାୟତ ଅଧୀନ ଚିଚିପଙ୍ଗା ନିକଟ ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାପାର୍ଶ୍ୱରୁ ଗୁରୁବାର ଜଣେ ଯୁବତୀଙ୍କ ମୃତଦେହ ସନ୍ଦେହଜନକ...

କାଶୀପୁରରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଘେରିଲେ

ରାୟଗଡ଼ା ଅଫିସ/ଟିକିରି,୨୪।୭(ଡି.ଏନ୍‌.ଏ.): ରାୟଗଡ଼ା, କୋରାପୁଟ ଏବଂ ନବରଙ୍ଗପୁର ଜିଲାରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଶନିବାର ଆଉ ଜଣେ କଲେରା ଆକ୍ରାନ୍ତଙ୍କ...

ମୁନିଗୁଡା: ପରସ୍ପରକୁ ଆଲିଙ୍ଗନ କରି ‘ଇଦ୍‌ ମୁବାରକ’ ଜଣାଇଲେ ମୁସଲମାନ ଭାଇ

ମୁନିଗୁଡ଼ା,୫।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ାଠାରେ ମୁସ୍‌ଲିମ୍‌ ସଂପ୍ରଦାୟର ଲୋକଙ୍କ ପକ୍ଷରୁ ଇଦ୍‌ ପର୍ବ ମହା ଆଡ଼ମ୍ବର ସହ ପାଳିତ ହୋଇଛି। ମୁନିଗୁଡ଼ା ମୁସଲିମ୍‌ ସଂଘର ସଭାପତି...

ବର୍ଷାରେ ଗଜା ହେଲା ଶତାଧିକ ବସ୍ତା ଧାନ

ବିଷମକଟକ,୧୭।୧(ଡି.ଏନ୍‌.ଏ.)  ଖରିଫ ଋତୁରେ ଚାଷୀ ଜମିରେ ଫଳାଇଥିବା ଧାନ ମଣ୍ଡିରେ ବିକ୍ରିକରି ଭଲ ଟଙ୍କା ପାଇବାର ଆଶା ରଖିଥିଲେ। ଅଦିନିଆ ବର୍ଷା ଚାଷୀଙ୍କ ଆଶାକୁ ମାଟିରେ ମିଶାଇ...

ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା

ଗୁଣୁପୁର, ୨୬।୧୦(ଡି.ଏନ୍‌.ଏ.): ରାୟଗଡ଼ା-ଗଜପତି ଜିଲା ସୀମାନ୍ତ କତାଗୁଡା ଘାଟିରେ ସୋମବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଗୁରୁତର ହୋଇଥିବା ବେଳେ ୫...

ଜମିବାଡ଼ିକୁ ନେଇ ଗଣ୍ଡଗୋଳ: ବଡ଼ଭାଇ ଆକ୍ରମଣରେ ସାନ ଭାଇ ମୃତ

କୋରାପୁଟ, ୮।୬(ସ୍ବ.ପ୍ର.): କୋରାପୁଟ ବ୍ଲକ ଦେଓଘାଟି ଗ୍ରାମରେ ଶୁକ୍ରବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜମିବାଡ଼ି ଓ ଧାନକୁ ନେଇ ୨ ଭାଇ ଲଳିତ ମୁଦୁଲି...

ଜିଲା ପରିଷଦ ଅଧ୍ୟକ୍ଷ ହେଲେ ବିଜେଡିର ଗଙ୍ଗାଧର ପୁଆଲା

ରାୟଗଡ଼ା ଅଫିସ,୧୯।୨: ରାୟଗଡ଼ା ଜିଲା ପରିଷଦ ଅଧ୍ୟକ୍ଷ ଉପନିର୍ବାଚନରେ ବିଜେଡିର ଗଙ୍ଗାଧର ପୁଆଲା ୧୩ଟି ଭୋଟ ପାଇ ବିଜୟ ଲାଭ କରିଛନ୍ତି। ବିଜେଡିର ୭ ଜଣ...

Advertisement
Archives

Model This Week