ଦୂରଦର୍ଶନରେ ରଥଯାତ୍ରାର ସିଧାପ୍ରସାରଣ

ଭୁବନେଶ୍ୱର,୨୨ା୬(ବ୍ୟୁରୋ)- ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଅନୁଯାୟୀ ମଙ୍ଗଳବାର ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। କୋଭିଡ୍‌-୧୯ ପାଇଁ ଏଥର ବିନା ଭକ୍ତରେ ରଥଯାତ୍ରା କରିବାକୁ ସୁପ୍ରିମକୋର୍ଟ ରାୟ ଦେଇଥିବାବେଳେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ରଥଯାତ୍ରାର ଲାଇଭ୍‌ ଟେଲିକାଷ୍ଟ ବା ସିଧା ପ୍ରସାରଣ କରାଯିବ। ଦୂରଦର୍ଶନ ଓ ଅନ୍ୟ କେତେକ ଟେଲିଭିଜନ ଚ୍ୟାନେଲରେ ରଥଯାତ୍ରାର ସିଧା ପ୍ରସାରଣ ହେବ ବୋଲି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆ ବ୍ଲକରେ ଲଗାଣ ବର୍ଷା; ପାଞ୍ଚ ଦିନ ହେଲା ଶିକ୍ଷାଦାନ ବନ୍ଦ, ବିଦ୍ୟୁତ-ମୋବାଇଲ୍ ସେବା ବାଧାପ୍ରାପ୍ତ

ରାଇକିଆ,୬ା୭(ପ୍ରଦୀପ ବେହେରା): ଗତ ପାଞ୍ଚ ଦିନ ହେଲା କନ୍ଧମାଳ ଜିଲାରେ ଅବିଶ୍ରାନ୍ତ ବର୍ଷା ବେହାଲ କରିଛି । ଏହାର ପ୍ରଭାବ ରାଇକିଆ ବ୍ଲକରେ ମଧ୍ୟ ଦେଖିବାକୁ ମିଳିଛି…

ସାର ପକାଇବାବେଳେ ଜମିରେ ହଠାତ୍‌ ହୋଇଗଲା ୧୦ ଫୁଟର ଦୁଇଟି ଗାତ, ଭୟରେ ଅଞ୍ଚଳବାସୀ

ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ ଆମ୍ବଦଳା କୋଡ୍ରିଗୁଡ଼ା ଗାଁରେ ରବିବାର ଲୋକେ ଚାଷ ଜମିରେ ସାର ପକାଉଥିବା ବେଳେ ହଠାତ୍‌ ଶବ୍ଦ କରି ମାଟି ଧସିବା ସହ…

ଶ୍ରୀକ୍ଷେତ୍ରପୁରୀ-ଶାବର ଶ୍ରୀକ୍ଷେତ୍ର ସ୍ପେଶାଲ ଟ୍ରେନ ଚଳାଚଳ ଆଜି, ଉଦଘାଟନ କରିବେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା, ୬।୭,( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ରପୁରୀରୁ ଶାବର ଶ୍ରୀକ୍ଷେତ୍ର କୋରାପୁଟ ସ୍ପେସିଆଲ ଏକ୍ସପ୍ରେସ ଟ୍ରେନ ନ .୦୮୪୦୯ ଟ୍ରେନକୁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ…

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡେପୁଟି କମିଶନର ଅଫ୍ ପୋଲିସ  (ଡିସିପି) ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି,…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri