ଦୁର୍ବଳ ଛାତ୍ରୀଛାତ୍ରଙ୍କ ପାଇଁ ହେବ ସ୍ବତନ୍ତ୍ର କ୍ଲାସ: ମନ୍ତ୍ରୀ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଉଚ୍ଚଶିକ୍ଷା ବିଭାଗରେ ପାଠ ପଢୁଥିବା ଦୁର୍ବଳ ଶ୍ରେଣୀର ଛାତ୍ରୀଛାତ୍ରମାନଙ୍କ ପାଇଁ ଏବେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଯେଉଁମାନେ ପରୀକ୍ଷାରେ ସେତେଟା ପ୍ରଭାବୀ ପ୍ରଦର୍ଶନ କରିପାରିବେ ନାହିଁ ସେମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ଲାଗି ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏଣିକି ଭଲ ପ୍ରଦର୍ଶନ କରୁ ନ ଥିବା ପିଲାମାନଙ୍କୁ ସ୍ବତନ୍ତ୍ର କ୍ଲାସ ଜରିଆରେ ପାଠ ପଢ଼ାଯିବ। ଏ ଦିଗରେ ଅଧ୍ୟାପିକା, ଅଧ୍ୟାପକମାନଙ୍କୁ ବିଶେଷ ଧ୍ୟାନ ଦେବାକୁ କୁହାଯାଇଛି। ଅପରପକ୍ଷରେ ଅଧିକାଂଶ ସମୟ ଅନୁପସ୍ଥିତ ରହୁଥିବା ବା ଉପସ୍ଥାନ କମ୍‌ ରହୁଥିବା ଛାତ୍ରୀଛାତ୍ରମାନଙ୍କୁ ମଧ୍ୟ ଉକ୍ତ ସ୍ବତନ୍ତ୍ର କ୍ଲାସ୍‌ରେ ପାଠ ପଢାଯିବ। ଏନେଇ ରବିବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ସୂଚନା ଦେଇଛନ୍ତି। ପ୍ରୋକ୍ଟୋରିଆଲ କ୍ଲାସ ଉପରେ ମଧ୍ୟ ଧ୍ୟାନ ଦିଆଯାଉଛି। ସ୍ବତନ୍ତ୍ର କ୍ଲାସ୍‌ରେ ମୁଖ୍ୟତଃ ପ୍ରାକ୍ଟିକାଲକୁ ଅଧିକ ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କୁ ନିଶାଦ୍ରବ୍ୟ ମନା

କଟକ ଅଫିସ,୨୪ା୨: ଏସ୍‌ସିବି ମେଡିକାଲରେ କାମ କରୁଥିବା କୌଣସି କର୍ମଚାରୀ ନିଶାଦ୍ରବ୍ୟ ସେବନ କରିପାରିବେ ନାହିଁ। ମେଡିକାଲରେ ଡ୍ୟୁଟିରେ ଥିବା ବେଳେ ଯଦି କେହି କର୍ମଚାରୀ...

ଏସିଏଫ୍‌ ମୃତ୍ୟୁ ଘଟଣା: ଡିଏଫ୍‌ଓ, ଗୁରାଣ୍ଡି ଓଆଇସି ହେବେ ଜେରା

ପାରଳାଖେମୁଣ୍ଡି,୨୨ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ ଭିନ୍ନ ମୋଡ଼ ନେବାରେ ଲାଗିଛି। ଘଟଣାର...

ଜନସାଧାରଣ ନୁହେଁ, ଶିଳ୍ପପତି ପାଇବେ ଲାଭ

ଅନୁଗୋଳ ଅଫିସ, ୬।୨ ଖୁବ୍‌ଶୀଘ୍ର ଦେଶରେ ସ୍କ୍ରାପେଜ୍‌ ନୀତି ଲାଗୁ ହେବ। ଏହାଦ୍ୱାରା ୧୫ ବର୍ଷର ବ୍ୟବସାୟିକ ଓ ୨୦ ବର୍ଷର ଘରୋଇ ଗାଡ଼ିକୁ ରାସ୍ତାରୁ...

ସଙ୍କୁଚିତ ହେଉଛି ପୁରୁଣାକଟକ-ସମ୍ବଲପୁର ରାସ୍ତା: ବଢୁଛି ଦୁର୍ଘଟଣା

ଭାପୁର, ୨୮।୮(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲାର ଅନ୍ୟତମ ବ୍ୟସ୍ତବହୁଳ ପୁରୁଣା କଟକ-ସମ୍ବଲପୁର ରାସ୍ତା ଦିନକୁ ଦିନ ସଙ୍କୁଚିତ ହୋଇପଡୁଛି। ରାସ୍ତାର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି।...

ରଥଯାତ୍ରା ପାଇଁ ସବୁ ଚ୍ୟାନେଲକୁ ସିଧା ପ୍ରସାରଣ ଅନୁମତି

ପୁରୀ ଅଫିସ, ୧୧।୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଏକ ନିର୍ଦ୍ଦିଷ୍ଟ ଚ୍ୟାନେଲ ପ୍ରସାରଣ ପାଇଁ ଯେଉଁ କଟକଣା ଲାଗୁ କରିବାକୁ ଯୋଜନା କରାଯାଇଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।...

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଦେହଜୀବୀଙ୍କୁ ମିଳୁନି ସହାୟତା

ଭୁବନେଶ୍ୱର,୨୨।୯(ବ୍ୟୁରୋ): ସୁପ୍ରିମକୋର୍ଟ ଦେହଜୀବୀଙ୍କ ଦୁଃଖ ବୁଝି ଗତ ୧୪ତାରିଖରେ ଆର୍ଥିକ ସହାୟତା ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହି...

ରାଜ୍ୟରେ ୫ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୪,୪୬୯ ଜଣ...

ତଳମୁହାଁ ସଂକ୍ରମଣ: ୨୪ ଘଣ୍ଟାରେ ୯୮୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୯୮୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୫ ଜଣ କ୍ୱାରାଣ୍ଟାଇନ୍‌ ରହିଥିବା...

Advertisement
Archives

Model This Week