Posted inଜାତୀୟ

ଦୁର୍ନୀତି ବିରୋଧରେ ଲଢ଼େଇ :୧୫୦ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୩୧ା୮: ଦୁର୍ନୀତି ବିରୋଧରେ ସରକାର ଲଢ଼େଇ ଘୋଷଣା କରିଛନ୍ତି। ଦେଶର ବିଭିନ୍ନ ସରକାରୀ ବିଭାଗରେ ସିବିଆଇ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶରେ ଶୁକ୍ରବାର ଦେଶର ୧୫୦ ସ୍ଥାନରେ ଏହି ଚଢ଼ାଉ କରାଯାଇଥିବା କୁହାଯାଉଛି। ଚଢ଼ାଉରେ ଭିଜିଲାନ୍ସ ବିଭାଗ ମଧ୍ୟ ସାମିଲ ଥିଲା। ଚଢ଼ାଉ ହୋଇଥିବା ସ୍ଥାନଗୁଡ଼ିକ ମଧ୍ୟରେ ରହିଛି ଦିଲ୍ଲୀ, ଜୟପୁର, ଯୋଧପୁର, ଗୁଆହାଟୀ, ଶ୍ରୀନଗର, ସିଲଂ, ଚଣ୍ଡିଗଡ, ଶିମଲା, ଚେନ୍ନାଇ, ମଦୁରାଇ, କୋଲକାତା, ହାଇଦ୍ରାବାଦ, ବେଙ୍ଗାଲୁରୁ, ମୁମ୍ବାଇ, ପୁଣେ, ଗାନ୍ଧୀନଗର, ଗୋଆ, ଭୋପାଳ, ଜବଲପୁର, ନାଗପୁର, ପାଟନା, ରାଞ୍ଚତ୍, ଗାଜିଆବାଦ, ଭଦୋଦରା, ଅହମଦାବାଦ, କୋଚିନ, ଲକ୍ଷ୍ନୌ ଓ ଡେରାଡୁନ୍‌। ଶୁକ୍ରବାର ସକାଳଠାରୁ ଏହିସବୁ ସହରରେ ଥିବା ରେଲଓ୍ବେ, ବିଏସ୍‌ଏନ୍‌ଏଲ, ଜାହାଜ ଚଳାଚଳ କାର୍ଯ୍ୟାଳୟ, ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ କାର୍ଯ୍ୟାଳୟ, କୋଇଲା ଖଣି, ଭାରତର ଖାଦ୍ୟ ନିଗମ କାର୍ଯ୍ୟାଳୟ, ସୀମାଶୁଳ୍କ, ବିଦ୍ୟୁତ, ପରିବହନ, ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ଆଦିରେ ଚଢ଼ାଉ କରାଯାଇଥିଲା। ଯେଉଁସବୁ ସରକାରୀ କାର୍ଯ୍ୟାଳୟରେ ଜନସାଧାରଣ ଅଧିକ ଦୁର୍ନୀତିର ଶୋଷଣ ହେଉଥିବା ଅଭିଯୋଗ ହେଉଛି, ସେଠାରେ ଏହି ସ୍ବତନ୍ତ୍ର ଚଢ଼ାଉ ଅଭିଯାନ କରାଯାଇଥିଲା ବୋଲି ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଦିନକ ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛି’

ପ୍ରୟାଗରାଜ,୧୬।୧୧: ଦିନକ ପାଇଁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛନ୍ତି ଜଣେ ବୃଦ୍ଧ। ଏପରି ଦାବି ସହ ସେ ପ୍ରୟାଗରାଜ ପୋଲିସ ଷ୍ଟେଶନ ବାହାରେ ଅନିର୍ଦ୍ଦିଷ୍ଟକାଳ ପାଇଁ...

