Posted inଜାତୀୟ

ଦୃଢ଼ ଇଛା ଶକ୍ତି ଯୋଗୁ ସଫଳ ହେଲେ ଗୁଡ୍ଡି

ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ଗାଜିଆବାଦ୍‌ ପ୍ରତାପ ବିହାରର ଅମୃତା ଆନନ୍ଦମୟୀ କୁଟିରମ୍‌ରେ ବାସ କରୁଥିବା ଗୁଡ୍ଡିଙ୍କ ଇଛା ଶକ୍ତି ଆଗରେ ସାମାଜିକ ବାଧା ହାର୍‌ ମାନିଛି। ୨୦୧୪ରେ ସ୍ବାମୀଙ୍କ ମୃତ୍ୟୁ ପରେ ଗୁଡ୍ଡି ଉପରେ ଝିଅ ଏବଂ ପୁଅର ଲାଳନ ପାଳନ ଦାୟିତ୍ୱ ଆସି ପଡ଼ିଥିଲା। ତେବେ ସେ ବିଚଳିତ ନ ହୋଇ ଇ-ରିକ୍ସା ଚଳାଇବା ଆରମ୍ଭ କରିଥିଲେ। ଏନେଇ ସାହି ପଡ଼ିଶାଙ୍କଠାରୁ ଟାହିଟାପରା ମଧ୍ୟ ଶିଣିବାକୁ ପଡ଼ିଥିଲା। ତେବେ ସେ ହାର୍‌ ନ ମାନି ଆଗକୁ ମାଡି ଚାଲିଥିଲେ। ଏବେ ତାଙ୍କ ସାହସ ଦେଖି ସ୍ଥାନୀୟ ଅଞ୍ଚଳର ଅନ୍ୟ ୫ ଜଣ ମହିଳା ଇ-ରିକ୍ସା ଚଳାଇବା ଆରମ୍ଭ କରିଛନ୍ତି। ସେମାନଙ୍କୁ ଗାଡି ଚଳାଇବା ତାଲିମ୍‌ ଗୁଡ୍ଡି ଦେଇଛନ୍ତି। ଏପରି କରି ଗୁଡ୍ଡି ସମାଜ ପାଇଁ ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଧାମପୁରରେ ବିସ୍ଫୋରଣ, ଜଣେ ମୃତ ୧୩ ଆହତ…

ଶ୍ରୀନଗର,୯।୩ : ଜମ୍ମୁ-କଶ୍ମୀରର ଉଧାମପୁରର ସାଲାଥିଆ ଛକରେ ବୁଧବାର ଅପରାହ୍ନରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ପରେ ପୋଲିସ ବୋମା ନିଷ୍କ୍ରିୟକାରୀ ଟିମ୍‌...

କୁଲଭୂଷଣଙ୍କୁ ଫାଶୀ ଦେଇପାରିବନି ପାକିସ୍ତାନ

ନୂଆଦିଲ୍ଲୀ,୧୭।୭: ବହୁପ୍ରତୀକ୍ଷିତ କୁଳଭୂଷଣ ଯାଦବ ମାମଲାରେ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ (ଆଇସିଜେ) ବୁଧବାର ଶୁଣାଣି କରିଛନ୍ତି। ଏହି ଶୁଣାଣି ଭାରତ ସପକ୍ଷରେ ଯାଇଛି। ଆଇସିଜେ...

ସ୍ମୃତି ସ୍ଥଳରେ ଅଟଳଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୫ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରୀୟ ସ୍ମୃତି ସ୍ଥଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଶ୍ରଦ୍ଧାଞ୍ଜଳି ଅର୍ପଣ...

ତୃତୀୟ ଲହର ଟାର୍ଗେଟରେ କରୋନା ଯୋଦ୍ଧା, ୧୦୦୦ରୁ ଅଧିକ ଡାକ୍ତର ଆକ୍ରାନ୍ତ…

ନୂଆଦିଲ୍ଲୀ, ୬।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇଥିବାବେଳେ ଏହା ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ତୃତୀୟ ଲହର...

ବୈଠକ ଅଧାରୁ ପଳାଇଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୬।୧୨: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ସଂସଦ କମିଟି ଆଗରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ରାହୁଲ ଏବଂ ଅନ୍ୟ ଦୁଇ କଂଗ୍ରେସ ନେତା...

ବୀରଭୂମ ହିଂସା ଘଟଣା: ମମତା ସରକାରଙ୍କୁ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କୋଲକାତା,୨୩।୨: ପଶ୍ଚିମବଙ୍ଗର ବୀରଭୂମରେ ୮ ଜଣଙ୍କୁ ଜୀଅନ୍ତା ପୋଡି ଦିଆଯାଇଛି। ତୃଣମୂଳ କଂଗ୍ରେସର ଜଣେ କର୍ମୀଙ୍କ ହତ୍ୟା ପ୍ରତିଶୋଧରେ ଏଭଳି କାଣ୍ଡ ଘଟାଯାଇଥିବା ଅଭିଯୋଗ ହୋଇଛି।...

ଗୋଟିଏ ସପ୍ତାହ ପାଇଁ ସିଲ୍‌ ହେଲା ଦିଲ୍ଲୀ ସୀମା

ନୂଆଦିଲ୍ଲୀ,୧।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଏକ ବଡ ପଦକ୍ଷେପ ନେଇଛନ୍ତି।...

ପାଖେଇ ଆସୁଛି ସମୟ: ଖୁବ୍‌ଶୀଘ୍ର ମୋଦି ସରକାରଙ୍କୁ ରାମ ମନ୍ଦିର ଟ୍ରଷ୍ଟର ଘୋଷଣା କରିବାକୁ ପଡିବ

ନୂଆଦିଲ୍ଲୀ,୪।୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ ପ୍ରାୟ ୩ ମାସ ହେବ ସୁପ୍ରିମକୋର୍ଟ ରାୟ ଦେଇ ସାରିଛନ୍ତି। ହେଲେ ଏପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା)ର...

Advertisement
Archives

Model This Week