ସଜନାଗଡ଼, ୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁର ବଜାରରୁ ଦୁର୍ବୃତ୍ତମାନେ ଶନିବାର ଅପରାହ୍ନ ସାଢ଼େ ୩ଟାରେ ୪ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି। ମିତ୍ରପୁର ଟ୍ରକ୍ ଆସୋସିଏଶନ କୋଷାଧ୍ୟକ୍ଷ ସୁଧାଂଶୁ ଶେଖର ପଣ୍ଡା (ବାବୁ ପଣ୍ଡା) ପେପର ମିଲ୍ସ୍ଥିତ ବାଲଗୋପାଳପୁର ଷ୍ଟେଟ୍ବ୍ୟାଙ୍କରୁ ୪ଲକ୍ଷ ଟଙ୍କା ଉଠାଇ ନିଜ ବ୍ୟାଗ୍ରେ ରଖି ମିତ୍ରପୁର ଆସିଥିଲେ। ନିଜ ବାଇକ୍କୁ ମିତ୍ରପୁରରେ ରଖି ଅନ୍ୟ ବ୍ୟକ୍ତି ସହିତ କଥା ହେଉଥିବା ବେଳେ ଆଖି ପିଛୁଳାକେ ଏକ ବାଇକ୍ରେ ୨ ଜଣ ଆସି ଗାଡ଼ିରେ ଟଙ୍ଗା ହୋଇଥିବା ଟଙ୍କା ବ୍ୟାଗ୍ଟିକୁ ଲୁଟ୍ କରି ଘଟଣାସ୍ଥଳରୁ ଫେରାର ହୋଇଥିଲେ। ଖବର ଲେଖିଲା ବେଳକୁ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାପଡ଼ିଛି।
Posted inHome, Home Left, ଆମ ଜିଲା ଖବର, ବାଲେଶ୍ୱର View All
ମଝି ଆକାଶରେ ହଠାତ୍ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ, ଅନେକ ଯାତ୍ରୀ…
ନୂଆଦିଲ୍ଲୀ,୪।୮: ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା।…
ହଠାତ୍ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ
କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍ ତାଙ୍କ ଓଜନ ହ୍ରାସ…
ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ
କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…
ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…
ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…
ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…
ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍ରେ…
ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…
ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….
ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…
RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା
ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…
Archives