ନିର୍ମାଣ ହେବ ନୂଆ ସଂସଦ ଭବନ: ଦୌଡ଼ରେ ୭ କମ୍ପାନୀ

ନୂଆଦିଲ୍ଲୀ, ୧୫।୭: ଭାରତର ନୂଆ ସଂସଦ ଭବନ ନିର୍ମାଣ କରାଯିବ। ଏଥିପାଇଁ ଦୌଡ଼ରେ ୭ଟି କମ୍ପାନୀ ରହିଛନ୍ତି। ସେସବୁ କମ୍ପାନୀ ମଧ୍ୟରେ ଉତ୍ତରପ୍ରଦେଶ ସରକାରୀ ନିଗମ...

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲେ କୃଷକ

ପୁଣେ,୧।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା ଏବଂ ଶିବସେନା ମଧ୍ୟରେ ଛକାପଞ୍ଝା ଲାଗିଛି। ଏସବୁ ଭିତରେ ବିଡ ଜିଲାର ଜଣେ ଚାଷୀ ମୁଖ୍ୟମନ୍ତ୍ରୀ ପଦ...

ଜୁନ୍‌ ୬ରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ, (ପି.ଟି.)/ଭୁବନେଶ୍ୱର,୧୫ା୫(ବ୍ୟୁରୋ): ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ପହଞ୍ଚତ୍ବାରେ ବିଳମ୍ବ ହେବ। ଏଭଳି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) । ମୌସୁମୀ ସାଧାରଣତଃ...

କୋର୍ଟରେ ପଡ଼ିିଛି ସିବିଆଇର ୬,୭୦୦ ଦୁର୍ନୀତି ମାମଲା

ନୂଆଦିଲ୍ଲୀ, ୨୫ା୮: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ତଦନ୍ତ କରୁଥିବା ପ୍ରାୟ ୬,୭୦୦ ଦୁର୍ନୀତି ମାମଲା ବିଭିନ୍ନ ଅଦାଲତରେ ବିଚାରାଧୀନ ରହିଛି। ସେଥିମଧ୍ୟରୁ ୨୭୫ଟି ୨୦ ବର୍ଷ...

ରାଜ୍ୟ ସରକାରଙ୍କ ବିରୋଧରେ ଫେସ୍‌ବୁକ୍‌ରେ ଏମିତି ପୋଷ୍ଟ କରିବା ପଡ଼ିଲା ମହଙ୍ଗା: ଚାଲିଗଲା ଚାକିରି

କେରଳର ଜଣେ ବିମାନବନ୍ଦର କର୍ମଚାରୀଙ୍କୁ ସୋସିଆଲ ମିଡିଆରେ ରାଜ୍ୟ ସରକାରଙ୍କ ବିରୋଧରେ ଲେଖିବା ମହଙ୍ଗା ପଡ଼ିଛି। ଏ ନେଇ ତାଙ୍କ ଚାକିରି ଚାଲିଯାଇଛି। କନ୍ନୁର ଅନ୍ତର୍ଜାତୀୟ...

ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ: ଏଏପି ଏମପି ସଞ୍ଜୟ ସିଂ ସମ୍ପୂର୍ଣ୍ଣ ଅଧିବେଶନ ପାଇଁ ନିଲମ୍ବିତ…

ନୂଆଦିଲ୍ଲୀ,୨୪।୭ : ଏଏପି ଏମପି ସଞ୍ଜୟ ସିଂଙ୍କୁ ସମ୍ପୂର୍ଣ୍ଣ ମୌସୁମୀ ଅଧିବେଶନ ପାଇଁ ନିଲମ୍ବିତ କରାଯାଇଛି। ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।...

କ୍ରୁଜ ଡ୍ରଗ୍ସ ମାମାଲା: ନୱାବଙ୍କ ଚିଠା ଖୋଲିବେ ଅରାଫତ

ମୁ୍‌ମ୍ବାଇ,୧୨ ।୧୧: କ୍ରୁଜ ଡ୍ରଗ୍ସ ମାମଲା ବେଳକୁ ବେଳ ନୂଆ ମୋଡ ନେଉଛି । ଏବେ ମହାରାଷ୍ଟ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ନେତା ହାଜି ଅରାଫତ...

Advertisement
Archives

Model This Week